ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହାର କେନ୍ଦ୍ରସ୍ଥଳ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିମି ଏବଂ ଚାନ୍ଦବାଲିର ଉତ୍ତରପୂର୍ବ […]
Month: July 2026
ମେଟାକୁ ସରକାରଙ୍କ ନୋଟିସ୍, ତୁରନ୍ତ ଶିଶୁ ଯୌନ ଶୋଷଣ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ:ଇଲୋକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମନ୍ତ୍ରଣାଳୟର ଅଧିକାରୀମାନଙ୍କୁ ମେଟାକୁ ସମନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଶିଶୁ-ସମ୍ବନ୍ଧୀୟ ଆପତ୍ତିଜନକ କିଛି ବିଜ୍ଞାପନ ସେୟାର […]
ବାଲିପାଟଣାରେ ଶିକ୍ଷାନୁଷ୍ଠାନ ପାଖରେ ଖୁଲମଖୁଲା ନିଶା ବେପାର
ବାଲିପାଟଣା:ଉଚ୍ଚଶିକ୍ଷା ବିଭାଗ ଏବଂ ଜାତୀୟ ନାର୍କୋ କୋଅର୍ଡିନେସନ୍ ସେଣ୍ଟର ପକ୍ଷରୁ କଲେଜ ପରିସରର ୫୦୦ ମିଟର ପରିଧି ମଧ୍ୟରେ ମଦ, ଗଞ୍ଜେଇ, ତମାଖୁ ସମେତ ସମସ୍ତ ପ୍ରକାର ନିଶାଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି […]
SIRରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟର ନାଁ
ଭୁବନେଶ୍ୱର:ରାଜ୍ୟରେ ଚାଲିଥିବା SIR ରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର, ଏସ୍ ଗୋପାଳନ ।ସେ କହିଛନ୍ତି ଯେ, […]
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର:ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଲନ ଅଧ୍ୟକ୍ଷତାରେ ଶନିବାର ଦିନ ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ପାଇଁ ନିଯୁକ୍ତ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ […]
ସଚିନଙ୍କ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ: ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ lମାତ୍ର ୧୫ ବର୍ଷ ୯୯ ଦିନ ବୟସରେ ବୈଭବ ସୂର୍ଯ୍ୟବଂଶୀ ଭାରତ ପାଇଁ ଡେବ୍ୟୁ କରି ନୂଆ ଇତିହାସ ସୃଷ୍ଟି କରିଛନ୍ତି। ସେ ଭାରତ ପକ୍ଷରୁ ସବୁଠାରୁ […]
ଭୁବନେଶ୍ୱରରେ ଡ୍ରେନରେ ଭାସିଗଲେ ଯୁବକ
ଭୁବନେଶ୍ୱର: ରାଜଧାନୀରେ ଶନିବାର ପ୍ରବଳ ଲଗାଣ ବର୍ଷା ଯୋଗୁଁ ଏକ ବଡ଼ ଅଘଟଣ ଘଟିଛି। ବାଣୀବିହାର ନିକଟସ୍ଥ ଏକ ମୁଖ୍ୟ ଡ୍ରେନରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ସ୍ଥାନୀୟ […]
ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୩୦ରୁ ଅଧିକ ଯବାନ ନିହତ
ନୂଆଦିଲ୍ଲୀ: ଗ୍ୱାଦର ସ୍ଥିତ ପାକିସ୍ତାନୀ ତଟରକ୍ଷୀ ଶିବିର ଉପରେ ଏକ ଭୟାବହ ଆତ୍ମଘାତୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୩୦ରୁ ଅଧିକ ଅର୍ଦ୍ଧସାମରିକ ସୈନିକ ପ୍ରାଣ ହରାଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଥିବା […]
ସରକାର-ଓମ୍ସା ଆଲୋଚନା ସଫଳ, ଆନ୍ଦୋଳନରୁ ଓହରିଲେ ଡାକ୍ତର
ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଡାକ୍ତର ଆନ୍ଦୋଳନ ଶେଷରେ ସ୍ଥଗିତ ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗଙ୍କ ସହ ଓଡ଼ିଶା ମେଡିକାଲ ସର୍ଭିସ୍ ଆସୋସିଏଶନ (ଓମ୍ସା)ର ପ୍ରତିନିଧିମାନଙ୍କ ଆଲୋଚନା ସଫଳ ହେବା ପରେ ଡାକ୍ତରମାନେ ଆଜି […]
ରାଜଧାନୀରେ ତ୍ରିକୋଣୀୟ ପ୍ରେମକୁ ନେଇ ବୁଲିଲା ଖଣ୍ଡା, ୧୦ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ
ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ପ୍ରେମବ୍ୟାପାରକୁ ନେଇ ଗୁରୁବାରଠୁ ଆରମ୍ଭ ହୋଇଥିବା ଗୋଷ୍ଠୀ ସଂଘର୍ଷ ଆଜି ଉଗ୍ର ରୂପ ନେଇଥିଲା । ଗୋଟିଏ ଗୋଷ୍ଠୀର ଯୁବକମାନେ ପ୍ରତିଶୋଧ ନେବାକୁ ବୁଦ୍ଧ ବିହାରରେ ପୁଣି ତୁମୁଳକାଣ୍ଡ ଭିଆଇଛନ୍ତି […]
