ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଥରେ କୋଭିଡ୍‌ ସଂକ୍ରମଣର ମାମଲା ସାମ୍ନାକୁ ଆସିଛି। ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ଅଞ୍ଚଳରୁ ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ ବର୍ତ୍ତମାନ […]

ଓଡ଼ିଶାର ଅନ୍ତରୀଣ ଡିଜିପି ହେଲେ ବିନୟତୋଷ ମିଶ୍ର

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ୧୯୯୩ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଧିକାରୀଙ୍କୁ ଓଡ଼ିଶାର ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି କ୍ରାଇମବ୍ରାଞ୍ଚ […]

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ:୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ଓ ପୋଲିସ କର୍ମଚାରୀଙ୍କ ଅଂଶଗ୍ରହଣ

କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ […]

ନବୀନ ନିବାସରେ ବିଜେଡିର ବୈଠକ ଅନୁଷ୍ଠିତ:ସରକାରଙ୍କୁ ସମାଲୋଚନା କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଛି l ବୈଠକ ପରେ ପ୍ରମିଳା ମଲ୍ଲିକ ରାଜ୍ୟର ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ […]

ଜେପିଏସସି ପରୀକ୍ଷା ଅନିୟମିତତା: ୧୦୦ କୋଟି ଟଙ୍କାର କାରବାର ଅଭିଯୋଗ

ରାଞ୍ଚି: ଝାଡ଼ଖଣ୍ଡ ଲୋକ ସେବା ଆୟୋଗ ପରୀକ୍ଷା ଅନିୟମିତତାରେ ଅଭିଯୁକ୍ତ ବୁଦ୍ଧେଶ୍ୱର ଭଗତଙ୍କୁ ଜେରାବେଳେ ସିଆଇଡିକୁ ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ପରୀକ୍ଷା ଅନିୟମିତତାରେ ୧୦୦ କୋଟିର କାରବାର ହୋଇଥିବା ଜଣାପଡ଼ିଛି । ଜେପିଏସିସି […]

ପୁରୀ ଷ୍ଟେସନ ନିକଟରେ ମେମୁ ଟ୍ରେନ୍‌ ଲାଇନଚ୍ୟୁତ

ପୁରୀ: ଟ୍ରାକ୍‌ରୁ ଖସିଲା ତାଳଚେର-ପୁରୀ ମେମୁ ପାସେଞ୍ଜର । ଟ୍ରେନ୍‌ଟି ପୁରୀ ରେଲୱେ ଷ୍ଟେସନର ୩ ନମ୍ବର ପ୍ଲାଟଫର୍ମରେ ପ୍ରବେଶ ପୂର୍ବରୁ ଲାଇନଚ୍ୟୁତ୍ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ତାଳେଚରରୁ ପୁରୀ ଆସୁଥିବା […]

୬ ଜିଲ୍ଲାରେ ଗଞ୍ଜେଇ ଚାଷ ଉପରେ କଡ଼ା ନଜର, ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାର ୬ଟି ଜିଲ୍ଲାର ସରକାରୀ ଜମିରେ ଗଞ୍ଜେଇ ଚାଷକୁ ରୋକିବା ପାଇଁ ରାଜ୍ୟ ସରକାର ନିଜର ପ୍ରୟାସକୁ ଜୋରଦାର କରିଛନ୍ତି। ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ହେବ କଡା ଆକ୍ସନ। […]

ଇଣ୍ଡିଗୋ ବିମାନ ବାତିଲ ପରେ ଭୁବନେଶ୍ୱର ବିମାନବନ୍ଦରରେ ମହିଳାଙ୍କ ହଙ୍ଗାମା

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରଠାରେଏକ ଇଣ୍ଡିଗୋ ବିମାନ ବାତିଲ ହେବା ପରେ ଜଣେ ମହିଳା ଯାତ୍ରୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ଯାନ୍ତ୍ରିକ ତ୍ରୁଟି କାରଣରୁ ବିମାନଟି ବିଳମ୍ବ ହେବା ସହ ପରେ ବାତିଲ ହୋଇଥିଲା, ଯାହା […]

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି, ହୃଦରୋଗ ବିଭାଗରେ ଚିକିତ୍ସାଧୀନ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି | ସେ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଛାତିରେ […]

ପୁଲିସ୍ ସେବା ପୁରସ୍କାର-୨୦୨୬; ସଂଜୀବ ପଣ୍ଡା ଓ ସ୍ମିତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର: ୨୦୨୬ ବର୍ଷର ପୋଲିସ ସେବା ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାର ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ ବିଭିନ୍ନ ବର୍ଗରେ ପୁରସ୍କୃତ ହେବେ। ଏହି ତାଲିକା ଅନୁସାରେ, ୫ ଜଣଙ୍କୁ ସାହାସିକତା, […]