ଭୁବନେଶ୍ୱର: ନବୀନ ନିବାସରେ କଟକର ବିଜେଡି କର୍ପୋରେଟରଙ୍କ ମେଳି। ୧୦ରୁ ଅଧିକ କର୍ପୋରେଟରଙ୍କୁ ନବୀନ ନିବାସରେ ଦେଖିବାକୁ ମିଳିଛି। ବରିଷ୍ଠ ବିଜେଡ଼ି ନେତା ପ୍ରତାପ ଜେନାଙ୍କ ନେତୃତ୍ବରେ କଟକ ଚୌଦ୍ୱାରରୁ ଆସିଛନ୍ତି ବିଜେଡ଼ି ନେତା କର୍ମୀ […]
Month: March 2026
ବିଜୁ ବାବୁଙ୍କ ପ୍ରତି ବିବାଦୀୟ ବୟାନ; ନବୀନ କହିଲେ ନିଶିକାନ୍ତଙ୍କୁ ମାନସିକ ଚିକିତ୍ସା ଆବଶ୍ୟକ
ଭୁବନେଶ୍ୱର: ଓଡ଼ିଶାର ଗର୍ବ ଓ ଗୌରବ ବିଜୁ ପଟ୍ଟନାୟକଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିଲେ ନିଶିକାନ୍ତ ଦୁବେ, ଯେଉଁଥି ପାଇଁ ରାଜନୀତି ସରଗରମ ରହିଛି । ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଲେ ନବୀନ […]
ଆଜି ସଂଧ୍ୟାରେ ସବୁ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଦେଶକୁ ଚିନ୍ତାରେ ପକାଇଛି । ଯାହାକୁ ମୁକାବିଲା କରିବା ପାଇଁ ରାଜ୍ୟଗୁଡିକୁ ସତର୍କ କରିଆସୁଛି କେନ୍ଦ୍ର । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା […]
ଦିବଙ୍ଗତ ଡ଼ଃ ନାରାୟଣ ସାହୁଙ୍କ ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ
ଭୁବନେଶ୍ୱର: ଏବେବି ବିଧାନସଭା ଗୃହରେ କୁହୁଳୁଛି କଟକ ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ ଘଟଣା । ଆଜି ପୁଣି ଥରେ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଯୋଗୁଁ ପ୍ରଶ୍ନକାଳ ଧୋଇ ଯାଇଛି । ଗୃହ ଆରମ୍ଭରୁ ପୂର୍ବତନ ଦିବଙ୍ଗତ […]
ଆଜି ପ୍ରଭୁ ଶ୍ରୀ ଶ୍ରୀ ଲିଙ୍ଗରାଜଙ୍କ ବାହୁଡା଼ ଯାତ୍ରା
ଭୁବନେଶ୍ୱର:ଆଜି ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁ ରାମେଶ୍ବର ଲୀଳା ଶେଷ କରି ସ୍ୱର୍ଣ୍ଣାଚଳ ପ୍ରତ୍ୟାବର୍ତ୍ତନ କରିବେ । ରୁକୁଣା ରଥ ଅଣଲେଉଟା ହୋଇଥିବାରୁ ରଥର ମୋଡ଼ ନ କରାଯାଇ ସିଂହାସନ, ସାରଥୀ ଓ ଅଶ୍ଵ […]
ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର
ଭୁବନେଶ୍ୱର:ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଇଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର।ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସସ୍ମିତ ପାତ୍ର ନିଜ ଇସ୍ତଫା […]
ବିଚାରଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପୁରୀ:ରବିବାର ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କର ଝୁଲନ୍ତା ମୃତ ଦେହ ଶୌଚାଳୟରୁ ଉଦ୍ଧାର ହୋଇଛି । ସେ ଏକ ଦୁଷ୍କର୍ମ ମାମଲାରେ ଜେଲରେ ଥିଲେ । ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ […]
‘ମନ କି ବାତ୍’ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ନୂଆଦିଲ୍ଲୀ: ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ ଜରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରି ବିଶ୍ୱର ସାମ୍ପ୍ରତିକ ସ୍ଥିତି ଓ ଯୁଦ୍ଧ ସଙ୍କଟ ଉପରେ ଏକ ବଡ଼ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ଭିଜିଲାନ୍ସ ଜାଲରେ RI
କଟକ:ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ଭିଜିଲାନ୍ସ ପକ୍ଷରୁ ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି ।ସୂଚନା ଅନୁଯାୟୀ, ଟାଙ୍ଗୀ-ଚୌଦ୍ୱାରା ରାଜସ୍ୱ […]
ଟିଟିଲାଗଡ଼ ବିଧାୟକଙ୍କ ଗିରଫ ଦାବି କଲା ବିଜେଡ଼ି
ବଲାଙ୍ଗୀର: ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକ ବନ୍ଧୁକରୁ ବ୍ଲାଙ୍କ ଫାୟାର ଘଟଣା ନେଇ ଟିଟିଲାଗଡ଼ ବିଜେଡ଼ି ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଛି। ଶାନ୍ତିପୂର୍ଣ୍ଣ ସହରରେ ବିଧାୟକ ହଜାର ହଜାର ଲୋକଙ୍କ ଶୋଭାଯାତ୍ରରେ […]
