ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ […]
Month: March 2026
ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ
ନୂଆଦିଲ୍ଲୀ:ଆଜି ସକାଳ ୭ଟା ୪୯ ମିନିଟ୍ ସମୟରେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତାଙ୍କୁ ଏକ ମେଲ୍ ଆସିଥିଲା । ୭ଟା ୨୮ ମିନିଟରେ ମଧ୍ୟ ବିଧାନସଭାକୁ ଧମକପୂର୍ଣ୍ଣ ମେଲ୍ ଆସିଥିଲା । ଏହି ଧମକପୂର୍ଣ୍ଣ ମେଲରେ […]
ଭୁବନେଶ୍ୱର ବିମାନ ବନ୍ଦରରୁ ୬ କୋଟିର ଗଞ୍ଜେଇ ଜବତ
ଭୁବନେଶ୍ଵର : ବ୍ୟାଙ୍କକ୍ରୁ ଭୁବନେଶ୍ୱର ଚାଲାଣ ବେଳେ ଭୁବନେଶ୍ବର ବିମାନବନ୍ଦରରୁ ଦୁଇ ଅଭିଯୁକ୍ତଙ୍କ ନିକଟରୁ ୬ କୋଟିର ମାରିଜୁଆନା ଜବତ ହୋଇଥିବା ସୂଚନା ମିଳିଛି। ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ ଏୟାରପୋର୍ଟରୁ ଜବତ କରିବା ସହ […]
ଶ୍ରୀମନ୍ଦିର ମାଟି ତଳେ ଗଙ୍ଗ ବଂଶର ଗାରିମା
ପୁରୀ :ଶ୍ରୀକ୍ଷେତ୍ରର ମାଟି ତଳେ ଭର୍ତ୍ତି ହୋଇ ରହିଛି ଗଙ୍ଗବଂଶର କୀର୍ତ୍ତିରାଜି । ଜିପିଆର ସର୍ଭେ ରିପୋର୍ଟରେ ଏହି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ଶ୍ରୀମନ୍ଦିରଠାରୁ ସମୁଦ୍ର ପର୍ଯ୍ୟନ୍ତ ରହିଛି ସୁଡ଼ଙ୍ଗ । ୨୧.୬ବର୍ଗମିଟର […]
ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ
ଭୁବନେଶ୍ୱର: ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ଶ୍ରମିକମାନଙ୍କ ନିମନ୍ତେ ନୂଆ ଗାଇଡ୍ଲାଇନ୍ ଜାରି ହୋଇଛି । ଏପ୍ରିଲ ୧ରୁ ଜୁନ୍ ୧୫ ମଧ୍ୟରେ ଦିନ ୧୧ରୁ ଅପରାହ୍ନ ୩ଟା […]
ପୁଣି ଶସ୍ତା ହେଲା ସୁନା ଓ ରୁପା ଦର
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ସୁନା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ […]
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ । ମାଓନେତା ଶ୍ରୁକ୍ରୁ ନେତୃତ୍ବରେ ଓଡ଼ିଶାରେ ୧୫ ମାଓବାଦୀ ସକ୍ରିୟ ଅଛନ୍ତି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ […]
ଜୟଦେବ ଜେନାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଙ୍କୁ ଗିରଫ କଲା ପୁଲିସ
ଭୁବନେଶ୍ୱର :ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ନେଇ ନନ୍ଦିପଦା ପୁଲିସ୍ ଦୁଇ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଅଭିଯୁକ୍ତମାନେ ହେଲେ ଯାଜପୁର ରୋଡ୍ ନୂଆ ଗାଁ ହରମୋହନ ବାରିକ […]
ଓଡ଼ିଆ ପୁଅଙ୍କ ସଫଳତା: ବିଦେଶରେ ପ୍ରମୋଦ ଭଗତଙ୍କ ‘ଡବଲ ଗୋଲ୍ଡ’ ବିଜୟ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ବିଦେଶ ମାଟିରେ ପୁଣିଥରେ ଭାରତୀୟ ତ୍ରିରଙ୍ଗା ଉଡ଼ାଇଛନ୍ତି ଓଡ଼ିଶାର ଗର୍ବ ତଥା ପାରାଲିମ୍ପିକ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତ। ସ୍ପେନର ଭିଟୋରିଆଠାରେ ଅନୁଷ୍ଠିତ ‘ସ୍ପାନିଶ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ-୨୦୨୬’ରେ ଚମତ୍କାର ପ୍ରଦର୍ଶନ କରି […]
ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ:ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର:ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ଅଛି। ଲୋକଙ୍କୁ ବିଚଳିତ ନହେବାକୁ ପରାମର୍ଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ଗ୍ୟାସ ସଙ୍କଟକୁ ନେଇ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ତା’ପୂର୍ବରୁ ଖାଦ୍ୟ ଯୋଗାଣ […]
