ସ୍ୱାଧୀନ ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ : ସମର୍ଥନ କରିବ ବିଜେପି

ଭୁବନେଶ୍ୱର: ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ଦିଲ୍ଲୀପ ରାୟ। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ତେବେ ଦିଲୀପଙ୍କୁ ସମର୍ଥନ କରିବା ନେଇ ଭାଜପା ଘୋଷଣା କରିଛି। ଭାଜପା […]

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇଛି । ସେ ଆଇସିୟୁରେ ଡାକ୍ତରଙ୍କ ପ୍ରତ୍ୟକ୍ଷ […]

ବିଜେପି ପାର୍ଥି ନାମ ଘୋଷଣା; ମନମୋହନ ଏବଂ ସୁଜିତ

ଭୁବନେଶ୍ୱର: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ବିଜେପି ରାଜ୍ୟସଭା ନିର୍ବାଚନ ପାଇଁ ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ସାଂସଦ ସୁଜିତ କୁମାରଙ୍କ ନାମରେ […]

ବିଜେଡି-କଂଗ୍ରେସ ସବୁବେଳେ ଭିତିରିଆ ସଲାସୁତୁରା; ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ବିଜେଡି ଓ କଂଗ୍ରେସ ମିଶିବା ପ୍ରସଙ୍ଗରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଦେଲେ ବଡ଼ ବୟାନ । ସେ କହିଲେ, ସେମାନେ ସବୁବେଳେ ଭିତିରିଆ ସଲାସୁତୁରାରେ ଥିଲେ । ଲୁଚିଛି ନା ଗୋଡ଼ ଦୁଇଟା […]

ମଧ୍ୟପ୍ରାଚ୍ୟରେ ଫସିଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ଜାରି

ଭୁବନେଶ୍ୱର :ମଧ୍ୟ ପ୍ରାଚ୍ୟରେ ଯୁଦ୍ଧାକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, […]

ଜିନ୍ଦଲ ଏବଂ ବିଏମସିର ମିଳିତ ଉଦ୍ୟମରେ ମୋବାଇଲ୍ ସାନିଟେସନ୍ ୟୁନିଟ୍ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ସହିତ, ଜିନ୍ଦଲ ଫାଉଣ୍ଡେସନ ମିଳିତ ଭାବରେ ସହର ସାରା ସାର୍ବଜନୀନ କାର୍ଯ୍ୟକ୍ରମ, ଉତ୍ସବ ଏବଂ ବଡ଼ ସମାବେଶ ସମୟରେ ସୁବିଧାଜନକ ଏବଂ ସ୍ୱଚ୍ଛ ଶୌଚାଳୟ ସୁବିଧା ଯୋଗାଇବା […]

ରାଜ୍ୟସଭା ନିର୍ବାଚନ ପାଇଁ ୩ ଜଣ ପ୍ରାର୍ଥୀ ଦେବ ବିଜେପି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ । ଏହି ବୈଠକରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକବର୍ଦ୍ଧନ ସିଂହଦେଓଙ୍କ […]

ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଜନଶୁଣାଣି

ଭୁବନେଶ୍ୱର: ମହିଳାଙ୍କ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲଂଘନ ଏବଂ ମହିଳା କଲ୍ୟାଣ ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ […]

ନିର୍ଦ୍ଧାରିତ ହେଲା ରତ୍ନଭଣ୍ଡାର ଗଣତିମଣତି ତାରିଖ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିର୍ଦ୍ଧାରିତ ହୋଇଛି ଗଣତିମଣତି ତାରିଖ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ ଆସନ୍ତା ମାର୍ଚ୍ଚ ୨୫ […]

ଆତ୍ମସମର୍ପଣ କଲେ ନିଲମ୍ବିତ ଥାନା ଅଧିକାରୀ ରାଜେଶ ବଳିଆର ସିଂ

ଭୁବନେଶ୍ୱର: ଅସ୍ତରଙ୍ଗ ଥାନାର ନିଲମ୍ବିତ ଥାନା ଅଧିକାରୀ ରାଜେଶ ବଳିଆର ସିଂ କୋରାପୁଟ ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କଲେ । ଚୋରା ଗଞ୍ଜେଇ କାରବାରରେ ସାମିଲ ଥିବା ଅଭିଯୁକ୍ତଙ୍କ ସହ ଲିଙ୍କ୍ ଘଟଣାରେ ଜେରା […]