ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ

କଟକ : ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ […]

୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ହାଇକୋର୍ଟର କଡା ନିର୍ଦ୍ଦେଶ

କଟକ: ଆସନ୍ତା ବିଧାନସଭା ଅଧିବେଶନରେ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ଉପସ୍ଥାପନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନରଙ୍କୁ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୩ […]

ସେକ୍ସ ରାକେଟର ପର୍ଦ୍ଦା ଫାସ: ଓଡ଼ିଶା ସହିତ ବିଭିନ୍ନ ରାଜ୍ୟର ଯୁବତୀ ଉଦ୍ଧାର

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ଗାଜିଆବାଦରୁ ଏକ ବଡ଼ ସେକ୍ସ ରାକେଟ ପୋଲିସ ଧରିଛି । ଯେଉଁଥିରେ ୧୧ ଜଣ ଯୁବତୀ ଉଦ୍ଧାର ହୋଇଥିବାବେଳେ ୫୦୦ ରୁ ଉର୍ଦ୍ଧ୍ୱ ଯୁବତୀ ଏଥିରେ ସାମିଲ ଥିବା ପୋଲିସ […]

ଜମି ପଟ୍ଟାରେ ରହିବ QR କୋଡ୍; ତହସିଲଦାର ଏବଂ RIଙ୍କ ପାଖକୁ ଯିବ ସିଧା ଖବର

ଭୁବନେଶ୍ୱର: ଏଣିକି ଜମି ପଟ୍ଟାରେ ରହିବ ଇଲୋକ୍ଟ୍ରୋନିକ୍ ଯୁକ୍ତ QR କୋଡ୍। ସ୍କାନ୍ କଲେ ବାହାରିବ ଜମି ମାଲିକଙ୍କ ସମ୍ପୂର୍ଣ୍ଣ ତଥ୍ୟ। ଜମି କିଣାବିକା ମାଲିକାନାରେ ଆସିବ ସ୍ବଚ୍ଛତା। ଜାଲିଆତି କଲେ ତହସିଲଦାର ଏବଂ […]

ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନାରେ ବିଭିନ୍ନ ଜିଲ୍ଲାରୁ ଆସିବେ ବୟସ୍କ ଓ ବିଧବା ଭକ୍ତ

ପୁରୀ: ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଛି ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନା । ଚଳିତ ମାସ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁରଠାରୁ ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାର ଶୁଭାରମ୍ଭ କରିବେ । ୫୦୦ ଶ୍ରଦ୍ଧାଳୁ ପୁରୀରେ […]

ଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ ‘ସ୍ୱଦେଶୀ ଏଆଇ’ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଆଇଆଇଟି ଦିଲ୍ଲୀ ଗସ୍ତ କରି ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣୁଥିବା ଭାରତୀୟ ଏଆଇ ଷ୍ଟାର୍ଟ-ଅପ୍ ପ୍ରତିଷ୍ଠାତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ […]

ବିଜେପି ପ୍ରାର୍ଥୀ ରିତୁ ତାୱଡେ ହେଲେ BMC ମେୟର: ମୁମ୍ବାଇ

ମୁମ୍ବାଇ: ବୁଧବାର ରିତୁ ତାୱଡେ (୫୩) ମୁମ୍ବାଇର ୭୮ତମ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ସେ ୪୪ ବର୍ଷ ପରେ ଏହି ପଦବୀ ଅଳଙ୍କୃତ କରୁଥିବା ଦ୍ୱିତୀୟ ବିଜେପି କର୍ପୋରେଟର। ଏହା ସହିତ ଶିବ […]

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତକୁ ପିପିଲି ପୋଲିସ କଲା ଏନକାଉଣ୍ଟର

ପିପିଲି : କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତକୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ […]

ଆସନ୍ତାକାଲି ‘ଭାରତ ବନ୍ଦ’, ଦେଶବ୍ୟାପୀ ହେବ ଚକା ଜାମ୍

ଭୁବନେଶ୍ୱର:୧୨ ଫେବୃଆରୀରେ ‘ଭାରତ ବନ୍ଦ’ । ଦେଶବ୍ୟାପୀ ହେବ ଚକା ଜାମ୍! । ଆସନ୍ତାକାଲି ଭାରତ ବନ୍ଦ ପାଇଁ କୃଷକ ଓ ଶ୍ରମିକ ସଂଘର ବଡ଼ ପ୍ରସ୍ତୁତି । କେନ୍ଦ୍ରୀୟ ଶ୍ରମିକ ସଂଗଠନ ଏବଂ […]

କିରାଣିଙ୍କ ଘରେ ଭିଜଲାନ୍ସ ଚଢାଉ: କୋଟି କୋଟି ଟଙ୍କା ହଡପ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ କିରାଣୀ ସୁବ୍ରତ ବେହେରା କୋଟି କୋଟି ଟଙ୍କା ହଡପ କରିଥିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ହସ୍ପିଟାଲର କୋଟିପତି କିରାଣୀ ସୁବ୍ରତଙ୍କ ଘର […]