ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅନୁମୋଦନ କ୍ରମେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ୩ ମଇ, ୨୦୨୬ ରେ ଅନୁଷ୍ଠିତ NEET (UG) ୨୦୨୬ ପରୀକ୍ଷାକୁ ବାତିଲ କରିଛି। ଏହା ବ୍ୟତୀତ ଭାରତ ସରକାର […]
Month: May 2026
ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀରେ ଶ୍ରଦ୍ଧା ସୁମନ ଅର୍ପଣକଲେ ବାଚସ୍ପତି
ଭୁବନେଶ୍ୱର : ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସନ୍ଥକବିଙ୍କ ସ୍ମୃତିଚାରଣ କରିଥିଲେ। ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଥିଲେ ଯେ, ସନ୍ଥକବି […]
ଚେନ୍ନାଇ ଏୟାରପୋର୍ଟରେ ଅଘଟଣ; ବିମାନରେ ଲାଗିଲା ନିଆଁ
ଚେନ୍ନାଇ: ଆଜି ଚେନ୍ନାଇ ବିମାନ ବନ୍ଦରରେ ଉଡାଣ ଭରିବାକୁ ଯାଉଥିବା ଏକ ବିମାନରେ ନିଆଁ ଲାଗିଥିଲା । ବିମାନର ବାମ ୱିଙ୍ଗରେ ନିଆଁ ଲାଗିଯାଇଥିଲା । ବିମାନ ରନୱେରୁ ଉଡାଣ ଭରିବାକୁ ଯାଉଥିବା ସମୟରେ […]
ପୋଲିସ ଏନକାଉଣ୍ଟରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ
ଝାରସୁଗୁଡ଼ା: ପୋଲିସ ଏନକାଉଣ୍ଟରରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର। ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର […]
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା
ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱଶର୍ମା। ଗୌହାଟୀର ଖାନାପଡ଼ା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ […]
୧ ଜୁଲାଇ ରୁ ଦେଶରେ ଲାଗୁ ହେବ ‘ଭିବି-ଜି ରାମ ଜି’ ଆଇନ
ନୂଆଦିଲ୍ଲୀ: ଭାରତର ଗ୍ରାମୀଣ ଅର୍ଥନୀତି ଓ ବିକାଶ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର ସରକାର ମେ’ ୧୧ ତାରିଖରେ “ବିକଶିତ ଭାରତ (ଗ୍ରାମୀଣ) – ରୋଜଗାର ଏବଂ ଆଜିବୀକା ମିଶନ […]
ଘରୋଇ ଗ୍ୟାସରେ ବଡ଼ ନିୟମ, ବନ୍ଦ ହୋଇଯିବ ସବସିଡି
ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ୍ ଯୁଦ୍ଧ ମଧ୍ୟରେ ଭାରତରେ ଦେଖା ଦେଇଥିବା ଇନ୍ଧନ ଗ୍ୟାସ ସଙ୍କଟର ମୁକାବିଲା ପାଇଁ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛନ୍ତି । ସରକାର ସମସ୍ତ ତୈଳ କମ୍ପାନୀ ଯଥା ଇଣ୍ଡିଆନ […]
ବରଗଡ଼ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ:୧୫ରୁ ବାଲେଶ୍ବର, କଟକ, ପୁରୀ ଓ ସମ୍ବଲପୁରରେ ଧାନକିଣା
ଭୁବନେଶ୍ୱର: ରାଜ୍ୟରେ ରବି ଋତୁରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି । ସୋମବାର ବରଗଡ଼ ଜିଲ୍ଲାରେ ଧାନକିଣା ଆରମ୍ଭ ହୋଇଛି । ବରଗଡ଼ରେ ସରକାରୀ ସ୍ତରରେ ଧାନ ବିକ୍ରୟ ପାଇଁ ପ୍ରାୟ ଏକ ଲକ୍ଷ […]
ଶୁଭେନ୍ଦୁଙ୍କ ସହଯୋଗୀଙ୍କ ହତ୍ୟା ମାମଲା: ବିହାରରୁ ୩ ସାର୍ପସୁଟର ଗିରଫ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହାୟକ (PA) ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ସଂପୃକ୍ତ ୩ ଜଣ ସାର୍ପସୁଟରଙ୍କୁ […]
ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ଚୀନ୍ ଗସ୍ତ: ବେଜିଂରେ ସି ଜିନପିଙ୍ଗଙ୍କ ସହ ବୈଠକ
ନୂଆଦିଲ୍ଲୀ: ବିଶ୍ୱ ରାଜନୀତିରେ ଏକ ବଡ଼ ଧରଣର କୂଟନୈତିକ ହଲଚଲ ଦେଖିବାକୁ ମିଳିଛି। ଇରାନ ସହିତ ଜାରି ରହିଥିବା ଯୁଦ୍ଧ ଏବଂ ଆନ୍ତର୍ଜାତୀୟ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସରେ […]
