ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର କଡା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’ […]

ନିଟ୍‌-ୟୁଜି ପୁନଃ ପରୀକ୍ଷା ପାଇଁ କଡ଼ା କଟକଣା: ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ କେନ୍ଦ୍ର ସରକାରଙ୍କ ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲାଗିଛି । NEET UG […]

‘ବିଏଡ୍‌ ସାର୍ଟିଫିକେଟ୍‌’ କରାଇଦେବି କହି ଲୁଟିନେଲେ ଲକ୍ଷାଧିକ ଟଙ୍କା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ସହ ବଡ଼ଧରଣର ଠକେଇ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଆନ୍ଧ୍ରପ୍ରଦେଶରେ ବିଏଡ୍‌ କରାଇଦେବା ନାଁରେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ୨୦ରୁ ଅଧିକ ଆଶାୟୀଙ୍କଠାରୁ ପ୍ରାୟ ୩୦ […]

ଆମେରିକା ସେନାର ଶକ୍ତିଶାଳୀ ବିମାନ ବି-୫୨ କ୍ରାସ୍‌: ୮ ମୃତ

ୱାସିଂଟନ: ଆମେରିକା ବାୟୁସେନାର B-52 ଦୁର୍ଘଟଣାରେ ଆଠ ଜଣ ପ୍ରାଣ ହରାଇଛନ୍ତି। ବାୟୁସେନା ଘାଟିର ସୂଚନା ଅନୁଯାୟୀ ସୋମବାର ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୨୦ରେ ବିମାନଟି ଏକ ନିୟମିତ ମିଶନରେ ଥିବା […]

ଦିଘା ଜଗନ୍ନାଥ ମନ୍ଦିରରୁ ଧାମ ଶବ୍ଦ ହଟେଇବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୁରୀ ଟାଉନ ହଲ ଠାରେ ଗତ କାଲି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ‘ଶ୍ରୀ ଜଗନ୍ନାଥ ଭକ୍ତ ସେବା ସଂସ୍ଥାନ’ […]

ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ ଯୋଗାଣରେ ବାଧା ଉତ୍ପନ ନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍‌ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି । ଉପଯୁକ୍ତ […]

‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ […]

ଜୁନ୍୧୮ ତାରିଖରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁନ୍ ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଗୁଡ଼ିକ ପୁଣିଥରେ ଖୋଲିବ। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ଆଜି ସୂଚନା ପ୍ରଦାନ କରିଛନ୍ତି। ଦୀର୍ଘ ଦିନର […]

ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣା:ଅଭିଯୁକ୍ତ ଗିରଫ

ମହାକାଳପଡ଼ା:ସରପଞ୍ଚ ସୁଶ୍ରୀ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ପାର୍ଥସାରଥୀ ସାମନ୍ତରାୟଙ୍କୁ ଗିରଫ କଲା ମହାକାଳପଡ଼ା ପୋଲିସ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଏହି ଗିରଫ କରାଯାଇଥିବା ସୂଚନା ମିଳିଛି […]

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ୪ମୃତ

ମଧ୍ୟପ୍ରଦେଶ:ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିଯିବାର ଗୁଜବ ଶୁଣି ଯାତ୍ରୀମାନେ ଚଳନ୍ତା ଟ୍ରେନରୁ ଡେଇଁ ପଡ଼ିଥିଲେ ଏହି ସମୟରେ ଅନ୍ୟ ଏକ ଟ୍ରାକରେ ପାତାଳକୋଟ ଏକ୍ସପ୍ରେସ ପାର୍ଶ୍ଵବର୍ତ୍ତୀ ଟ୍ରାକରେ ଆସୁଥିବା ବେଳେ ଅନେକ ଯାତ୍ରୀଙ୍କୁ […]