ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ […]
Month: August 2026
ନିର୍ମାଣାଧୀନ ସୁଡ଼ଙ୍ଗରେ ପାଣି ପଶିଯିବାରୁ ୭ ଶ୍ରମିକ ମୃତ,୧୪ ଆହତ
ଉତ୍ତରାଖଣ୍ଡ: ଚମୋଲିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭିତରେ ପାଣି ପସିଯିବାରୁ ସୁଡ଼ଙ୍ଗରେ କାମ କରୁଥିବା ୭ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ବେଳେ ୧୪ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦୁର୍ଘଟଣା ଗୁରୁବାର ସନ୍ଧ୍ୟା ପ୍ରାୟ […]
ରେଭେନ୍ସାର ଚିଫ୍ ୱାର୍ଡେନ୍ ଓ ୨ ଜଣ ଡେପୁଟି ଚିଫ୍ ଓ୍ୱାର୍ଡେନଙ୍କ ବଦଳି
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ ହଷ୍ଟେଲ ବିବାଦକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ରେଭେନ୍ସା ହଷ୍ଟେଲ୍ ଚିଫ୍ ଓ୍ୱାର୍ଡେନଙ୍କୁ ବଦଳି କରାଯାଇଛି । ସୁଦର୍ଶନ ମିଶ୍ରଙ୍କ ସ୍ଥାନରେ […]
ପୂର୍ବତନ ପଞ୍ଜାବ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରେ ମରଣାନ୍ତକ ଆକ୍ରମଣ
ମୁମ୍ବାଇ: ମହାରାଷ୍ଟ୍ର ନାନ୍ଦେଡ଼ଠାରେ ଏକ ଗୁରୁଦ୍ୱାର ନିକଟରେ ପୂର୍ବତନ ପଞ୍ଜାବ ଉପ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଗୁରୁତର […]
ଆରଜି କର ମାମଲା: ସମ୍ବଲପୁରରୁ ପୂର୍ବତନ ଟିଏମସି ବିଧାୟକ ନିର୍ମଳ ଘୋଷ ଗିରଫ
ସମ୍ବଲପୁର: ପଶ୍ଚିମବଙ୍ଗ ଆରଜି କର ହସ୍ପିଟାଲ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଗିରଫ ହୋଇଛନ୍ତି ଟିଏମସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ। ଆରଜି କର ପୀଡ଼ିତାଙ୍କ ଅନ୍ତିମ ସଂସ୍କାର ତରବରିଆ ଭାବେ କରାଯାଇଥିବା […]
ଓଡ଼ିଶା DGP ଚୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ୟୁନିଅନ ପବ୍ଲିକ ସର୍ଭିସ କମିଶନକୁ ଓଡ଼ିଶା DGP ଚୟନ ପ୍ରକ୍ରିୟାକୁ ଅଗଷ୍ଟ ୧୮ ପର୍ଯ୍ୟନ୍ତ ଆଗକୁ ନବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି […]
କଟକରେ ଯୁବତୀଙ୍କୁ ଗଣଦୁଷ୍କର୍ମ: ୫ ଗିରଫ, ଜଣେ ଫେରାର
କଟକ: ଜଣେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ କଟକ ନିଶ୍ଚିନ୍ତକୋଇଲି ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ଘଟଣାର ତଦନ୍ତ ପାଇଁ ଜଣେ […]
୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ
ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍ର ପୂର୍ବତନ […]
ସହଜ ହେବ ଅନୁକମ୍ପାମୂଳକ ନିଯୁକ୍ତି :ନୂତନ ନିୟମକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଥଇଥାନ ସହାୟତା) ନିୟମ, ୨୦୨୬’ କୁ ଅନୁମୋଦନ ମିଳିଛି। ଚାକିରି କାଳରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କୁ […]
ଆଡଭାନ୍ସ ଟିପ୍’ ଫିଚର ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଡଭାନ୍ସ ଟିପ୍ ଦେବା ସୁବିଧା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଏ ନେଇ ଏକ ସର୍କୁଲାର ଜାରି କରିଥିବା ବେଳେ କହିଛନ୍ତି […]
