ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍ ଶୀଘ୍ର ଓଡ଼ିଶା ଷ୍ଟେଟ୍ ରୋଡ୍ ଟ୍ରାନ୍ସପୋର୍ଟ କର୍ପୋରେସନ୍ (OSRTC)ର ସମସ୍ତ ବସ୍କୁ ଇଲେକ୍ଟ୍ରିକ୍ […]
Month: May 2026
NEET UG-2026 ପେପର୍ ଲିକ୍ ମାମଲାରେ ୫ ଜଣଙ୍କୁ ଗିରଫ କଲା ସିବିଆଇ
ନୂଆଦିଲ୍ଲୀ: NEET UG-2026 ପରୀକ୍ଷାର ପେପର ଲିକ୍ ମାମଲାରେ ବୁଧବାର CBI ତିନୋଟି ଭିନ୍ନ ଭିନ୍ନ ସ୍ଥାନରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ, CBI ଦେଶର ବିଭିନ୍ନ ସ୍ଥାନରେ ଚଢାଉ […]
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ପଶ୍ଚିମବଙ୍ଗ: ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନନ୍ଦିଗ୍ରାମ ଆସନକୁ ଛାଡ଼ିବେ ବୋଲି ସୂଚନା ଦେଇଛନ୍ତି। ଶୁଭେନ୍ଦୁ ନିକଟରେ ଶେଷ ହୋଇଥିବା ବେଙ୍ଗଲ ବିଧାନସଭା ନିର୍ବାଚନରେ […]
ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା
ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା […]
ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ
ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସାମଗ୍ରିକ ପାସ୍ ହାର ଗତ ବର୍ଷର ୮୮.୩୯ ପ୍ରତିଶତ ତୁଳନାରେ ୮୫.୨୦ ପ୍ରତିଶତକୁ […]
ମୁଲାୟମ ସିଂହଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ପରଲୋକ
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସ୍ୱର୍ଗତ ମୁଲାୟମ ସିଂହ ଯାଦବଙ୍କ ପରିବାରରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ମୁଲାୟମଙ୍କ ସାନ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସାନ ଭାଇ ପ୍ରତୀକ […]
ମେଦାନ୍ତ ହସ୍ପିଟାଲରେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ଅସୁବିଧା ଦେଖାଦେବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆଙ୍କ ସହ […]
ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ
ଭୁବନେଶ୍ଵର: କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ଅନେକ ଦିନ ହେଲା ସେ […]
୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଚଳିତମାସ ୧୮ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ। ସେ ଜଟଣୀଠାରେ ଦଳୀୟ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବା […]
ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ
ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା […]
