ଏସ୍‌ସିଓ ନିୟମ ଅନୁସାରେ ଭାରତକୁ ନିମନ୍ତ୍ରଣ ପଠାଇବ ପାକିସ୍ତାନ

ଇସଲାମାବାଦ: ୨୦୨୭ ଏସ୍‌ସିଓ ସମ୍ମିଳନୀ ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇସଲାମାବାଦକୁ ନିମନ୍ତ୍ରଣ କରିବ ପାକିସ୍ତାନ। ସେହିପରି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହିଁ ମୋଦିଙ୍କୁ ଇସଲାମାବାଦ ଆସିବାକୁ ନିମନ୍ତ୍ରଣ ପତ୍ର ପଠାଇବେ […]

ବିଦ୍ୟାଳୟ ବାହାରେ ଅଣଛାତ୍ରଙ୍କ ଛୁରା ମାଡ଼ରେ ଦଶମ ଛାତ୍ର ମୃତ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁରର ବାରର୍ଣିପୁଟ ଯୋଜନା ଉଚ୍ଚ ବିଦ୍ୟାଳୟ ବାହାରେ ଜଣେ ଅଣ ଛାତ୍ରଙ୍କ ଛୁରା ମାଡ଼ରେ ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ […]

ଜେସିବିରେ ଖୋଳା ବେଳେ ଫାଟିଲା ଗେଲ୍ ଗ୍ୟାସ୍ ପାଇପ୍ ଲାଇନ୍; ବଡ଼ ଅଘଟଣ ଟଳିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥାନୀୟ ଅଞ୍ଚଳରେ ଏକ ମନ୍ଦିର ନିର୍ମାଣ କାର୍ଯ୍ୟ ପାଇଁ ଜେସିବି ମେସିନ୍ ସାହାଯ୍ୟରେ ମାଟି ଖୋଳାଯାଉଥିଲା । ଏହି ସମୟରେ ଭୂତଳ ଦେଇ ଯାଇଥିବା ଗେଲ୍ ଇଣ୍ଡିଆର ପ୍ରମୁଖ ଗ୍ୟାସ୍ […]

ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED

ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି […]

ସନ୍ଧ୍ୟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଖୋଲିବ ୨୨ ଗେଟ୍

ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ଖୋଲିବ ହୀରାକୁଦ ଜଳଭଣ୍ଡାରର ୨୨ଟି ଗେଟ୍ । ୧୨ଟି ଗେଟ୍ ଦେଇ ୨ ଲକ୍ଷ ୧୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅପରାହ୍ନରେ ଆଉ ୧୦ଟି ଗେଟ୍ […]

ରାଜଧାନୀରେ ଚାଞ୍ଚଲ୍ୟ: ପାନ ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ପାନ ଦୋକାନୀଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗ୍ୟାରେଜ୍‌ ଛକ ଗାୟତ୍ରୀ ବସ୍ତି ନିକଟରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି […]

ଓଡ଼ିଶାରେ ବନ୍ୟାର ବିଭୀଷିକା, ନେତାମାନେ ଦିଲ୍ଲୀରେ ଭୋଜି କରୁଛନ୍ତି କହି ସରକାରଙ୍କୁ କଟାକ୍ଷ କଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ୨୦ଟି ଜିଲ୍ଲାରେ ବନ୍ୟା ଓ ବର୍ଷା ଯୋଗୁ ମୋଟ ୭ଲକ୍ଷ ୫ହଜାର ୨୩୨ଜଣ ଲୋକ ପ୍ରଭାବିତ ହୋଇଛନ୍ତି।ପରିସ୍ଥିତିକୁ ଦୃଷ୍ଟି ରେ ବିରୋଧୀ ଦଳ ନେତା […]

ବବି ଦାସ , ଡିଏସ୍ କୁଟ୍ଟେ ଏବଂ ଆଶିଷ ସିଂଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସୂଚନାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସାମାଜିକ କର୍ମୀ ପ୍ରକାଶ ଚନ୍ଦ୍ର ଦାସ, ସୂଚନା କର୍ମୀ ଶ୍ରୀକାନ୍ତ ପାକଳ ଓ ଓକିଲ ସୁଧୀର ମହାନ୍ତି ମିଳିତ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଅଧିକାର ଆଇନ […]

ଲୋକସଭାରେ ଗୃହୀତ ହେଲା ‘ବନ୍ଦେ ମାତରମ’ ବିଲ୍

ନୂଆଦିଲ୍ଲୀ: ୨୯ ଜୁଲାଇ ବୁଧବାର ‘ବନ୍ଦେ ମାତରମ’ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଥିଲା । ରାଜ୍ୟସଭା ପରେ ଆଜି ଲୋକସଭାରେ ‘ବନ୍ଦେ ମାତରମ’ ବିଧେୟକ ଗୃହୀତ ହୋଇଛି। ଉଭୟ ସଦନରେ ଗୃହୀତ ହେବା ପରେ, […]

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ ହରି ବାବୁ କମ୍ଭମପାଟି ବୁଧବାର ଦିନ ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ […]