ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ

ଭୁବନେଶ୍ୱର: ଗ୍ରାମଞ୍ଚଳରେ ପାନୀୟ ଜଳ ପରିଚାଳନା ଏବଂ ରକ୍ଷଣ ବେକ୍ଷଣ ନୀତି ୨୦୨୬ କାର୍ଯ୍ୟକାରୀ କରିବାରେ ରହିବ ବଡ଼ ଭୂମିକା। ନିଗମ ଗଠନ ନେଇ ଖୁଵ ଶୀଘ୍ର ଦୁଇଟି ରାଜ୍ୟକୁ ଯିବ ଓଡିଶା ଟିମ […]

ଏଲପିଜି କଳାବଜାରୀ ରୋକିବା ପାଇଁ ୨୧୩୬ଟି ସ୍ଥାନରେ ଚଢାଉ

ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଥିବାବେଳେ କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । […]

ଅଫିସ୍‌ରେ କାମ କରୁଥିବାବେଳେ ହୃଦଘାତରେ ଡିଏଫଓଙ୍କ ମୃତ୍ୟୁ

ଭଦ୍ରକ: ଅଫିସ୍‌ରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ପ୍ରାଣ ହରାଇଲେ ଡିଏଫଓ ସୌଭାଗ୍ୟ ରଞ୍ଜନ ସାହୁ। ସେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ମିଳିଥିବା ସୂଚନା […]

ସଂସଦ ଭବନ ପରିସରରେ ରାହୁଲଙ୍କୁ ଭେଟିଲେ ପିଏମ ମୋଦୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ଆଜି ଯେତେବେଳେ ପିଏମ ମୋଦୀ ସମାଜ ସୁଧାରକ ମହାତ୍ମା […]

ରାଜଧାନୀରେ ଆତଙ୍କୀ ଲିଙ୍କ୍ ଘଟଣାରେ ଯୁବକ ଗିରଫ

ଭୁବନେଶ୍ୱର: ଶୁକ୍ରବାର ରାଜଧାନୀ ୟୁନିଟ୍-୬ ଅଞ୍ଚଳରୁ ସଂଖ୍ୟାଲଘୁ ସମ୍ପ୍ରଦାୟର ଏକ ଆତଙ୍କୀ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ଗିରଫ କରିବା ପରେ ପୁଣି ଓଡ଼ିଶା ଆତଙ୍କବାଦୀଙ୍କର ଏକ ନିରାପଦ ଆଶ୍ରୟସ୍ଥଳ ବୋଲି ଚର୍ଚ୍ଚା ଜୋର୍ […]

ପଶ୍ଚିମବଙ୍ଗ ନିର୍ବାଚନ 2026 ପାଇଁ ବିଜେପି ପ୍ରକାଶ କଲା ‘ସଂକଳ୍ପ ପତ୍ର’ ଶୀର୍ଷକ ଇସ୍ତାହାର

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଶୁକ୍ରବାର ଦିନ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ଅନୁପ୍ରବେଶ ବନ୍ଦ କରିବା, ସମାନ ନାଗରିକ ସଂହିତା ଲାଗୁ କରିବା ଏବଂ ଦଳ ନିର୍ବାଚନ ଲଢ଼ି […]

ଆତ୍ମସମର୍ପଣ କଲେ ଟପ୍ କମାଣ୍ଡର ସୋଡିଙ୍କ ସହିତ ୪୨ମାଓବାଦୀ

ମାଲକାନଗିରି: ଶୁକ୍ରବାର ଦିନ ପିପୁଲ୍ସ ଲିବରେସନ ଗରିଲା ଆର୍ମି (PLGA) ବାଟାଲିୟନର ଅନ୍ତିମ କମାଣ୍ଡର ସୋଡି ମଲ୍ଲା ଓରଫ କେଶଲଙ୍କ ସମେତ ୪୨ ଜଣ ସିପିଆଇ (Maoist) କ୍ୟାଡର ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ […]

ସଫଳ ହେଲା ନାସା ର ଆର୍ଟେମିସ୍-II ମିଶନ

ନୂଆଦିଲ୍ଲୀ : ନାସାର ଆର୍ଟେମିସ-II ମିଶନ ସଫଳତାର ସହ ପୃଥିବୀ ପୃଷ୍ଠରେ ଅବତରଣ କରିଛି । ଏହି ମିଶନରେ ଯାଇଥିବା ୪ ଜଣ ମହାକାଶଚାରୀ ଚନ୍ଦ୍ର ପରିକ୍ରମା କରି ସଫଳତାର ସହ ପୃଥିବୀକୁ ଫେରିଛନ୍ତି […]

ଓଡ଼ିଶା ମହିଳା ଏବଂ ପୁରୁଷ ପୋଲିସ ଦଳକୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ହାଇଦ୍ରାବାଦଠାରେ ଅନୁଷ୍ଠିତ ୭୪ତମ ବି.ଏନ୍. ମଲ୍ଲିକ ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬ରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ଫୁଟବଲ ଦଳ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ […]

୫୦୦୦ ମିଶନ ଶକ୍ତି ମହିଳାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣର ଶୁଭାରମ୍ଭ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନ ଠାରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ର […]