ପୁରି:ଆଇନଜୀବୀମାନେ ମାଳତୀପାଟପୁର ଛକ ନିକଟରେ ସକାଳ ୯ଟାରୁ ଦିନ ୩ଟା ଯାଏ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି । ପୁରୀ କୋର୍ଟ କମ୍ଲେସ ସ୍ଥାନାନ୍ତରଣକୁ ବିରୋଧ କରି ଆଇନଜୀବୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।ଫଳରେ […]
Month: February 2026
ଭିଜିଲାନ୍ସ ଜାଲରେ ସୋର ତହସିଲଦାର
ସୋରୋ : ଲାଞ୍ଚ ନେବା ବେଳେ ଧରାପଡିଲେ ସୋରୋ ତହସିଲଦାର । ୪୦ ହଜାର ଟଙ୍କା ଲାଞ୍ଚ ସହ ଧରିଲା ଭିଜିଲାନ୍ସ । ପଥର ଟ୍ରକ ରିଲିଜ୍ ପାଇଁ ଲାଂଚ ନେବେ ଧରିଲା ଭିଜିଲାନ୍ସ […]
ଉପକାରଗାର ଜେଲର୍ ଏବଂ ଅଧିକ୍ଷଣ ସନ୍ତୋଷିନୀ ଦାଶଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ଡିଜି
ଭୁବନେଶ୍ୱର:ଉପକାରଗାର ଜେଲର୍ ଏବଂ ଅଧିକ୍ଷଣ ସନ୍ତୋଷିନୀ ଦାଶଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ବଦଳି ପରେ କାର୍ଯ୍ୟରେ ଯୋଗ ନ ଦେବାରୁ ତାଙ୍କୁ ଜେଲ୍ ଡିଜି ନିଲମ୍ବିତ କରିଛନ୍ତି । ସନ୍ତୋଷିନୀ ଦାଶ ଚୌଦ୍ୱାର […]
ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ
ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏବେ ପରିଚୟ ପତ୍ର ବାଧ୍ୟତାମୂଳକ। ନିୟମ ଉଲ୍ଲଂଘନ କଲେ ହେବ ପୋଲିସ କାର୍ଯ୍ୟାନୁଷ୍ଠାନ। ବିଶ୍ୱବିଦ୍ୟାଳୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଉତ୍କଳ […]
ଭାରତ AI ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ରାଜଧାନୀ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬’ରେ ଉଦବୋଧନ ଦେଇଛନ୍ତି। ଭାରତ AI ସମ୍ମିଳନୀକୁ ଉଦ୍ଘାଟନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]
ଥାଇଲାଣ୍ଡରେ ଫସିରହିବା ୬ ଓଡ଼ିଆ ଶ୍ରମିକ ଉଦ୍ଧାର ପାଇଁ ବୈଦଶିକ ମନ୍ତ୍ରାଳୟକୁ ଚିଠି
ଭୁବନେଶ୍ୱର: ଥାଇଲାଣ୍ଡରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି । ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ବୈଦଶିକ ମନ୍ତ୍ରାଳୟକୁ ଚିଠି ଲେଖି ଅବଗତ କରାଯାଇଛି । […]
ବାଲ୍ୟ ବିବାହ ମୁକ୍ତ ହେଲା ଦେବଗଡ଼ ଜିଲ୍ଲା
ଭୁବନେଶ୍ୱର: ପୂର୍ବରୁ ରାଜ୍ୟରେ ଗଞ୍ଜାମ ଓ ଗଜପତି ବାଲ୍ୟ ବିବାହ ମୁକ୍ତ ଘୋଷିତ ହୋଇଥିବାବେଳେ ଏବେ ଦେବଗଡ଼ ତୃତୀୟ ଜିଲ୍ଲା ଭାବେ ଏ ମାନ୍ୟତା ପାଇବାକୁ ଯାଉଛି । ୨୦୩୦ ସୁଦ୍ଧା ଓଡ଼ିଶା ହେବ […]
ପଳାଶୁଣୀରେ ହେବ ୬ ଲେନ୍ ରାସ୍ତା, ଦୂର ହେବ ସମସ୍ୟା
ଭୁବନେଶ୍ୱର: ପଳାଶୁଣୀରୁ ହଂସପାଳ ମଧ୍ୟରେ ବଢୁଥିବା ଟ୍ରାଫିକ୍ କୁ କମାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସଡକ କର୍ତ୍ତୃପକ୍ଷ । ଦୀର୍ଘ ଦିନ ଧରି ସକାଳେ ଏବଂ ସନ୍ଧ୍ୟା ସମୟରେ ଭୟାବହ ଟ୍ରାଫିକ୍ ଜାମ୍ […]
ଆସିଲା ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ; ଉନ୍ନତି ପଥରେ ଓଡିଶା
ଭୁବନେଶ୍ୱର: ଅର୍ଥନୈତିକ ସର୍ଭେ ରିପୋର୍ଟ ଅନୁଯାୟୀ ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ । ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ହୋଇଛି । ଜାତୀୟ ଅଭିବୃଦ୍ଧି […]
ବାଂଲାଦେଶ ହିଂସାରେ ହିନ୍ଦୁ ପୋଲିସକର୍ମୀଙ୍କ ମୃତ୍ୟୁ ଘଟଣାର ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ହିନ୍ଦୁ ପୋଲିସକର୍ମୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ବାଂଲାଦେଶୀ ନାଗରିକଙ୍କୁ ମହଦି ଅହମ୍ମଦ ରେଜା ହାସନ ବୋଲି ଚିହ୍ନଟ କରାଯାଇଛି। ଅଧିକାରୀଙ୍କ ଅନୁଯାୟୀ ସେ ଭାରତ ଦେଇ ଫିନଲ୍ୟାଣ୍ଡ ପଳାଇବାକୁ ଚେଷ୍ଟା କରୁଥିଲେ। ଇମିଗ୍ରେସନ […]
