ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

ଭୁବନେଶ୍ୱର: ବନ୍ୟା ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ […]

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ: ୩ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର […]

ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ: ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ପାନ ମସଲା ପାଇଁ ବିଜ୍ଞାପନ କରିବା ଅଭିଯୋଗରେ ଏଫଡିଏ ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି । ‘ଇଲାଇଚି’ ପାଇଁ ବିଜ୍ଞାପନ କରିବା […]

ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ […]

ଆନାଲଗ୍ କ୍ଷୀର ଉତ୍ପାଦକୁ ନିଷେଧ କଲେ ଉତ୍ତର ପ୍ରଦେଶ ସରକାର

ୟୁପି: ଉତ୍ତର ପ୍ରଦେଶ ସରକାର ‘ଆନାଲଗ୍’ପନିର, କ୍ରିମ୍, ଘିଅ, ଛେନା ଏବଂ ଖୁଆ ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ଯେ ଯଦି କୌଣସି ସ୍ଥାନରେ ଭେଜାଲ (ମିଶ୍ରିତ) ଉତ୍ପାଦ ମିଳେ, […]

ବିଜେଡି ସାଂସଦ ସୁଲତା ଦେଓଙ୍କ ବିରୁଦ୍ଧରେ କ୍ୟାପିଟାଲ ଥାନାରେ ଏତଲା ଦେଲା ବିଜେପି

ଭୁବନେଶ୍ୱର: ବିଜେପିର ଏକ ଟିମ୍ କ୍ୟାପିଟାଲ ଥାନାରେ ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ ବିରୁଦ୍ଧରେ ଲିଖିତ ଏତଲା ଦେବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଅଭିଯୋଗ ପତ୍ରରେ ଦର୍ଶାଯାଇଛି ଯେ, ବିଜେପି ରାଷ୍ଟ୍ରୀୟ […]

ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସି ଜୀବନ ହାରିଲେ ବୟସ୍କ ଶ୍ରଦ୍ଧାଳୁ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ବୟସ୍କ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି। ପ୍ରବଳ ଗହଳି ଯୋଗୁଁ ଅଣନିଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ, […]

ସ୍ୱାଧୀନତା ଦିବସ ପ୍ରସ୍ତୁତି ବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ଶିକ୍ଷକଙ୍କ ମୃତ୍ୟୁ

ଭୁବନେଶ୍ବର: ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ଏକ ଦୁର୍ଘଟଣା ଘଟିଛି। ପତାକା ଖୁଣ୍ଟ ପୋତିବା ବେଳେ ବିଦ୍ୟୁତ ଆଘାତରେ ଜଣେ କ୍ରୀଡ଼ା […]

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]

ଲାଲକିଲ୍ଲାରେ ପତାକା ଉତ୍ତୋଳନ ପରେ ଦେଶ ବାସୀଙ୍କୁ ସମ୍ବୋଦ୍ଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ଆଜି ପାଳନ କରୁଛି ୮୦ତମ ସ୍ୱାଧୀନତା ଦିବସ l ଏହି ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ସମାରୋହରେ […]