ଆଇସିୟୁ ବେଡ୍‌ରୁ ରୋଗୀ ଖସିପଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ

କଟକ: କିଛି ଦିନ ତଳେ ଏସସିବି ଆଇସିୟୁରୁ ଚକିତ କଲାଭଳି ଚିତ୍ର ସାମ୍ନାକୁ ଆସିଥିଲା। ଡ୍ୟୁଟିରେ ଥିବା ଡାକ୍ତର, ନର୍ସିଂ ଅଫିସର ଏବଂ ଅନ୍ୟ କର୍ମଚାରୀମାନେ କର୍ତ୍ତବ୍ୟରେ ଅବହେଳା କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ […]

୪ଜି ମୋବାଇଲ ନେଟୱର୍କ ପାଇଁ ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଦାବି

ନୂଆଦିଲ୍ଲୀ: କୋରାପୁଟ ସାଂସଦ ସପ୍ତଗିରି ଉଲାକା କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ସମସ୍ତ ଅଞ୍ଚଳରେ ଭରସାଯୋଗ୍ୟ ୪ଜି ମୋବାଇଲ ନେଟୱର୍କ ସେବା ଉପଲବ୍ଧ ପାଇଁ ଦାବି […]

ଓଡିଶା ପାଣିପାଗରେ ବୃଦ୍ଧି ପାଉଛନ୍ତି ଡଲଫିନ୍

ଭୁବନେଶ୍ୱର: ୨୦୨୫-୨୬ ଡଲଫିନ୍‌ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍‌ ରହିଛନ୍ତି । ରାଜ୍ୟରେ ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର, […]

AI ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାରଙ୍କ କଡା ନିୟମ

ନୂଆଦିଲ୍ଲୀ: ଭାରତ ସରକାର AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର […]

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୧୪୪ତମ ରାଜ୍ୟସ୍ତରୀୟ ସିଂଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA)ମାଧ୍ୟମରେ, ୨୩ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ମଞ୍ଜୁର ମିଳିଛି । ଯାହା ୪୧୧୧.୮୦ କୋଟି ନିବେଶ […]

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ବକେୟା ଚାଲାଣ ପୈଠ କରିବାକୁ ହେବ: ହାଇକୋର୍ଟ

ଭୁବନେଶ୍ୱର :ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(PUCC) ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ମଙ୍ଗଳ ବାର ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି କରି ଓଡ଼ିଶା […]

ଓମ୍ ବିର୍ଲାଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ: ଓମ୍ ବିର୍ଲାଙ୍କ ନାଁରେ ଅନାସ୍ଥା ନୋଟିସ୍ ଦେଲା କଂଗ୍ରେସ। ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ନାଁରେ ଅନାସ୍ଥା। ଲୋକସଭା ସେକ୍ରେଟାରୀ ଜେନେରାଲଙ୍କୁ ନୋଟିସ୍ ଦେଲା କଂଗ୍ରେସ। ଲୋକସଭାରେ ପକ୍ଷପାତିତା ଅଭିଯୋଗ ଆଣି ଅନାସ୍ଥା […]

ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ […]

ବଲାଙ୍ଗିର ଏସଡିଜେଏମ କୋର୍ଟରେ ହାଜର ହେଲେ ନିଶା ମହାରଣା

ବଲାଙ୍ଗୀର:ନିଶା ମହାରଣା ବଲାଙ୍ଗିର ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗିର ସଦର ଥାନା ଚନ୍ଦନଭାଟି ଗାଁରେ ଗତ ଡିସେମ୍ବର ୧୨ ତାରିଖ ରାତିରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ ଦେଇଥିଲେ। ଡିସେମ୍ବର ୧୪ରେ […]

ମନଇଚ୍ଛା ଜରିମାନା କଷୁଛି ଇଣ୍ଟରସେପ୍ଟର୍‌

ଭୁବନେଶ୍ୱର: ଗାଡି ଦାୟିତ୍ୱରେ ଥିବା ମେସିନ ପରିଚାଳକ, ଦ୍ରୁତ ଗତିରେ ଗାଡି ଚାଳନା ଓ ବିନା ସିଟ୍ ବେଲ୍ଟ ଲଗାଇ ଗାଡି ଚାଳକମାନଙ୍କ ଠାରୁ ମନଇଚ୍ଛା ଜରିମାନା କରୁଥିବା ଅଭିଯୋଗ ହୋଇଛି । ରାସ୍ତାରେ […]