ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ

କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। […]

ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା […]

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ପଦରୁ ଅବସରପ୍ରାପ୍ତ IAS ଅଧିକାରୀ ପ୍ରଦୀପ କୁମାର ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଏହି ପଦ ଛାଡ଼ିଥିବା ଜଣାପଡ଼ିଛି। ରାଜ୍ୟ […]

ହରମନପ୍ରୀତ କୌରଙ୍କୁ ମିଳିଲା ପଦ୍ମଶ୍ରୀ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟକୁ ଏକ ନୂଆ ପରିଚୟ ଓ ସଫଳତାର ଶିଖରକୁ ନେଇଥିବା ଅଧିନାୟିକା ହରମନପ୍ରୀତ କୌର ସୋମବାର ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ […]

ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ

ନୂଆଦିଲ୍ଲୀ:ଆସନ୍ତା ଜୁନ୍ ୩ରୁ ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ Disaster Risk Reduction Working Groupର ବୈଠକ ହେବ। ଜୁନ୍ ୩ରୁ ୫ ତାରିଖ ଯାଏଁ […]

ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ […]

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଶ୍ରୀମୟୀ ମିଶ୍ରଙ୍କ କଟାକ୍ଷ

ଭୁବନେଶ୍ୱର:ପୁଣି ଜଣେ ପୁରୁଖା ନେତା ଦଳ ଛାଡ଼ିବା ପରେ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର । ନାଁ ନ ଧରି ଶ୍ରୀମୟୀ କହିଛନ୍ତି, ଯେପର୍ଯ୍ୟନ୍ତ ଭଣ୍ଡ ରହିବ, ସେପର୍ଯ୍ୟନ୍ତ ୱିକେଟ୍ ପଡ଼ିଚାଲିବ । ଶ୍ରୀମୟୀ […]

ଦଳ ପାଇଁ କିଛି କ୍ଷତି ହେବନି: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ବିଜେଡିରୁ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ଦେବାଶିଷ ଦଳ ଛାଡ଼ିବା ଦ୍ୱାରା ବିଜେଡିର କୌଣସି କ୍ଷତି ହେବନାହିଁ, ବରଂ ଦଳ ଆହୁରି ମଜଭୁତ […]

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ […]

ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର

ବ୍ରହ୍ମପୁର:ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍‌ ରାସ୍ତାରେ ଅପରାଧୀ ଗୋଷ୍ଠୀ ଖଣ୍ଡାରେ ଚୋଟ ଉପରେ ଚୋଟ ପକାଇ ହାଣିବାର ଦୃଶ୍ୟ ସୋସିଲ ମିଡିଆରେ ଭାଇରାଲ […]