ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲଜୀ ଦେଶାଇ

ଭୁବନେଶ୍ୱର: ଏଆଇସିସି ବରିଷ୍ଠ ନେତା ଲାଲଜୀ ଦେଶାଇଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନୂଆ ପ୍ରଭାରୀଭାବେ ନିଯୁକ୍ତ କରିଛି । ଏହା ତତ୍କାଳ ପ୍ରଭାବରୁ କାର୍ଯ୍ୟକାରୀ ହେବ । ଲାଲଜୀ ଦେଶାଇ ବର୍ତ୍ତମାନ ଅଲ୍ ଇଣ୍ଡିଆ […]

୨୦୨୩ ଓ ୨୦୨୪ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ: ପ୍ରଣୟନ ହେବ ନୂତନ ‘ଚଳଚ୍ଚିତ୍ର ନୀତି’

ଭୁବନେଶ୍ବର: ଶୁକ୍ରବାର ଲୋକସେବା ଭବନଠାରେ ୨୦୨୩ ଓ ୨୦୨୪ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ପୁରସ୍କାର ପ୍ରଦାନ କରିଛନ୍ତି […]

ସାଇବର ଠକେଇରେ କ୍ଷତିପୂରଣ ଦେବେ ଆରବିଆଇ

ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷରୁ ସାରା ଦେଶରେ ଏକ ନୂଆ ବ୍ୟବସ୍ଥା ପାଇଲଟ୍ ପ୍ରକଳ୍ପ ଭାବେ ଲାଗୁ ହେବାକୁ ଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଏହି ନୂଆ ନିୟମ ଅନୁଯାୟୀ, କୌଣସି ଗ୍ରାହକ […]

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ । ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ ହୋଇଛି । ବିଧାନସଭାର […]

‘ଅପରେସନ ସିନ୍ଦୂର’ରେ ସହିଦ ହୋଇଥିବା ବୀର ଯବାନଙ୍କ ନାମ ଘୋଷଣା

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ ସହିଦ ହୋଇଥିବା ୬ ସୈନିକଙ୍କ ନାମ ଘୋଷଣା କଲେ ସରକାର। ସେମାନଙ୍କ ମଧ୍ୟରେ ଅଛନ୍ତି ଭାରତୀୟ ସେନାର ୫ ଯବାନ ଓ ଭାରତୀୟ ବାୟୁସେନାର ଜଣେ। ଅପରେସନ ସିନ୍ଦୂରର ଦୀର୍ଘ […]

ସ୍କୁଲ ବହି ତ୍ରୁଟିକୁ ନେଇ ଆସିଲା ତଦନ୍ତ ରିପୋର୍ଟ :୪ ଅଫିସର ନିଲମ୍ବିତ

ଭୁବନେଶ୍ବର: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି l ୪ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି l ସେମାନେ ହେଲେ ପୂର୍ବତନ ଶିକ୍ଷକଶିକ୍ଷା […]

ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ: ପୁରୀ ଅସ୍ତରଙ୍ଗ ସରିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଭିତରେ କିଛି ଦୁର୍ବୃତ୍ତ ପଶି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ଶିକ୍ଷକଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲ ନିଆଯାଇଛି । […]

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା, ୫୭ ବର୍ଷରେ ପାଦ ଥାପିଲେ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ପିଏମ୍ ମୋଦି ତାଙ୍କର ଦୀର୍ଘ ଏବଂ ସୁସ୍ଥ […]

ନିଶା ନିବାରଣ କେନ୍ଦ୍ରରେ ଯାଉଛି ଜୀବନ; ସରକାର ମାଗିଲେ ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ନିଶା ନିବାରଣ କେନ୍ଦ୍ରଗୁଡ଼ିକରେ ସନ୍ଦେହଜନକ ମୃତ୍ୟୁ ଅଭିଯୋଗ ଆସୁଛି । ଏନେଇ ବଢ଼ୁଥିବା ଚିନ୍ତା ମଧ୍ୟରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେଇଛନ୍ତି । ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ […]

୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଦୁଇ ବର୍ଷ ପାଇଁ ମୋଟ ୬୪ଟି ପୁରସ୍କାର ଘୋଷଣା ହୋଇଛି । ୨୦୨୩ […]