ତହସିଲଦାରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ୭ ଜଣଙ୍କୁ ଗିରଫ କଲା ପୋଲିସ

  ଯାଜପୁର: ବ୍ୟାସନଗର ତହସିଲଦାରଙ୍କ ହତ୍ୟା ଉଦ୍ୟମ ଘଟଣା ମାମଲାରେ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ଯାଜପୁର ପୋଲିସ। ଟ୍ରାକ୍ଟର ମାଲିକ, ଡ୍ରାଇଭର ସମେତ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କ ନିକଟରୁ ୫ଟି […]

ନିଖୋଜ ଯୁବକଙ୍କୁ ହତ୍ୟା

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମାଳତେନ୍ତୁଳିଆ ଗ୍ରାମର ନିଖୋଜ ଯୁବକ ରାଜଦୀପଙ୍କ ମୃତଦେହ କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ଘାଟିରୁ ଉଦ୍ଧାର କରାଯାଇଛି। ରାଜଦୀପଙ୍କୁ ଅପହରଣ କରାଯିବା […]

ଭୁବନେଶ୍ୱରରେ ଦେଶର ପ୍ରଥମ ଥ୍ରୀଡି ଚିପ୍‌ ପ୍ୟାକେଜିଂ ୟୁନିଟ୍; ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଇନ୍‌ଫୋଭ୍ୟାଲିଠାରେ ଦେଶର ପ୍ରଥମ ଅତ୍ୟାଧୁନିକ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟ୍‌ର ଶିଳାନ୍ୟାସ ରବିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ର ଉଦ୍ଦେଶ୍ୟରେ ସମ୍ବୋଧନ କରି ମହିଳା ସଂରକ୍ଷଣ ବିଲ୍ ଉପରେ ଚର୍ଚ୍ଚା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, “ଆଜି ମୁଁ ମୋର ଭଉଣୀ ଏବଂ ଝିଅମାନଙ୍କ ସହ […]

ଫେମିନା ମିସ୍ ଇଣ୍ଡିଆ ହେଲେ ଗୋଆର ସାଧ୍‌ବୀ ସତୀଶ ସୈଲ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଚାଲିଥିବା ୬୧ ତମ ଫେମିନା ମିସ୍ ଇଣ୍ଡିଆ 2026 ପ୍ରତିଯୋଗିତାର ବିଜୟ ମୁକୁଟ ପିନ୍ଧିଛନ୍ତି ଗୋଆର ସାଧ୍‌ବୀ ସତୀଶ ସୈଲ । ଗତକାଲି(ଶନିବାର) କିଟ୍‌ ବିଶ୍ବବିଦ୍ୟାଳୟରେ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ […]

ବଦଳିଲା ରାଜ୍ୟ ଯୋଜନା ବୋର୍ଡର ନାମ ସହିତ ରୂପରେଖ

ଭୁବନେଶ୍ୱର:ରାଜ୍ୟ ଯୋଜନା ବୋର୍ଡ ନାମ ପରିବର୍ତ୍ତନ ହୋଇ ହେଲା ‘ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍‌ ଫର୍‌ ଟ୍ରାନ୍ସଫର୍ମେଟିଭ୍‌ ଇନିସିଏଟିଭି’ (SITI-Odisha) । କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ଢାଞ୍ଚାରେ ଏହାର ଗଠନ ହୋଇଛି । ରାଜ୍ୟ ଯୋଜନା […]

ଦ୍ବିତୀୟ ଦିନରେ ଭରତପୁର ଶ୍ୟାମପୁର ମୌଜାରେ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର: ରାଜଧାନୀର ଭରତପୁର-ଶ୍ୟାମପୁର ମୌଜାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ପକ୍ଷରୁ ଏକ ବଡ଼ ଧରଣର ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ପ୍ରାୟ ୬୮ ଏକର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରିବା […]

ତାତିରେ ଜଳୁଛି ଓଡ଼ିଶା:୨୨ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର:ପଶ୍ଚିମ ଓଡିଶାରେ ଅସମ୍ଭାଳ ହେଲାଣି ତାତି । ୪୩ ପାର କଲାଣି ପାରଦ । ତାତି ୪୫ ଡିଗ୍ରି ସେଲସିୟସ ଛୁଇଁବ । ୨୨ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ବିଭିନ୍ନ […]

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୨ ପ୍ରତିଶତ ବଢ଼ିଲା ଡିଏ

ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୨ ପ୍ରତିଶତ ବଢ଼ିଲା ଡିଏ । ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା । କେନ୍ଦ୍ର ବ୍ୟାବିନେଟ୍ ମହଙ୍ଗା ଭତ୍ତା ବୃଦ୍ଧି […]