୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ବଡ଼ ହ୍ରାସ ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ପ୍ରାରମ୍ଭିକ କାରବାରରେ, ଉଭୟ […]

ଏପ୍ରିଲ ୧ରୁ ମହଙ୍ଗା ହେବ FasTag ବାର୍ଷିକ ପାସ୍‌

ଆଦିଲ୍ଲୀ: ଭାରତୀୟ ରାଷ୍ଟ୍ରୀୟ ରାଜମାର୍ଗ ପ୍ରାଧିକରଣ(ଏନଏଚଏଆଇ) ଜାତୀୟ ରାଜପଥ ପାଇଁ FasTag ବାର୍ଷିକ ପାସ୍ ଆରମ୍ଭ କରିଥିଲା । ୬ ମାସ ଭିତରେ ୫୦ ଲକ୍ଷରୁ ଅଧିକ ୟୁଜର୍ସ ଆକ୍ଟିଭ କରିଛନ୍ତି । ଏହି […]

OHRCରେ ପ୍ରଶାସନିକ ଅଚଳାବସ୍ଥା: ଜଣେ ସଦସ୍ୟଙ୍କ ଭରସାରେ କମିଶନ

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି) କାର୍ଯ୍ୟାଳୟକୁ ଫୋନ୍‌ କଲେ ମିଳୁନି ଉତ୍ତର । ଅଚଳ ଅବସ୍ଥାରେ ଓଡ଼ିଶା ମାନବାଧିକାର କମିଶନ । ସମ୍ବେଦନଶୀଳ ମାମଲାର ହୋଇପାରୁନି ଶୁଣାଣି । ଦେଢ଼ ମାସ ହେଲାଣି ମାତ୍ର […]

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ରାଜ୍ୟସରକାର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍‌ଓପି’ ଜାରି […]

କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଚାରିଜଣ ଅଧିକାରୀ ନିଲମ୍ୱିତ

କଟକ : କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣା । ୪ଜଣଙ୍କୁ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର । ଘଟଣାର ୩ଦିନ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

ଶ୍ରୀମନ୍ଦିର ସାଂସ୍କୃତିକ ଏବଂ ପ୍ରକଳ୍ପ ବୈଷୟିକ ସବ୍ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ

ପୁରୀ: ବୁଧବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ସାଂସ୍କୃତିକ ଏବଂ ପ୍ରକଳ୍ପ ବୈଷୟିକ ସବ୍ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଯୋଜନା ଅନୁଯାୟୀ […]

ଭୁବନେଶ୍ୱରରେ ବିଧାୟକ ଆବାସିକ କମ୍ପ୍ଲେକ୍ସ ର ନିର୍ମାଣ ଅଗ୍ରଗତି ନେଇ ସମୀକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର:ଭୁବନେଶ୍ୱରରେ ବିଧାୟକ ଆବାସିକ କମ୍ପ୍ଲେକ୍ସ ର ନିର୍ମାଣ ଅଗ୍ରଗତି ନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା […]

ବିଜୁ-ନବୀନ ଫାଉଣ୍ଡେସନ ନେଇ ନବୀନଙ୍କ ସ୍ପଷ୍ଟୀକରଣ

ଭୁବନେଶ୍ୱର:ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ସାମାଜିକ ଗଣମାଧ୍ୟମରେ ବିଜୁ-ନବୀନ ଇନ୍ସିପରେସନାଲ୍ ଫାଉଣ୍ଡେସନକୁ ନେଇ ଉଠୁଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଛନ୍ତି । ନବୀନ କହିଛନ୍ତି ଯେ ତାଙ୍କ ପିତା ସ୍ୱର୍ଗତ ବିଜୁ ପଟ୍ଟନାୟକ […]

ଶୂନ୍ୟକାଳରେ ବିଜେଡ଼ିକୁ ଧୋଇଲେ ବିଜେପି ବିଧାୟକ ବାବୁ ସିଂ

ଭୁବନେଶ୍ୱର: ଆଜି ବିଧାନସଭାରେ SCB ଟ୍ରାଜେଡିକୁ ନେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା […]

ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଆୟୋଜିତ

ଭୁବନେଶ୍ୱର: ଜିଲ୍ଲାର କୃଷି ଓ ଅlନୁସଙ୍ଗିକ କ୍ଷେତ୍ରରେ ସର୍ବାଙ୍ଗୀନ ଉନ୍ନତି କରିବା ଦିଗରେ ପଦକ୍ଷେପ ନେବାର ଲକ୍ଷ୍ୟକୁ ନେଇ, ଢେଙ୍କାନାଳର ୨୨ ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ […]