ହୋର୍ମୁଜରେ ଫସିଛି ୩୮ ଭାରତୀୟ ଜାହାଜ

ନୂଆଦିଲ୍ଲୀ:ଯୁଦ୍ଧ ବନ୍ଦ କରିବା ଲାଗି ଆମେରିକା ଓ ଇସ୍ରାଏଲ ଉପରେ ଅନ୍ୟ ଦେଶମାନେ ଚାପ ପକାଇବା ଉଦ୍ଦେଶ୍ୟରେ ଇରାନ ଷ୍ଟ୍ରେଟ୍ ଅଫ୍ ହୋର୍ମୁଜକୁ ଗତ ଫେବ୍ରୁଆରୀ ୨୮ ତାରିଖରୁ ବନ୍ଦ କରିଦେଇଛି । ଫଳରେ […]

ବିଜେଡି ଛାଡ଼ିଲେ ପୂର୍ବତନ ବାଲେଶ୍ଵର ସାଂସଦ ରବୀନ୍ଦ୍ର ଜେନା

ଭୁବନେଶ୍ୱର: ବାଲେଶ୍ୱରର ପୂର୍ବତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ପତ୍ରରେ […]

ଓଡ଼ିଶାରେ ରନ୍ଧନ ଗ୍ୟାସ ସଙ୍କଟ ନାହିଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ରନ୍ଧନ ଗ୍ୟାସର କୌଣସି ଅଭାବ ନାହିଁ । ଜନସାଧାରଣଙ୍କୁ ଏଥି ନେଇ ବିଶେଷ ଚିନ୍ତିତ ନ ହେବାକୁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି। ବିଶେଷ କରି ପଶ୍ଚିମ […]

ରାଜଧାନୀରେ ଗ୍ୟାସ ସିଲିଣ୍ଡର ପାଇଁ ଲମ୍ବା ଲାଇନ୍

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଏଲପିଜି ସିଲିଣ୍ଡର ପାଇଁ ରାତିରୁ ଲମ୍ବା ଲାଇନ୍‌ ଲାଗିଛି । ଗ୍ୟାସ ଖାତା ଜମା ରଖି ଗ୍ରାହକ ବସିଛନ୍ତି। ହିତାଧିକାରୀଙ୍କ ଅଭିଯୋଗ ଅନୁସାରେ, ୨୦-୨୫ ଦିନ ତଳୁ ଗ୍ୟାସ ବୁକ କରି […]

କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ହୋଇଥିବା ଆଘାତ କିମ୍ବା ମୃତ୍ୟୁ ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ:ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ହୋଇଥିବା ଆଘାତ କିମ୍ବା ମୃତ୍ୟୁ ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ବିକ୍ରମ ନାଥ ଏବଂ ବିଚାରପତି ସନ୍ଦୀପ […]

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍

ଭୁବନେଶ୍ୱର: ଓଡିଶା ରେଳ ସଂଯୋଗୀକରଣ ନେଇ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ରାଜ୍ୟର ୯ଟି ଷ୍ଟେସନ ଦେଇ ଗଡିବ ନୂତନ ଅମୃତ ଭାରତ ଟ୍ରେନ୍। ଏ ନେଇ କେନ୍ଦ୍ର ରେଳ ମନ୍ତ୍ରୀ […]

ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ ର ପ୍ରସ୍ତୁତି: କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୧୫ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାରେ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ ଆୟୋଜନ କରାଯିବ। ଏନେଇ କ୍ରୀଡ଼ାମନ୍ତ୍ରୀ […]

ଆରମ୍ଭ ହେଲା ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ବୋର୍ଡ ପରୀକ୍ଷା: ଜାତୀୟ ଶିକ୍ଷା ନୀତି ଅନୁସାରେ ରହିଛି ପାସଫେଲ ବ୍ୟବସ୍ଥା

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ଅନୁସାରେ ଏଥର ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ରହିଛି ପାସଫେଲ ବ୍ୟବସ୍ଥା । ପ୍ରଥମ ଥର ପାଇଁ ଏଥର ଅଷ୍ଟମ ଶ୍ରେଣୀରେ ଛାତ୍ରଛାତ୍ରୀ ଦେଇଛନ୍ତି ବୋର୍ଡ ପରୀକ୍ଷା । […]

ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ତଦନ୍ତ ଗୁଡିକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶ […]

ମୋବାଇଲ ଯୁଗରେ ଭୁବନେଶ୍ୱରରୁ କଟକକୁ ବାର୍ତ୍ତା ନେଇ ଉଡ଼ିଲେ ୧୮ ପାରା

ଭୁବନେଶ୍ୱର: ଓଡ଼ିଶା ପୋଲିସ ହଜିଯାଇଥିବା ପୁରୁଣା ପରମ୍ପରାକୁ ପୁଣି ଥରେ ଉଜ୍ଜିବୀତ କରିଛି। ୭୦ ବର୍ଷର ପରମ୍ପରାକୁ ବଜାୟ ରଖିଛି ପୋଲିସ ବିଭାଗ । ଭୁବନେଶ୍ୱରରୁ କଟକକୁ ଖବର ନେଇକି ଯାଇଛନ୍ତି ରାଜ୍ୟ ପୋଲିସର […]