ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ଭୁବନେଶ୍ୱର: ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କେରଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୮ ଜଣ ଯାତ୍ରୀ ଗୁରୁତର […]

ଏଣିକି ମହଙ୍ଗା ହେବ ଆପାର୍ଟମେଣ୍ଟ କିଣା

ଭୁବନେଶ୍ୱର: ଏପର୍ଯ୍ୟନ୍ତ ଆପାର୍ଟମେଣ୍ଟ ମୂଲ୍ୟ ଅନୁଯାୟୀ ୩%, ୪% ଓ ୫% ଭାବେ ତିନୋଟି ସ୍ଲାବ୍‌ରେ ଷ୍ଟାମ୍ପ ଡ୍ୟୁଟି ଲାଗୁ ହେଉଥିଲା। କିନ୍ତୁ ଏବେ ସେହି ବ୍ୟବସ୍ଥାକୁ ହଟାଇ ସମସ୍ତଙ୍କ ପାଇଁ ସିଧାସଳଖ ୫% […]

ପଶ୍ଚିମବଙ୍ଗରେ ବିଜେପି ବିଶାଳ ବିଜୟ ହାସଲ କରିବ: ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ନିର୍ବାଚନକୁ ନେଇ ବଡ଼ ଦାବି କରିଛନ୍ତି । ମୋଦୀ କହିଛନ୍ତି, ଏଭଳି ଭୋଟିଂ ଦେଖିବା ପରେ ମୋତେ ଲାଗୁଛି ବିଜେପି ବିଶାଳ ବିଜୟ ହାସଲ କରିବ । […]

୭ଟି ବିଭାଗର ୪୬୨୩ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ଚାକିରୀ କେବଳ ଏକ ଜୀବିକା ନୁହେଁ । ରାଜ୍ୟର ଜନସାଧାରଣଙ୍କ ସେବା କରିବା ପାଇଁ ଏକ ଅନନ୍ୟ ସୁଯୋଗ । କାର୍ଯ୍ୟ ସମ୍ପାଦନରେ ବୈଚାରିକ ମତ ପ୍ରତିବନ୍ଧକ ନ ହେଉ । […]

ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗରେ ୮୯.୯୩ % ଓ ତାମିଲନାଡୁରେ ୮୨.୨୪% ମତଦାନ

ନୂଆଦିଲ୍ଲୀ: ପଶ୍ଚିମ ବଙ୍ଗର ୧୬ଟି ଜିଲ୍ଲାର ୧୫୨ଟି ଆସନରେ ଆଜି ଭୋଟଗ୍ରହଣ ଜୋରଦାର ଭାବରେ ଚାଲିଥିବା ବେଳେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରାୟ ୯୦ ପ୍ରତିଶତ ଭୋଟ ପଡ଼ିଥିବା ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି […]

ରତ୍ନାକର ସାହୁ ହେଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ

ଭୁବନେଶ୍ୱର: ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି ଯେ । ଏମକେସିଜି ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ବଦଳି ହୋଇଥିବା ରତ୍ନାକର ସାହୁଙ୍କୁ ସ୍ୱାସ୍ଥ୍ୟ ଓ […]

ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଓ ରାଜସ୍ଥାନ ରୟାଲ୍ସ ମ୍ୟାଚରେ ହାତାହାତି ହେଲେ ଦର୍ଶକ

ନୂଆଦିଲ୍ଲୀ: ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ ଚାଲିଥିବା ସମୟରେ ଦର୍ଶକ ପରସ୍ପରକୁ ମାଡ ମାରିବାର ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଏହି ମ୍ୟାଚ […]

ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପ୍ଲଟ୍‌ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ସୁଧିରଙ୍କ ନିଜ ପୁତୁରା ଓ ଝିଆରୀ ରହିଛନ୍ତି । ଅଭିଯୁକ୍ତମାନେ […]

କଂଗ୍ରେସ ନେତା ଅମୀୟ ପାଣ୍ଡବ ରାଜନୀତି ଛାଡ଼ିଲେ

ଭୁବନେଶ୍ୱର: କଂଗ୍ରେସ ରିସୋର୍ସ ସେଲର ରାଜ୍ୟ ସଂଯୋଜକ ଅମୀୟ ପାଣ୍ଡବ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ପିସିସି ସଭାପତି […]

ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲା ରଦ୍ଦ ପାଇଁ ଆବେଦନ କଲେ ପ୍ରଭାତ ବିଶ୍ୱାଳଙ୍କ

ଭୁବନେଶ୍ୱର: ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାକୁ ରଦ୍ଦ କରିବା ଲାଗି,ସାନି ଆବେଦନ କରିଛନ୍ତି । ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ସିବିଆଇ କୋର୍ଟରେ ମାମଲାର ଶୁଣାଣି ଏକ […]