ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଜବାବ ରଖିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି […]

୫୦୦ରୁ ୫୦୦ ନମ୍ୱର ରଖି CBSE ଟପର ହେଲେ ଓଡ଼ିଶା ଛାତ୍ରୀ

ଭୁବନେଶ୍ୱର: ପ୍ରକାଶ ପାଇଛି CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ। ଏହି ପରୀକ୍ଷାରେ ଓଡ଼ିଶାର ଛାତ୍ରୀ ଟିନା ରଥ ଅସାଧାରଣ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି। ଭୁବନେଶ୍ୱରସ୍ଥିତ ମଦର୍ସ ପବ୍ଲିକ୍ […]

୪୮ ଘଣ୍ଟା ମଧ୍ୟରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ ଡିଲିମିଟେସନ (ସୀମା ନିର୍ଦ୍ଧାରଣ) ପ୍ରସଙ୍ଗକୁ ନେଇ ସରଗରମ ହୋଇଛି ରାଜନୀତି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପାଇଁ ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି […]

ଓଏସଏସଏସସି ପାଇଁ ୭୨ଟି ନୂତନ ପଦବୀ ମଞ୍ଜୁର କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (OSSSC)ର କାର୍ଯ୍ୟଧାରାକୁ ଅଧିକ ତ୍ୱରାନ୍ୱିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆୟୋଗ ପାଇଁ ୭୨ଟି ନୂତନ ପଦବୀ […]

ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷାଫଳ; ଡିଜିଲକର ଓ ଉମଙ୍ଗ ଆପ୍‌ରେ ଜାଣିପାରିବେ ରେଜଲ୍ଟ

ଭୁବନେଶ୍ୱର: CBSE ଦଶମ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । CBSE ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହୋଇଥିବା ବେଳେ ଛାତ୍ରଛାତ୍ରୀ ନିଜର ଫଳାଫଳ ଚେକ୍‌ କରି ପାରିବେ। cbse.gov.in ଏବଂ results.cbse.nic.inରେ ରେଜଲ୍ଟ ଉପଲବ୍ଧ। […]

ନକଲି ନୋଟ୍ ଚାଲାଣ ବେଳେ ଧରାପଡ଼ିଲେ ଦୁଇ ଜଣ ଅଭିଯୁକ୍ତ

ସୁବର୍ଣ୍ଣପୁର: ପୁଳା ପୁଳା ନକଲି ନୋଟ୍ ଥିବା କଳା ସ୍କର୍ପିଓକୁ ଧରିଲା ପୋଲିସ । ସୁବର୍ଣ୍ଣପୁରରେ ଏଭଳି ନକଲି ନୋଟ୍ କାରବାରର ପର୍ଦ୍ଦାଫାଶ କରିଛି ପୋଲିସ । କଳା ସ୍କର୍ପିଓ, ଦୁଇଟି ମୋବାଇଲ ସହ […]

ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର: ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଉଦ୍‌ଘାଟନ କରି କହିଛନ୍ତି ଯେ […]

ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଜଗା ଦର୍ଶନ ଆରମ୍ଭ ହେବ। ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ସୁଗମ […]

ଓଡ଼ିଶା ଜନତା କଂଗ୍ରେସ ଲୋକାର୍ପିତ

ଭୁବନେଶ୍ୱର: ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ଦଳର ମୂଳଦୁଆ ସ୍ଥାପନ […]

ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ; ବିଜେନ୍ଦ୍ର ଓ ବିଜୟ ହେଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଘଟିଛି। ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସମ୍ରାଟ ଚୌଧୁରୀ ବିହାରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ବିହାରରେ ବିଜେପିର ପ୍ରଥମ […]