ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ବିବାଦୀୟ ଆଇପିଏସ୍ ଅଫିସର ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଦୟାଲ ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୌମ୍ୟ ମୃତ୍ୟୁ ମାମଲାରେ ଆଇପିଏସ୍ ଗଙ୍ଗଓ୍ଵାର ବିବାଦ ଘେରକୁ ଆସିଥିଲେ। ଗଙ୍ଗଓ୍ଵାର ତାଙ୍କ ପୁଅକୁ ମାନସିକ ନିର୍ଯାତନା ଦେଇଥିବା […]

ଖୋର୍ଦ୍ଧା ଜିଲ୍ଲାରେ ଆଜିଠୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌, ପୁରୀରେ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି

ଭୁବନେଶ୍ୱର: ପ୍ରବଳ ଖରାଏବଂ ଅସହ୍ୟ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ, ପୁରୀରେ ଜୁନ୍ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟକୁ […]

ପଶ୍ଚିମବଙ୍ଗ ବିଧାନସଭାରେ ଋତବ୍ରତ ବାନାର୍ଜୀ ହେବେ ବିରୋଧୀ ଦଳ ନେତା

କୋଲକାତା: ଟିଏମସିର ବିଦ୍ରୋହୀ ବିଧାୟକ ଋତବ୍ରତ ବାନାର୍ଜୀଙ୍କ ବିଧାନସଭାରେ ବିରୋଧୀ ଦଳ ନେତା ରହିବେ ବୋଲି କହିଛନ୍ତି କୋଲକତା ହାଇକୋର୍ଟ । ଏଠାରେ ବିଧାନସଭା ବାଚସ୍ପତି ରଥେନ୍ଦ୍ର ବୋଷଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ ଦିଆଯାଇଥିଲା । […]

ଓଡ଼ିଶାରେ ସହରାଞ୍ଚଳ ପରିବହନର ନୂଆ ପରିଭାଷା ସୃଷ୍ଟି କରୁଛି “କ୍ରୁଟ୍”

ଭୁବନେଶ୍ୱର: ରାଜ୍ୟରେ ଏକ ସ୍ଥାୟୀ, ପ୍ରଯୁକ୍ତିଭିତ୍ତିକ ଏବଂ ନାଗରିକ-କେନ୍ଦ୍ରିକ ସାର୍ବଜନୀନ ପରିବହନ ବ୍ୟବସ୍ଥା ଗଠନ କରି ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ମାପଦଣ୍ଡ ସାଜିଛି ‘କ୍ରୁଟ୍’ । ବୈଦ୍ୟୁତିକ ଗତିଶୀଳତା (E-Mobility)ର ଦ୍ରୁତ ସମ୍ପ୍ରସାରଣ, […]

ପୁରୀରେ ୭୦୦ରୁ ଉର୍ଦ୍ଧ୍ବ ହୋଟେଲରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରାକୁ ସୁରୁଖୁରୁରେ ଆୟୋଜନ କରିବା ନେଇ ସବୁ ପ୍ରଶାସନିକ ଵିଭାଗ ପକ୍ଷରୁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଅଗ୍ନିଶମ ବିଭାଗ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପୁରୀ ଆସି ରଥଯାତ୍ରା ନିମନ୍ତେ ଅଗ୍ନିଶମ […]

ରାଜ୍ୟର ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର: ରାଜ୍ୟର ଦୁର୍ଗମ, ଆଦିବାସୀ ଓ ଟେଲିକମ୍ ସେବାରୁ ବଞ୍ଚିତ ଅଞ୍ଚଳଗୁଡ଼ିକରେ ଡିଜିଟାଲ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଡିଜିଟାଲ ଭାରତ ନିଧି (ଡିବିଏନ୍) ଅନୁଦାନପ୍ରାପ୍ତ ୪ଜି […]

CMOରୁ ଫାଇଲ୍‌ ହଜିବା ଘଟଣାରେ ହୋଇପାରେ ନବୀନଙ୍କୁ ଜେରା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିବା ଘଟଣାରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେରା ହୋଇପାରନ୍ତି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ […]

ଶରଣକୁଳ ଥାନାଧିକାରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ, ଜିଲ୍ଲା ମୁଖ୍ୟାଳୟକୁ ବଦଳି ସହ ମାମଲା ରୁଜୁ

ନୟାଗଡ଼: ନୟାଗଡ଼ ଜିଲ୍ଳା ଶରଣକୁଳ ଥାନା ଅଧିକାରୀ ସୁଜିତ କୁମାର ଦାସଙ୍କ ନାମରେ ଜନୈକା ମହିଳା ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ବୁଧବାର ମହିଳା ନୟାଗଡ଼ ଏସ୍‌ପିଙ୍କୁ ଦେଖା କରି ଅଭିଯୋଗ କରିଥିଲେ। ସୁଜିତଙ୍କୁ […]

ଟ୍ରମ୍ପଙ୍କ ବଡ଼ ପ୍ରତିଶ୍ରୁତି: ଭାରତ ଉପରେ ଆକ୍ରମଣ ହେଲେ ଆମେରିକା କରିବ ସହାୟତା

ନୂଆଦିଲ୍ଲୀ: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀ ଅବସରରେ ଭାରତ ଓ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି। ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା […]

ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର: ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ HLCA ବୈଠକରେ ୭୬ ହଜାର ୬୧୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର। ଏହାଦ୍ବାରା ୫୦ […]