ନୂଆଦିଲ୍ଲୀ: ନମନ ପୁରସ୍କାର ୨୦୨୬ ଘୋଷଣା କରିଛି ବିସିସିଆଇ । ଚଳିତ ଥର ଶୁଭମନ ଗିଲ୍ ଓ ସ୍ମୃତି ମନ୍ଧାନଙ୍କୁ ବ୍ୟକ୍ତିଗତ ସ୍ତରରେ ପୁରସ୍କୃତ କରାଯାଇଛି। କ୍ରିକେଟରେ ତାଙ୍କର ଚମତ୍କାର ପ୍ରଦର୍ଶନ ଯୋଗୁ ଏହି […]
Month: March 2026
ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । ୪ଟି ରାଜ୍ୟ ଏବଂ ଗୋଟିଏ […]
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ
ଭୁବନେଶ୍ୱର:ଆସନ୍ତାକାଲିର ରାଜ୍ୟସଭା ନିର୍ବାଚନ ଲାଗି ୩ ଦଳ ନିଜ ନିଜର ଏଜେଣ୍ଟଙ୍କ ନାଁ ଘୋଷଣା କରିଛନ୍ତି। ଆଗାମୀ ରାଜ୍ୟସଭା ନିର୍ବାଚନରେ ଶାସକ ଦଳ ବିଜେପି ପାଇଁ ନିର୍ବାଚନ ଏଜେଣ୍ଟ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହ […]
ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକରେ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ
ଭୁବନେଶ୍ୱର:ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ପାଇଁ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିଛି। ବୋର୍ଡ କହିଛି ଯେ ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆର ପରିସ୍ଥିତି ଖରାପ ହେବାରେ ଲାଗିଛି। ଏପରି ପରିସ୍ଥିତିରେ ପରୀକ୍ଷା ପରିଚାଳନା […]
LPG ପାଇଁ ସରକାରଙ୍କ ସଂଶୋଧିତ ନିର୍ଦ୍ଦେଶ: ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ
ନୂଆଦିଲ୍ଲୀ: ସରକାରଙ୍କ ସଂଶୋଧିତ ନିର୍ଦ୍ଦେଶ ଅନୁଯାୟୀ, ସରକାରୀ ତୈଳ କମ୍ପାନୀଗୁଡ଼ିକୁ ସ୍ପଷ୍ଟ କରାଯାଇଛି ଯେ, ଯେଉଁମାନଙ୍କ ଘରେ ପୂର୍ବରୁ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ (PNG) ସୁବିଧା ଉପଲବ୍ଧ ଅଛି ସେମାନଙ୍କୁ ନୂଆ LPG […]
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ :୫୦, ୯୬୨ଟି ମାମଲାର ହେଲା ଫଇସଲା
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଆଇନସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ୱ ଅଦାଲତ ପରିସରରେ ଯଥା ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଟାଙ୍ଗି, ବେଗୁନିଆ ଓ […]
ବର୍ଷିଲେ କଟକ ବାରବାଟୀ ବିଧାୟିକା ସୋଫିଆ
ଭୁବନେଶ୍ୱର: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ […]
କେନ୍ଦ୍ରାପଡ଼ାରେ ଯୋଗାଣ ବିଭାଗର ରେଡ୍
କେନ୍ଦ୍ରାପଡା: ଗ୍ୟାସ ସିଲିଣ୍ଡର ସଂକଟକୁ ନେଇ ଅନେକ ଗ୍ରାହକ ଆଗୁଆ ଗ୍ୟାସ ବୁକିଂ କରୁଥିବା ବେଳେ ବିଭିନ୍ନ ଡିଲରଙ୍କ ଆଗରେ ଭିଡ଼ ମଧ୍ୟ ଲଗାଉଛନ୍ତି । ଏସବୁ ମଧ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରେଡ୍ […]
ସିଇସି ଜ୍ଞାନେଶ କୁମାରଙ୍କୁ ବହିଷ୍କାର ପାଇଁ ୧୯୩ ବିରୋଧୀ ସଦସ୍ୟଙ୍କ ସ୍ଵାକ୍ଷର
ନୂଆଦିଲ୍ଲୀ: ବିରୋଧୀ ଏମ୍ପିମାନେ ସିଇସି ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ପାଇଁ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ ନୋଟିସରେ ଲୋକ ସଭାର ୧୩୦ ଏବଂ ରାଜ୍ୟ ସଭାର ୬୩ […]
ଭୁବନେଶ୍ୱରରେ କର୍ପୋରେଟ୍ ସ୍ତରୀୟ ତ୍ରିପାକ୍ଷିକ ସୁରକ୍ଷା ସମିତି ବୈଠକ ଆୟୋଜିତ
ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ ପକ୍ଷରୁ ଭୁବନେଶ୍ୱରରେ କର୍ପୋରେଟ୍ ସ୍ତରୀୟ ତ୍ରିପାକ୍ଷିକ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଗମର ବିଭିନ୍ନ ଖଣି କାର୍ଯ୍ୟକଳାପରେ ସୁରକ୍ଷା ଓ ସ୍ୱାସ୍ଥ୍ୟ ସମ୍ପର୍କିତ ସମୀକ୍ଷା […]
