ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଞ୍ଜିକା ସମୀକରଣ ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ୨୦୧୬-୨୭ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ସମସ୍ତ ତଥ୍ୟ ନିର୍ଭୁଲ ରହିବ। ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ସମସ୍ତ […]
Month: February 2026
ରାଜ୍ୟରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ ,ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ
ଭୁବନେଶ୍ୱର: ରାଜ୍ୟର ଜରୁରୀକାଳୀନ ଚିକିତ୍ସା ପାଇଁ ଆହୁରି ୨୫୦ଟି ନୂଆ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ ପରିସରରୁ ନୂଆ […]
ଗୁରୁବାର ଭାରତ ବନ୍ଦ ଡାକରା ଦେଲା ଟ୍ରେଡ଼ ୟୁନିଅନ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଫେବୃଆରୀ ୧୨ ତାରିଖ ଗୁରୁବାର ଦିନ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି।ଭାରତୀୟ ବାଣିଜ୍ୟ ସଂଘ କେନ୍ଦ୍ର (CITU), ଅଲ ଇଣ୍ଡିଆ […]
ପଦ୍ମ ଧରିଲେ ବିଜେଡି ଛାତ୍ରନେତା ସୌମ୍ୟ ପ୍ରକାଶ ବିଶ୍ୱାଳ
ଧର୍ମଶାଳା: ଧର୍ମଶାଳା ନିର୍ବାଚନ ମଣ୍ଡଳୀରୁ ଜଣକ ପରେ ଜଣେ ବିଜେଡ଼ି ଛାଡି ବିଜେପିରେ ମିଶୁଥିବା ବେଳେ ସୋମବାର ଏହି କ୍ରମରେ ଆଉ ଜଣେ ଛାତ୍ରନେତା ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି । ଧର୍ମଶାଳା ନିର୍ବାଚନମଣ୍ଡଳୀର […]
ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ମହାଶିବରାତ୍ରୀ ପାଇଁ ପ୍ରସ୍ତୁତି ବୈଠକ
ଭୁବନେଶ୍ବର: ଆସନ୍ତା ୧୫ ତାରିଖ ରବିବାର ଦିନ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ମହାଶିବରାତ୍ରୀ ପର୍ବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବର ଲୋକସେବା ଭବନ ସ୍ଥିତ ଆଇନ ବିଭାଗର ସମ୍ମିଳନୀ କକ୍ଷରେ […]
ପୁଣି ନିର୍ବାଚନ ଲଢ଼ିବା ନେଇ ସବୁଜ ସଙ୍କେତ ଦେଲେ ସୁର ରାଉତରାୟ
ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପୁଣି ନିର୍ବାଚନ ଲଢିବେ। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆମ ପାଖରେ ଶକ୍ତି, ସଂଗଠନ ଏବଂ ପଇସା ଅଛି । ଲୋକଙ୍କ ସହ […]
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନଙ୍କ ଚିଠି…
ଭୁବନେଶ୍ୱର: ମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଲେଖିଛନ୍ତି ଯେ, କୃଷି ହେଉଛି ଓଡିଶାର ଜୀବନରେଖା। ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା […]
ଓଡିଶା ବିଦ୍ୟୁତ୍ କର୍ମଚାରୀ କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇବେ
ଭୁବନେଶ୍ୱର: ଆଜି ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡିଶା ବିଦ୍ୟୁତ୍ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ ଅନିର୍ଦିଷ୍ଟ କାଳ […]
ନିଲାମ ହେବ ଜୟଲଳିତାଙ୍କ ବାସଭବନ
ତାମିଲନାଡୁ:ଜୟଲଳିତାଙ୍କ ପୋସ୍ ଗାର୍ଡେନ ବାସଭବନ ‘ବେଦ ନିଳୟମ୍’କୁ ନିଲାମ କରାଯିବ ବୋଲି ଆୟକର ବିଭାଗ ପକ୍ଷରୁ କୁହାଯାଇଛି। ‘ବେଦ ନିଳୟମ’ ଉପରେ ଆୟକର, ସମ୍ପତ୍ତି କର ଏବଂ ସୁଧ ବାବଦକୁ ମୋଟ ୧୩.୬୯ କୋଟି […]
ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍
ଭୁବନେଶ୍ବର: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା କାର ।ତଳେ ଥିବା ଗଛରେ ପିଟି ହୋଇ ଏକ […]
