ଭୁବନେଶ୍ୱର: ରାଜ୍ୟରେ ବୁଲାଗୋରୁଙ୍କ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବୁଲା ପ୍ରାଣୀମାନଙ୍କୁ ରାସ୍ତାରୁ ହଟାଇବା ଏବଂ ସେମାନଙ୍କର ଉପଯୁକ୍ତ ଥଇଥାନ ପାଇଁ […]
Month: August 2026
ଲିଫ୍ଟ ନଦେବାରୁ ଛୁରିରେ ଆକ୍ରମଣ, ଗାଡ଼ି ଚାଳକ ଗୁରୁତର
ହିଞ୍ଜିଳି: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡୁର ଛକ ନିକଟରେ ଲିଫ୍ଟ ନଦେବାରୁ ଗାଡି ଚାଳକଙ୍କ ଗଳା କାଟିଦେଲା ଯୁବକ। ଆହାତ ବ୍ୟକ୍ତି ଏବେ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ହିଞ୍ଜିଳି […]
ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ରାଘବ ଚଢା
ନୂଆଦିଲ୍ଲୀ: ଆଜି ସକାଳେ ରାଜ୍ୟସଭା ସାଂସଦ ରାଘବ ଚଢା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଶ୍ରୀ ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ଏକ ଫଟୋ ସେୟାର କରି ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର […]
ପ୍ରତିରକ୍ଷା ତଥ୍ୟ ଲିକ୍ କରି ଗିରଫ ହେଲେ ବାୟୁସେନା ଅଧିକାରୀ
ନୂଆଦିଲ୍ଲୀ:ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ ‘ହନିଟ୍ରାପ୍’ ରେ ଶିକାର ହୋଇ ଦେଶର ସମ୍ବେଦନଶୀଳ ପ୍ରତିରକ୍ଷା ତଥ୍ୟ ଲିକ୍ କରିବା ଅଭିଯୋଗରେ ଜଣେ ୪୪ ବର୍ଷୀୟ ଭାରତୀୟ ବାୟୁସେନା (IAF) ୱିଙ୍ଗ କମାଣ୍ଡରଙ୍କୁ ଦିଲ୍ଲୀ ପୋଲିସ ଦ୍ୱାରା […]
ଭୂତ ବଙ୍ଗଳାରେ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ :ଅଭିଯୁକ୍ତକୁ ଗିରଫ କଲା ପୁଲିସ
ଭୁବନେଶ୍ୱର:ଚନ୍ଦକା ଥାନା ଅଞ୍ଚଳର ପାଇକରାପୁରରେ ଥିବା ‘ଭୂତ ବଙ୍ଗଳା’ ନାମରେ ପରିଚିତ ଏକ ପରିତ୍ୟକ୍ତ କୋଠାରେ ଘଟିଥିବା ହତ୍ୟାକାଣ୍ଡର ରହସ୍ୟ ଖୋଲିଛି ପୁଲିସ।ପୁଲିସ ସୂଚନା ଅନୁସାରେ, ଗତ ୧ ତାରିଖରେ ଶୋଇବାକୁ ନେଇ ମହନୀ […]
ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶାର ମୋଟାମୋଟି ୨୨ ଜିଲ୍ଲା ଆଂଶିକ […]
ସ୍ଥଗିତ ରହିଲା ପୁଲିସ ଡିଜି ଚୟନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ୟୁୂପିଏସସି କାର୍ଯ୍ୟାଳୟରେ ଶୁକ୍ରବାର ନୂଆ ପୁଲିସ ଡିଜି ଚୟନ ପାଇଁ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଓଡ଼ିଶା ପକ୍ଷରୁ ମୁଖ୍ୟ ସଚିବ ଶ୍ରୀମତୀ ଗର୍ଗ ଓ ପୁଲିସ ଡିଜି ୱାଇବି ଖୁରାନିଆ […]
ପିଏମ୍ ଆବାସ ବୋନସ୍ ପାଇଁ ଲାଞ୍ଚ ମାଗି ଧରାପଡ଼ିଲେ ADEO
ନୟାଗଡ଼: ନୟାଗଡ଼ ଜିଲ୍ଲାର ଜଣେ ଆକାଉଣ୍ଟାଣ୍ଟ-କମ୍-ଡାଟା ଏଣ୍ଟ୍ରି ଅପରେଟର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବୋନସ୍ ଟଙ୍କା ଛାଡ଼ କରିବା ନାଁରେ ଲାଞ୍ଚ ନେଉଥିଲେ | ଅଭିଯୁକ୍ତ ହେଲେ ରଣପୁର ବ୍ଲକ୍ ଅଧୀନ ରାଜ ଜଙ୍କିଆ […]
ଶିକ୍ଷାର ଆହ୍ୱାନ ଏକାକୀ ମୁକାବିଲା ସମ୍ଭବ ନୁହେଁ: ପ୍ରହ୍ଲାଦ ଯୋଶୀ
ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀକୁ ଉଦ୍ଘାଟନ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି, ବିଶ୍ୱରେ ଶିକ୍ଷା କ୍ଷେତ୍ର ସାମ୍ନା କରୁଥିବା ବିଭିନ୍ନ ଆହ୍ୱାନର ମୁକାବିଲା କୌଣସି […]
ମହିଳା ଥାନାରୁ ଖସି ପଳାଇଥିବା ରୁଦ୍ର ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ମହିଳା ଥାନାରୁ ଫେରାର ହୋଇଯାଇଥିବା ଅଭିଯୁକ୍ତ ରୁଦ୍ର ପ୍ରସାଦ ସୂତାରକୁ କ୍ୟାପିଟାଲ ଥାନା ପୋଲିସ ଟିମ୍ ବେଙ୍ଗାଳୁରୁରୁ ଗିରଫ କରିଛି । ସେଠାକାର ସ୍ଥାନୀୟ କୋର୍ଟରେ ରୁଦ୍ରକୁ ହାଜର କରିଥିଲା ପୋଲିସ […]
