ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ

ନୂଆଦିଲ୍ଲୀ: ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଭାରତୀୟ ଶିକ୍ଷା ବ୍ୟବସ୍ଥାର ଆନ୍ତର୍ଜାତୀୟକରଣ ଦିଗରେ ଏକ ଐତିହାସିକ ସଫଳତା ମିଳିଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ୱର ତିନୋଟି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ […]

ଶୁଭେନ୍ଦୁ ଅଧିକାରୀଙ୍କ ଘୋଷଣା :ଦୀଘା ଜଗନ୍ନାଥ ଧାମରୁ ହଟିବ ‘ଧାମ’ ଶବ୍ଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପରେ ଦୀଘା ଜଗନ୍ନାଥ ଧାମ ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ଏଣିକି ଏହାର ନାମ […]

ନିବେଶକ ହରାଇଲେ ୫ ଲକ୍ଷ କୋଟି ଟଙ୍କା ! ସେୟାର ବଜାରରେ ହାହାକାର

ନୂଆଦିଲ୍ଲୀ: ଏସୀୟ ବଜାରଗୁଡ଼ିକରେ ବଡ଼ ଧରଣର ପତନ ଦେଖିବାକୁ ମିଳିଛି । ସପ୍ତାହର ପ୍ରଥମ କାରବାର ଦିବସରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ(ବିଏସଇ) ସେନସେକ୍ସରେ ୭୧୯.୦୮ ପଏଣ୍ଟ ହ୍ରାସ ଘଟିଛି । ଫଳରେ ଏହା ୭୩,୫୨୪.୨୬ […]

ରଥଯାତ୍ରା ପାଇଁ ପୁରୀ ପ୍ରଶାସନର ‘ଡୁଆଲ୍ ମ୍ୟାନେଜମେଣ୍ଟ ପ୍ଲାନ୍’ ପ୍ରସ୍ତୁତି

ପୁରୀ: ଚଳିତ ବର୍ଷ ରଥଯାତ୍ରା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ପ୍ରଥମ ଥର ପାଇଁ ‘ସେଫ୍ ଓ ଇନସିଡେଣ୍ଟ ଫ୍ରି’ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ଏକ ସ୍ୱତନ୍ତ୍ର ‘ଡୁଆଲ ମ୍ୟାନେଜମେଣ୍ଟ […]

H-1B ଭିସା ଉପରେ ଲଗାଯାଇଥିବା ୧ ଲକ୍ଷ ଡଲାରର ଫି’କୁ ରଦ୍ଦ କଲେ ଫେଡେରାଲ କୋର୍ଟ

ନୂଆଦିଲ୍ଲୀ: H-1B ଭିସା ଆବେଦନ ଉପରେ ଟ୍ରମ୍ପ ପ୍ରଶାସନ ଲଗାଇଥିବା ୧,୦୦,୦୦୦ ଆମେରିକୀୟ ଡଲାର (ପ୍ରାୟ ୧ ଲକ୍ଷ ଡଲାର) ର ବର୍ଦ୍ଧିତ ଫି’କୁ ଆମେରିକା ନ୍ୟାୟାଳୟ ବେଆଇନ୍ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଏହି […]

କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାନପୁରରେ କୂଅ ସଫା କରିବାକୁ ଯାଇଥିବା ୩ ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ପ୍ରଥମେ କୂଅ […]

ଅନିୟମିତତା ଅଭିଯୋଗରେ ଜଳ ସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ‘ଜିରୋ ଟଲେରାନ୍ସ’ ନୀତି ଅନୁଯାୟୀ ଜଳ ସମ୍ପଦ ବିଭାଗର ୩ ଜଣ ଯନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆର୍ଥିକ ଅନିୟମିତତା ଏବଂ ସରକାରୀ ପ୍ରକଳ୍ପ କାର୍ଯ୍ୟରେ ଅବହେଳା ଅଭିଯୋଗରେ […]

ରାଜଧାନୀରୁ ବାହାରକୁ ଯୁବତୀ ଚାଲାଣ ରାକେଟର ପର୍ଦ୍ଦାଫାଶ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଚାଲାଣ ବେଳେ ୪ ଜଣ ଯୁବତୀଙ୍କୁ କମିଶନରେଟ୍ ପୋଲିସ ଉଦ୍ଧାର କରିଛି । ସେମାନଙ୍କ ଭିତରେ ଜଣେ ନାବାଳିକା ଥିବା ଜଣାଯାଇଛି । ଷ୍ଟେ ହୋମ୍ ରେ […]

ପ୍ରକାଶ ପାଇଲା OJEE -୨୦୨୬ ଫଳାଫଳ

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ […]

କ୍ୟାବିନେଟ୍ ବୈଠକରେ ପାଞ୍ଚ ବିଭାଗର ୧୦ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟର ବିକାଶ ପ୍ରକ୍ରିୟାକୁ ଆଗକୁ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି […]