କୋର୍ଟ ସାମ୍ନାରେ ଯୁବକଙ୍କୁ ହତ୍ୟା

ଭଞ୍ଜନଗର: ସର୍ବସାଧାରଣଙ୍କ ଗହଳ ଚହଳ ଲାଗି ରହିଥିବା ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ସାମ୍ନାରେ ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଫାର୍ସାରେ ହାଣି ହତ୍ୟା କରାଯାଇଛି […]

ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ଭଳି ଏଥର ଜିତିବି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ନାମାଙ୍କନ ଦାଖଲ କରିଛନ୍ତି । ଏହା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ […]

CISFର ୫୭ତମ ସ୍ଥାପନା ଦିବସ ପାଳନ

ନୂଆଦିଲ୍ଲୀ: ବିଗତ ୫୭ ବର୍ଷ ମଧ୍ୟରେ ସିଆଇଏସଏଫ୍‌ ବାହିନୀ ନିଜର କ୍ଷମତା ଓ ସାମର୍ଥ୍ୟରେ ବହୁଗୁଣା ବୃଦ୍ଧି କରିବା ସହ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥାପନଗୁଡ଼ିକୁ ସୁରକ୍ଷା ପ୍ରଦାନ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ […]

OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ନିହାର ମହାନ୍ତି ଓ ୮ ଅଭିଯୁକ୍ତଙ୍କ ସର୍ତ୍ତମୂଳକ ଜାମିନ ମଂଜୁର

କଟକ: ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ତେବେ […]

ପ୍ରାର୍ଥୀପତ୍ର ଦାଖଲ କଲେ ମନମୋହନ ସାମଲ ଓ ସୁଜିତ କୁମାର

ଭୁବନେଶ୍ୱର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର ବିଧାନସଭାରେ ଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ କୁ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଭୁବନେଶ୍ୱର:ଦିଲ୍ଲୀ ଏମ୍‌ସ କୁ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହୃଦରୋଗ ସମସ୍ୟା ପାଇଁ ସେ […]

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ।ସାରା ରାଜ୍ୟରେ ତାଙ୍କର ଜୟନ୍ତୀ ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିବା […]

ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପର ସେ ମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୧୬୯ ରନ […]

ହୋଲିରେ ଅଘଟଣ ରାଜ୍ୟ ର ଭିନ୍ନ ଭିନ୍ନ ସ୍ଥାନରୁ ୪ ମୃତ

ଭୁବନେଶ୍ୱର: ସାରା ରାଜ୍ୟରେ ଧୂମଧାମରେ ହୋଲି ପାଳନ ହୋଇଥିବା ବେଳେ ରାଜ୍ୟରେ ପୃଥକ ପୃଥକ ଅଘଟଣରେ ଯାଜପୁରରେ ୩ ଓ କଟକରେ ଜଣଙ୍କ ମୃତ୍ୟୁ ହୋଇଛି । ଖବର ଅନୁଯାୟୀ କଟକ ର ମୃତ […]

ଇରାନର ନୂଆ ଲିଡରକୁ ଇସ୍ରାଏଲର ଖୋଲା ଧମକ

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ବୁଧବାର ଚେତାବନୀ ଜାରି କରିଛନ୍ତି । ସେ କହିଛନ୍ତି ଇରାନରେ ନିଯୁକ୍ତ ଯେ କୌଣସି ନୂଆ ନେତା ଯଦି ଆମ ଦେଶକୁ ଧ୍ୱଂସ କରିବାର ଯୋଜନା […]