ନୂଆଦିଲ୍ଲୀ: ଆଜି ଦିଲ୍ଲୀର ଜନ୍ତର ମନ୍ତରରେ କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଉପରେ ଜଣେ ମହିଳା କାଳି ଫିଙ୍ଗିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଅଭିଜିତ ପ୍ରତିବାଦ ସ୍ଥଳରେ ଏକ ସମାବେଶକୁ […]
Month: July 2026
ଅଭିଷେକ ବାନାର୍ଜୀଙ୍କ ସାଂସଦ ଅଫିସରେ ଚାଲିଲା ବୁଲଡୋଜର
କୋଲକାତା: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣାରେ ଅଭିଷେକ ନିଜର ସାଂସଦ ଅଫିସ ନିର୍ମାଣ କରିଥିଲେ। ତେବେ ସେ ବେଆଇନ ଭାବେ ଏହା ନିର୍ମାଣ କରିଥିବା ଅଭିଯୋଗ କରି ସ୍ଥାନୀୟ ପ୍ରଶାସନ ଏହାକୁ ଆଜି ଠାରୁ […]
କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ର
ଭୁବନେଶ୍ୱର: ବହୁଚର୍ଚ୍ଚିତ ସିଏମ୍ଓରୁ ଫାଇଲ ହଜିବା ଘଟଣାରେ ପୋଲିସ ତଦନ୍ତକୁ ଜୋରଦାର କରିଛି। ଏହି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଏସଡି ତଥା ତତ୍କାଳୀନ ଆଇଟି ସଚିବ ମନୋଜ ମିଶ୍ର କ୍ୟାପିଟାଲ ଥାନାରେ […]
ନୂଆଦିଲ୍ଲୀରେ ‘ଅଲ୍ ଇଣ୍ଡିଆ ମିଡିଆ କନଫରେନ୍ସ–୨୦୨୬’, ଓଡ଼ିଶାରୁ ୯ ସାମ୍ବାଦିକଙ୍କ ଯୋଗଦାନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରେସି ଆଣ୍ଡ ଇଲେକ୍ସନ୍ ମ୍ୟାନେଜମେଣ୍ଟ (IIIDEM) ଠାରେ ‘ଅଲ୍ ଇଣ୍ଡିଆ ମିଡିଆ କନଫରେନ୍ସ–୨୦୨୬’ ଅନୁଷ୍ଠିତ ହୋଇଛି। ଏହି ଜାତୀୟ ସମ୍ମିଳନୀରେ ଓଡ଼ିଶାରୁ ୯ ଜଣ ବରିଷ୍ଠ […]
ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ
ପୁରୀ: ପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୁରୀ ମେଡିକାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଥଯାତ୍ରା ସମୟରେ ଆହତ ହୋଇ ଚିକିତ୍ସାଧୀନ ଥିବା ଶ୍ରଦ୍ଧାଳୁମାନଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ […]
ଭାରତର ପ୍ରଥମ ଘରୋଇ ଅର୍ବିଟାଲ୍ ରକେଟର ଉତ୍କ୍ଷେପଣ, ମହାକାଶକୁ ଗଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତ ଲେଖା ବାର୍ତ୍ତା
ଶ୍ରୀହରିକୋଟା: ହାଇଦ୍ରାବାଦସ୍ଥିତ ସ୍କାଇରୁଟ୍ ଏରୋସ୍ପେସ୍ ଦେଶର ପ୍ରଥମ ଘରୋଇ ଭାବେ ବିକଶିତ ଅର୍ବିଟାଲ୍ ରକେଟ୍ ‘ବିକ୍ରମ-୧’ର ସଫଳ ଉତ୍କ୍ଷେପଣ କରିଛି । ରକେଟ୍ଟିକୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଉତ୍କ୍ଷେପଣ କରାଯାଇଛି […]
୩୫ଟି ପୌରାଂଚଳ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ନୂତନ ଗଠିତ ୨୯ଟି ଏନଏସି ଓ ୬ଟି ମ୍ୟୁନିସପାଲଟିରେ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ମ୍ୟୁନିସପାଲଟି ଆକ୍ଟ-୧୯୫୦ ଓ ଓଡ଼ିଶା ମ୍ୟୁନିସପାଲଟି […]
ନାଗରିକତ୍ୱ ସ୍ଥିର କରିପାରିବେନି ନିର୍ବାଚନ କମିଶନ:ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ସ୍ପଷ୍ଟୀକରଣ କରିଛନ୍ତି ଯେ କୌଣସି ବ୍ୟକ୍ତି ଭାରତର ନାଗରିକ କି ନୁହେଁ, ତାହା ସ୍ଥିର କରିବା ନିର୍ବାଚନ କମିଶନଙ୍କ ଅଧିକାର ଭିତରେ ଆସେ ନାହିଁ। […]
ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ, ଘଟାଇଥାନ୍ତେ ଦେଶବ୍ୟାପୀ ବିସ୍ଫୋରଣ
ଅହମ୍ମଦାବାଦ: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ (JeM)ର ଏକ ମଡ୍ୟୁଲ୍ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଗୁଜୁରାଟ ଆତଙ୍କବାଦ ବିରୋଧୀ ଦଳ (ATS) ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। […]
ଆନ୍ଧ୍ରପ୍ରଦେଶରେ କରୋନାରେ ୪ ଜଣଙ୍କ ମୃତ୍ୟୁ; ୧୨ ସଂକ୍ରମିତ
ଆନ୍ଧ୍ରପ୍ରଦେଶ: ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରପାଣ୍ଡିଆନଙ୍କ ସୂଚନା ଅନୁଯାୟୀ, ଜୁନ୍ ୨୬ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ ୧୨ ଜଣ କୋଭିଡ୍ରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ […]
