ଭୁବନେଶ୍ୱର: ଦିଲ୍ଲୀ ଅଘଟଣ ପରେ ରାଜ୍ୟରେ ଭଙ୍ଗାଯିବ ପୁରୁଣା କୋଠା । ସହରାଞ୍ଚଳରେ ଥିବା ଅସୁରକ୍ଷିତ ସରକାରୀ ଏବଂ ବେସରକାରୀ କୋଠା ଅନୁଧ୍ୟାନ କରିବାକୁ ରାଜ୍ୟରେ ଗଠନ ହେଲା ସ୍ବତନ୍ତ୍ର କମିଟି । ଏହି […]
Month: September 2026
MMDR ବିଲ୍କୁ ନେଇ ୨୯ରେ ବିଧାନସଭା ଘେରାଉ କରିବ କଂଗ୍ରେସ
ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମଜିରେ ଏମଏମଡିଆର ବିଲ୍କୁ ବିରୋଧ କରି ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ ବ୍ଲକ ନିଷ୍ପତ୍ତି […]
ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ :ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ନିବେଶକ ଓ ଶିଳ୍ପପତିଙ୍କ ସହିତ କରିବେ ଆଲୋଚନା
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପାଞ୍ଚ ଦିନିଆ ଗସ୍ତରେ ଯିବେ । ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ […]
ବନ୍ୟା ପୀଡ଼ିତଙ୍କ ପାଇଁ SBIର ୧.୩୦ କୋଟି ଟଙ୍କା ସହାୟତା
ଭୁବନେଶ୍ୱର: ଓଡ଼ିଶାର ବନ୍ୟାରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ସହାୟତା ରାଶି ମିଳିଛି |ଏସ୍ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
ଲାଞ୍ଚ ନେଇ ଧରାପଡ଼ିଲେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ
ପୁରୀ: ଓଡ଼ିଶା ଭିଜିଲାନ୍ସ ବିଭାଗ ପୁରୀ ଜିଲ୍ଲାର ଦୁଇ ଜଣ ରାଜସ୍ୱ ଅଧିକାରୀଙ୍କୁ ୩୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି । ଏକ ଜମି କିସମ ପରିବର୍ତ୍ତନ ଆବେଦନର ପ୍ରକ୍ରିୟାକରଣ ପାଇଁ ସେମାନେ […]
ରାଜ୍ୟ କ୍ୟାବିନେଟ୍ର ୪୭ତମ ବୈଠକରେ ୧୨ ବିଭାଗର ୧୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ବିଦ୍ୟୁତ, ଶିକ୍ଷା, ନିଯୁକ୍ତି ଓ ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା କ୍ଷେତ୍ରରେ […]
ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ସୁପ୍ରିମକୋର୍ଟରେ ସେପ୍ଟେମ୍ବର ୧୬ କୁ ଘୁଞ୍ଚିଲା
ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଆଇନଗତ ଜଟିଳତା ଓ ଦ୍ୱନ୍ଦ ଜାରି ରହିଛି। ଏହି ମାମଲାରେ ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣି ପୁଣିଥରେ ଘୁଞ୍ଚିଯାଇଛି। […]
CBSE ଢାଞ୍ଚାରେ ଚାଲିବ ନୂଆ ଏକକ ବୋର୍ଡ
ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ଏକକ ବୋର୍ଡ ଅଧୀନରେ ପରିଚାଳନା କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ୪୪ତମ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ଦିବସ […]
ଟ୍ରମ୍ପଙ୍କ ‘The Moon is ours’ ପୋଷ୍ଟକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ: ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଚର୍ଚ୍ଚାରେ । ଟ୍ରମ୍ପ ତାଙ୍କ Truth Social ଆକାଉଣ୍ଟରେ ଚନ୍ଦ୍ରର ଏକ ଛବି ସହ ଆମେରିକାର ପତାକା ଥିବା ଚିତ୍ର […]
୨୦ ବର୍ଷ ପରେ AFC U20 ଏସୀୟ କପ୍କୁ ଫେରିଲା ଭାରତ
ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ବାଂଲାଦେଶକୁ ୩-୦ ଗୋଲ୍ରେ […]
