ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱ ହାତୀ ଦିବସ ଅବସରରେ ହାତୀମାନଙ୍କୁ ସୁରକ୍ଷା ଦେବା, ସେମାନଙ୍କର ପ୍ରାକୃତିକ ବାସସ୍ଥାନ ସଂରକ୍ଷଣ ଏବଂ ମଣିଷ-ହାତୀ ସହାବସ୍ଥାନକୁ ସୁଦୃଢ଼ କରିବା ପାଇଁ ଏକାଠି ହେବାକୁ […]
Month: August 2026
ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ; ପାସ୍ ହାର ୬୩.୬୪%
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା-୨୦୨୬ ପ୍ରକାଶ ପାଇଛି । ଚଳିତ ଥର ୫ ହଜାର ୭ ଶହ ୬୦ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲେ […]
ଓଡ଼ିଶାରେ LPG ଅବୈଧ ମହଜୁଦ ଉପରେ ଚଢ଼ାଉ
ଭୁବନେଶ୍ୱର: ଓଡ଼ିଶାରେ LPG ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାରୀ ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଚଢ଼ାଉ । ସାରା ରାଜ୍ୟରେ ଏପର୍ଯ୍ୟନ୍ତ ୩୭୯୨ଟି ସ୍ଥାନରେ ରେଡ୍ କରାଯାଇଛି। ବିଭାଗ […]
ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର
ନୂଆଦିଲ୍ଲୀ: ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଏନ୍. ଚନ୍ଦ୍ରଶେଖରନ । ତାଙ୍କ ଇସ୍ତଫା ଲାଗୁ ହୋଇନାହିଁ । ଫେବ୍ରୁଆରୀ ୨୦୨୭ ଯାଏଁ କାର୍ଯ୍ୟକାଳ ପୂରା କରିବେ । ହେଲେ ଆଉ ପୁଣି […]
ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରେଭେନ୍ୟୁ ଇନ୍ସପେକ୍ଟର
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ଅଧୀନ ତୁଡ଼ିଗଡ଼ିଆ ରାଜସ୍ୱ ନିରୀକ୍ଷକ ଶରତ କୁମାର ସେଠୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି । ମିଳିଥିବା […]
ମୁମ୍ବାଇର କୁର୍ଲାରେ ଭୋରୁ ଭୂସ୍ଖଳନ, ୫ ମୃତ
ମୁମ୍ବାଇ: ଆଜି ମହାରାଷ୍ଟ୍ରର ମୁମ୍ବାଇରେ ଭୋର ପ୍ରାୟ ୩ଟା ସମୟରେ କୁର୍ଲାର ଅଶୋକନଗର ଅଞ୍ଚଳରେ ଭୂସ୍ଖଳନ ହେବାରୁ ଅନେକ ଲୋକ ମାଟି ତଳେ ଚାପି ହୋଇଯାଇଥିବା ଆଶଙ୍କା କରାଯାଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୫ […]
ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ :ଜୁଲାଇ ସୁଦ୍ଧା- ରାଜସ୍ୱ ଆଦାୟ ପୂର୍ବ ବର୍ଷ ଅପେକ୍ଷା ୭.୩% ବୃଦ୍ଧି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଙ୍ଗଳ ବାର ଦିନ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ […]
ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର: ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବିବାଦ ଏବେ ସୁପ୍ରିମକୋର୍ଟ ରେ ପହଂଚିଛି। ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଅଣଦେଖା କରି ଓଡ଼ିଶା ସରକାର କିଛି ଅଫିସରଙ୍କୁ ସୁପାରିଶ ପ୍ୟାନେଲରେ ସାମିଲ […]
ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ବଢ଼ିବ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବିଶେଷକରି ଉତ୍ତର, […]
ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ
କଲମ୍ବିଆ: କଲମ୍ବିଆରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି ଯାହାର ତୀବ୍ରତା ୭.୪ ଥିବା ଜଣାପଡିଛି । ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୧୩୨କୁ ବୃଦ୍ଧି ପାଇଛି । ଏଥିରେ ୫୦୦ରୁ ଅଧିକ ଆହତ ହୋଇଛନ୍ତି । ବହୁ […]
