ଭୁବନେଶ୍ୱର: ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ […]
Month: April 2026
ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ
ଭୁବନେଶ୍ବର: ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର। ସେମାନଙ୍କ ପାଇଁ ଲାଗୁ ହେବନି ୫ କେଜି ସିଲିଣ୍ଡର କଟକଣା । ସେମାନେ ପରିଚୟପତ୍ର ଦେଖାଇଲେ ମିଳିବ ୫ କେଜି […]
ଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସେବାୟତ ହାତାହାତି; ମହାପ୍ରଭୁଙ୍କ ନୀତି ବନ୍ଦ
ଭୁବନେଶ୍ୱର: ଆରାଧ୍ୟ ଦେବ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ପୁଣି ନୀତି ବନ୍ଦ। ବଡୁ ନିଯୋଗ ଓ ସୁଆର ନିଯୋଗ ମଧ୍ୟରେ ବିବାଦ ଲାଗି ମହାପ୍ରଭୁଙ୍କର ନୀତି ପୁଣି ବନ୍ଦ ହୋଇଛି । ସକାଳ […]
ଶପଥ ନେଲେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ
ଭୁବନେଶ୍ୱର: ଓଡ଼ିଆରେ ଶପଥ ନେଲେ ୩ ରାଜ୍ୟସଭା ସାଂସଦ ମନମୋହନ ସାମଲ, ଦିଲ୍ଲୀପ ରାୟ ଓ ସଂତୃପ୍ତ ମିଶ୍ର । ଆଉ ଜଣେ ସାଂସଦ ଅର୍ଥାତ୍ ସୁଜିତ କୁମାର ଶପଥ ନେଇନାହାଁନ୍ତି । ରାଜ୍ୟସଭା […]
୪୭ତମ ପ୍ରତିଷ୍ଠା ଦିବସରେ ବିଜେପିର ଶକ୍ତି ପ୍ରଦର୍ଶନ; “ଆଗ ଦେଶ, ପରେ ପାର୍ଟି”
ଭୁବନେଶ୍ୱର: ଆଜି ବିଜେପି ଦଳର ୪୭ତମ ପ୍ରତିଷ୍ଠା ଦିବସ ଉତ୍ସାହ ଓ ଆନନ୍ଦର ସହ ବିଜେପି କାର୍ଯ୍ୟାଳୟରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ବିଜୟ ପାଲ ସିଂ ତୋମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳୀୟ […]
ପରିବେଶ ନିୟମ ଉଲ୍ଲଂଘନ କରିବାରୁ ଶ୍ୟାମ୍ ମେଟାଲିକ୍ସ କାରଖାନାରେ ପଡିଲା ତାଲା
ସମ୍ବଲପୁର: ପ୍ରଶାସନ ଦ୍ୱାରା ସମ୍ବଲପୁର ଜିଲ୍ଲା ରେଙ୍ଗାଲି ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ କାରଖାନାକୁ ସିଲ୍ କରାଯାଇଛି । ପିସିସିବି ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମା ଅନୁସାରେ ଏହି ଶିଳ୍ପ ୟୁନିଟକୁ ସିଲ୍ କରାଯାଇଥିବା […]
ବେଙ୍ଗଲ ଲାଗି ନିଜର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କଲା ବିଜେପି
ନୂଆଦିଲ୍ଲୀ: ରବିବାର ୱେଷ୍ଟ ବେଙ୍ଗଲ ପାଇଁ ନିଜର ଷ୍ଟାର ପ୍ରଚାରକଙ୍କ ଏକ ଦୀର୍ଘ ତାଲିକା ଜାରି କରିଛି ବିଜେପି । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି, ଯୋଗୀ ଆଦିତ୍ୟନାଥ, ଶିବରାଜ ସିଂହ ଚୌହାନଙ୍କ ସମେତ […]
ପୁଅର ବିବାହ ପାଇଁ ଲଗ୍ନ ପତ୍ର ଦେବାକୁ ଯାଉଥିବା ବେଳେ ବଜ୍ରପାତରେ ବାପାଙ୍କ ମୃତ୍ୟୁ
ସମ୍ବଲପୁର: କାଳବୈଶାଖୀର ପ୍ରଭାବରେ ଯୁଯୁମୁରା ବାଣିଝରଣ ଠାରେ ଘଟିଛି ଏକ ଅଘଟଣ । ସୂଚନା ଅନୁସାରେ ବୌଦ୍ଧ ବଘିଆପଡ଼ାର ବିପ୍ଳବଙ୍କ ପୁଅ ସୁଜିତ ର ବାହାଘର ଯୁଯୁମୁରା ଗହୀରପାଲିରେ ସ୍ଥିର ହୋଇଥିଲା । ଆସନ୍ତା […]
ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରକୋପ: ଅନେକ ଜିଲ୍ଲା ପାଇଁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ହେଉଛି କାଳବୈଶାଖୀ। ଆଜି ଠାରୁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ […]
ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ ମିଳିଲା ଅନୁମୋଦନ: ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ଓ ପ୍ରଯୁକ୍ତି ବିଦ୍ୟାଭିତ୍ତିକ ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟରେ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]
