ଭୁବନେଶ୍ୱର: ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ […]
Month: June 2026
ଆୟର୍ଲାଣ୍ଡଠାରୁ ଟିମ୍ ଇଣ୍ଡିଆ ସିରିଜ୍ ହାରିବା ପରେ:ସୂର୍ଯ୍ୟବଂଶୀଙ୍କୁ ନ ଖେଳାଇବାକୁ ନେଇ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ: ଆୟର୍ଲାଣ୍ଡଠାରୁ ସିରିଜ୍ ହାରିବା ପରେ ଏବେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟର୍ଲାଣ୍ଡ ବିପକ୍ଷ ଶୃଙ୍ଖଳାରେ ଖେଳାଯାଇନଥିବାରୁ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି କିମ୍ବଦନ୍ତି ବ୍ୟାଟର […]
ଚାଷୀଙ୍କୁ ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରି
ଭୁବନେଶ୍ୱର: ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର। ରାଜ୍ୟର ଚାଷୀମାନଙ୍କୁ ସଠିକ୍ ସମୟରେ ସାର ଉପଲବ୍ଧ କରାଇବା ଏବଂ ସେମାନଙ୍କୁ କଳାବଜାରୀରୁ ରକ୍ଷା କରିବା ପାଇଁ ଏହା […]
ଅଯୋଧ୍ୟା ଦାନ ଅର୍ଥ ହେରଫେର ମାମଲାରେ ଅଭିଯୁକ୍ତଙ୍କୁ ଅଯୋଧ୍ୟା ଓକିଲଙ୍କ ଚେତାବନୀ
ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଦାନ ଅର୍ଥ ଦୁର୍ନୀତିକୁ ନେଇ ସ୍ଥାନୀୟ ଅଯୋଧ୍ୟା ବାର୍ ଆସୋସିଏସନ୍ (ଓକିଲ ସଂଘ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ଅଭିଯୁକ୍ତମାନଙ୍କ ବିରୋଧରେ […]
ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର
ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା ଓ ଗଜାନନ ବେଶ ଦର୍ଶନ । ଭୋର ସକାଳୁ ଆରମ୍ଭ ହୋଇଥିବା ପହଣ୍ଡି ସକାଳ ୭ଟା ୨୯ରେ ଶେଷ ହୋଇଛି। ସ୍ନାନବେଦୀରେ ଚତୁର୍ଦ୍ଧାମୁରତି ବିରାଜମାନ କରିଛନ୍ତି। ଭକ୍ତମାନେ […]
ମହିଳା ଟି-୨୦ ବିଶ୍ୱକପରୁ ବିଦା ହେଲା ଭାରତ
ନୂଆଦିଲ୍ଲୀ: ରବିବାର ଲର୍ଡ଼ସର ଐତିହାସିକ ମଇଦାନରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଗତଥରର ଚାମ୍ପିଅନ୍ ଅଷ୍ଟ୍ରେଲିଆ, ଭାରତକୁ ୬ ୱିକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୦ ରନ କରିଥିଲା। […]
ଜଗତସିଂହପୁର ବାଲି ମାଫିଆଙ୍କୁ ବଡ଼ ଝଟକା; ଅଧିକ ବେଆଇନ ବାଲି ଜବତ
ଜଗତସିଂହପୁର: ଜିଲ୍ଲା ପ୍ରଶାସନର ଏକ ସ୍ୱତନ୍ତ୍ର ଟିମ୍ ବିରିଡି ବ୍ଲକ୍ ଅନ୍ତର୍ଗତ ଶଙ୍ଖାରୀସାହି ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ ଭାବେ ଗଚ୍ଛିତ ବାଲି ଜବତ କରିଛି। ମିଳିଥିବା ତଥ୍ୟ ଅନୁଯାୟୀ, ଜବତ […]
ପାଠ୍ୟପୁସ୍ତକ ମହାଘୋଟାଲାରେ ମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ବିଜେଡି
ଭୁବନେଶ୍ୱର: ପାଠ୍ୟପୁସ୍ତକ ଛପାରେ ହୋଇଥିବା ବଡ଼ଧରଣର ତ୍ରୁଟିକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଭୁଲ୍ ବହି ଛପା ଯୋଗୁଁ ସାରା ଦେଶରେ ଓଡ଼ିଶା ନିନ୍ଦିତ ହେବା ପରେ ଏବେ ଶାସକ ଦଳ […]
ବାଲି ସୈରାତ ବାତିଲ କ୍ଷମତା ତହସିଲଦାରଙ୍କ ନାହିଁ:ହାଇକୋର୍ଟ
କଟକ: ୨୦୨୨ରେ ଲଘୁ ଖଣିଜ ଦ୍ରବ୍ୟ ସଂପର୍କିତ ନିୟମାବଳୀ (ଓଏମଏମସି ରୁଲ୍ସ)ରେ ସଂଶୋଧନ ହେବା ପରେ କ୍ଷମତା ନ ଥିଲେ ମଧ୍ୟ ରାଜ୍ୟରେ ତହସିଲଦାରମାନେ ବାଲି ସୈରାତ ଉତ୍ସ ନିଲାମ ବାତିଲ ଭଳି ନିର୍ଦେଶ […]
ଚଳନ୍ତା ବସ୍ରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ସହିତ ବସ୍ ଭିତରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ […]
