୧୧ କେଭି ତାର ଲାଗି ଚାଲିଗଲା ୩ ଦଣ୍ଡୁଆଙ୍କ ଜୀବନ, ୨ ଗୁରୁତର

ଢେଙ୍କାନାଳ: ଦଣ୍ଡଯାତ୍ରା ପାଇଁ ଟେଣ୍ଟ ପ୍ରସ୍ତୁତି କରୁଥିବା ବେଳେ ବିଦ୍ୟୁତ ଆଘାତରେ ୩ ଜଣ ଦଣ୍ଡୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ […]

ରତ୍ନଭଣ୍ଡାରର ଗଣତି ୧୯୭୮ ବର୍ଷର ତାଲିକା ସହ କୌଣସି ଅମଳେକ ନାହିଁ :ଆଇନ ମନ୍ତ୍ରୀ

ପୁରୀ: ୧୯୭୮ ମସିହା ସହିତ ରତ୍ନଅଳଙ୍କାର ଅମେଳକ ହେବା ନେଇ କୌଣସି ଆନୁଷ୍ଠାନିକ ସୂଚନା ଆସିନାହିଁ । ରତ୍ନଭଣ୍ଡାରରୁ କୌଣସି ଜିନିଷ ମିଳିନାହିଁ । ତେଣୁ ଯାହା ପ୍ରଚାର ହେଉଛି ତାହା ସମ୍ପୂର୍ଣ୍ଣ ମିଥ୍ୟା […]

ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଖଣ୍ଡୋଲାଇଟ ପଥର ନିର୍ମିତ ଘରକୁ ନେଇ ବିବାଦ

ଭୁବନେଶ୍ୱର:ବିଜେଡିର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ୱରର ଖଣ୍ଡୋଲାଇଟ ପଥର ନିର୍ମିତ ଘରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ଏନେଇ ମୁହଁ ଖୋଲିଛନ୍ତି ତାଙ୍କ ଦାଦା ତଥା ଯାଜପୁର ପୌରପାଳିକା ପୂର୍ବତନ ଅଧ୍ୟକ୍ଷ […]

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ବର୍ଷ ଏପ୍ରିଲ ୧୬ରୁ ୧୮ ତାରିଖ ଦେଶର ୨୫ବର୍ଷର ଅମୃତକାଳର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅମୃତ […]

ଦଳ ଛାଡିଲେ ବିଜେଡି ବିଧାୟକ ରମେଶ ପଟୁଆ

ଭୁବନେଶ୍ୱର: ଆଜି ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ରମେଶ ପଟୁଆ ବିଧିବଦ୍ଧ ଭାବରେ ବିଜେପି ଦଳରେ ଯୋଗଦାନ କରିଛନ୍ତି l ରବିବାର ସମ୍ବଲପୁର ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧାୟକ […]

ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ପରଲୋକରେ ବଲିଉଡର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆସନ୍ତାକାଲି ଅପରାହ୍ନ […]

ହର୍ମୁଜରେ ଫସିଥିବା ଓଡ଼ିଆ ମେରାଇନ ଅଫିସର ଅଶୋକ ଦୀକ୍ଷିତ ଓଡିଶା ଫେରିଲେ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଅଶୋକ ଦୀକ୍ଷିତ। ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତିରେ ହର୍ମୁଜରେ ୩୬ ଦିନ ଧରି ଫସିଥିଲେ ଓଡ଼ିଆ ପୁଅ ଅଶୋକ ଦୀକ୍ଷିତ। ଭାରତୀୟ ନୌସେନାର କଡା ସୁରକ୍ଷା ବଳୟ ମଧ୍ୟରେ ସେ ଭାରତକୁ […]

ଅଦିନିଆ ରଥଯାତ୍ରା ରୋକିବା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା

ପୁରୀ: ବିଶ୍ବର ବିଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ରୋକିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆସନ୍ତା ଡିସେମ୍ବର ସୁଦ୍ଧା ଇସ୍କନ ପକ୍ଷରୁ ବିଶ୍ବର ବିଭିନ୍ନ ସ୍ଥାନରେ ୮୦ଟି […]

ଘରୋଇ କ୍ଲିନିକ୍‌ରେ ଚିକିତ୍ସା କରିପାରିବେନି ସରକାରୀ ଡାକ୍ତର

ବିହାର: ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ଉନ୍ନତ କରିବା ପାଇଁ ଏକ ନୂତନ ପଦକ୍ଷେପ ନେଇଛନ୍ତି ବିହାର ସରକାର । ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତରମାନେ ଆଉ ଘରୋଇ ହସ୍ପିଟାଲରେ […]

ଇସଲାମାବାଦରେ ଯୁଦ୍ଧବିରତି ନେଇ ଆଲୋଚନା କଲେ ଇରାନ ଓ ଆମେରିକା

ଇସଲାମାବାଦ: ଶନିବାର ବିଳମ୍ବିତ ରାତିରେ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଏବଂ ଉତ୍ତେଜନା ହ୍ରାସ ପାଇଁ ପ୍ରଥମ ପର୍ଯ୍ୟାୟ ଆଲୋଚନା ହୋଇଛି। ଇରାନ ସରକାର ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ ପାକିସ୍ତାନ […]