ରାଜଧାନୀ ଉପକଣ୍ଠରେ ବୀଭତ୍ସ ହତ୍ୟାକାଣ୍ଡ, ଘରୁ ଡାକିନେଇ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର: ପାହାଳ ଅଞ୍ଚଳର ଅନନ୍ତପୁର ପେଟ୍ରୋଲ ପମ୍ପ ସମ୍ମୁଖ କେନାଲ ବନ୍ଧ ନିକଟରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ସ୍ଥାନୀୟ ଅନନ୍ତପୁର ଗାଁର ଜଗା ବେହେରା। ମୃତଦେହ ନିକଟରେ […]

ଲକ୍ଷପତି ଦିଦି ପାଇଁ ସବୁ ଗ୍ରାମ ପଞ୍ଚାୟତରେ ହେବ ସୁଭଦ୍ରା ଶକ୍ତି ସମାବେଶ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ଉନ୍ନତି ଦିଗରେ ଅନେକ ଯୋଜନା ମଧ୍ୟ ଆରମ୍ଭ କରିଛନ୍ତି ସରକାର । ପ୍ରତି ଗ୍ରାମ ପଞ୍ଚାୟତରେ ଅଧିକରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି କରିବା ଦିଗରେ ଏବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ […]

ଦକ୍ଷିଣ ଆଫ୍ରିକାରେ ମହକିଲା ରଜପିଠାର ବାସ୍ନା

ଭୁବନେଶ୍ୱର: ରଜ ପର୍ବ ଦକ୍ଷିଣ ଆଫ୍ରିକାରେ ଧୁମଧାମରେ ପାଳିତ ହୋଇଯାଇଛି। ଜୋହାନ୍ସବର୍ଗର ବ୍ଲେୟାରଗୋରି ରିକ୍ରିଏସନ୍ ସେଣ୍ଟରରେ ଭାରତୀୟ କନସୁଲେଟ୍ ଜେନେରାଲ ଏବଂ ହାଇ-କମିସନ୍ କାର୍ଯ୍ୟାଳୟର ସହଯୋଗରେ ଆୟୋଜିତ ଓଡ଼ିଆ ସଂପ୍ରଦାୟର ମହୋତ୍ସବରେ ରଜପିଠାର ବାସ୍ନା […]

ଉପବାଚସ୍ପତିଙ୍କ ଜାଲ୍ ଦସ୍ତଖତ ମାମଲାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମ୍ ଗିରଫ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଉପବାଚସ୍ପତିଙ୍କ ଜାଲ୍ ଦସ୍ତଖତ ଏବଂ ନକଲି ଲେଟରପ୍ୟାଡ୍ ବ୍ୟବହାର କରି ବଦଳି କରିବା ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମ୍‌ଙ୍କୁ ଗିରଫ କରାଯାଇଛି। ସେ ହରିଚନ୍ଦନପୁର ବ୍ଲକରେ ସହକାରୀ […]

ସ୍କୁଲ ବହିରେ ଭୁଲ୍ ପ୍ରସଙ୍ଗକୁ ନେଇ କଠୋର ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଧରାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ କଠୋର ପଦକ୍ଷେପ ନେଇଛନ୍ତି। ଆଜି ସେକ୍ରେଟେରିଏଟ୍‌ରେ ଅନୁଷ୍ଠିତ ଏକ ଜରୁରୀ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କେବଳ ଅଧିକାରୀଙ୍କ […]

ଶିବସେନା ୟୁବିଟି ସାଂସଦଙ୍କ ଉପରେ ସଞ୍ଜୟଙ୍କ ବଡ଼ ଦାବି

ମୁମ୍ବାଇ: ମହାରାଷ୍ଟ୍ରରେ ‘ଅପରେସନ୍ ଟାଇଗର’କୁ ନେଇ ରଜନୀତି ସରଗମର ହୋଇଉଠିଛି । ବିଶେଷ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଉଦ୍ଧବ ଠାକରେଙ୍କ ଶିବସେନା (ୟୁଟିବି)ର କିଛି ସାଂସଦ ଖୁବଶୀଘ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା […]

ବଦଳି ପାଇଁ ଉପବାଚସ୍ପତିଙ୍କ ଦସ୍ତଖତ ଜାଲ୍ କରି ଫସିଲେ ଦୁଇ ବ୍ଲକ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର: ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ରାଜ୍ୟ ସରକାରଙ୍କ ଦୁଇଜଣ ଇଞ୍ଜିନିୟର ଜାଲିଆତି କରିଥିବା ଭଳି ସଙ୍ଗୀନ ଅଭିଯୋଗ ଆସିଛି। ଏନେଇ କ୍ୟାପିଟାଲ ଥାନାରେ ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ନିରଞ୍ଜନ କୁମାର […]

G7 ଶିଖର ସମ୍ମିଳନୀ: ୧୬ ମାସ ପରେ ମୋଦି-ଟ୍ରମ୍ପ ଭେଟ

ନୂଆଦିଲ୍ଲୀ: ଦୀର୍ଘ ୧୬ ମାସର ବ୍ୟବଧାନ ଓ ଅର୍ଥନୀତିକ ବାଦବିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପରକୁ ଭେଟିଛନ୍ତି। ଫ୍ରାନ୍ସରେ ଆୟୋଜିତ ଜି-୭ ସମ୍ମିଳନୀରେ ଉଭୟ […]

ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରି କଲିକତା ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ମମତା

ନୂଆଦିଲ୍ଲୀ: ନନ୍ଦୀଗ୍ରାମ ବିଧାନସଭା ଆସନର ନିର୍ବାଚନ ଫଳାଫଳକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଆଇନଗତ ପଦକ୍ଷେପ ଗ୍ରହଣ କରିଛନ୍ତି। ନନ୍ଦୀଗ୍ରାମରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରି […]

ଓଡ଼ିଶାରେ ଭୋଟର ସଂଖ୍ୟା ୩.୩୧ କୋଟିରେ ପହଞ୍ଚିଲା

ଭୁବନେଶ୍ୱର: ରାଜ୍ୟର ମୋଟ ଭୋଟରଙ୍କ ସଂଖ୍ୟା ଏବେ ୩.୩୧ କୋଟିରେ ପହଞ୍ଚିଛି। ନିର୍ବାଚନ କମିଶନଙ୍କ ଦ୍ୱାରା ହୋଇଥିବା ସ୍ୱତନ୍ତ୍ର ପୁନଃ ପରୀକ୍ଷଣ ପ୍ରକ୍ରିୟା ପରେ ଏହି ନୂଆ ତଥ୍ୟ ସାମ୍ନାକୁ ଆସିଛି। ନିର୍ବାଚନ ପ୍ରକ୍ରିୟାକୁ […]