ନିଟ୍ ପେପର ଲିକ୍ ମାମଲା: ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟର ନା

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ନୂଆଦିଲ୍ଲୀରେ ସିଜେପିର ସଂସଦ ଭବନ ମାର୍ଚ୍ଚ ସମୟରେ ସମର୍ଥକଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ସର୍ବୋଚ୍ଚ ନ୍ୟାୟାଳୟ ଏହି […]

ଆତଙ୍କବାଦୀ ଆକ୍ରମଣରେ କନଷ୍ଟେବଳ ସହିଦ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଗୁଳିମାଡ କରିଛନ୍ତି । ଏହି ଆକ୍ରମଣରେ ଜଣେ ପୋଲିସ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଜଣକ ଆଇଆରପି ୩ୟ ବାଟାଲିୟନର ଆଶିକ୍ ହୁସେନ ବୋଲି […]

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, […]

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନିଟ୍‌ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି, ଦିଲ୍ଲୀରେ ଘଟୁଥିବା ଗମ୍ଭୀର ପରିସ୍ଥିତିକୁ ନେଇ ମୁଁ ବିଜେଡି […]

ଓଡ଼ିଶାରେ ୪,୫୭୩ କୋଟି ଟଙ୍କାର ନିବେଶକୁ ଅନୁମୋଦନ, ୨୨୮୭୩ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର: ସମୃଦ୍ଧ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ହାସଲ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ […]

ଏସ୍‌ସିବିରେ ଆସୁଛି ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା

କଟକ: ରାଜ୍ୟର ସର୍ବବୃହତ୍ ସରକାରୀ ଚିକିତ୍ସାନୁଷ୍ଠାନ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣଧୀନ ନୂଆ ମେଗା ବିଲ୍ଡିଂର କାମକୁ ସମୀକ୍ଷା କରି ତାହାକୁ ଶୀଘ୍ର ଶେଷ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟ ସଚିବ […]

ରାଜଧାନୀରେ ପୁଣି ଦୁର୍ଘଟଣା, ଲୁହା ବୋଝେଇ ଟ୍ରକକୁ ପିଟିଲା ଅନ୍ୟ ଏକ ଟ୍ରକ

ଭୁବନେଶ୍ୱର: ଖଣ୍ଡଗିରି ଓଭରବ୍ରିଜ୍ ଉପରେ ପୁଣି ଦୁର୍ଘଟଣା | କଲିକତାରୁ ତାମିଲନାଡୁ ଅଭିମୁଖେ ଯାଉଥିବା ଏକ ଲୁହା ବୋଝେଇ ଟ୍ରକକୁ ପିଟିଛି ଅନ୍ୟ ଏକ ମାଲ୍ ବୋଝେଇ ଟ୍ରକ। ଦୁର୍ଘଟଣାରେ ମାଲ ବୋଝେଇ ଟ୍ରକ […]

ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ (ଆର୍.ଆଇ.) ଅନୀତା ଜେନାଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ଜଣେ ଆବେଦନକାରୀଙ୍କ ପୈତୃକ ଜମିର ସୀମା ନିର୍ଦ୍ଧାରଣ (ଡିମାର୍କେସନ) […]

ୟୁକ୍ରେନ୍‌ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ

ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ ମାଲବାହୀ ଜାହାଜ ‘MV Golden Leo’ ଉପରେ ଜୁଲାଇ ୧୯ ସନ୍ଧ୍ୟାରେ ଏକ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି । ଏହି ଦୁର୍ଭାଗ୍ୟଜନକ […]

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ […]