ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ:କେନ୍ଦ୍ର ଏବଂ ରାଜ୍ୟ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର:ମଧ୍ୟପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ଆଗର ମାଲୱାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ […]

DUSU ନିର୍ବାଚନ ଫଳାଫଳ ଘୋଷଣା : ୪ଟି ପଦବୀରୁ ୩ଟିରେ ବିଜୟୀ ହେଲା ABVP

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU) ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏହି ନିର୍ବାଚନରେ ସଫଳତା ସହ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ନିଜର ଦବ୍‌ଦବା ବଜାୟ ରଖିଛି। ଚାରୋଟି ପଦବୀ […]

ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ […]

ଆଜି ଶ୍ରୀମନ୍ଦିରରେ ପବିତ୍ର ରାଧାଷ୍ଟମୀ ପାଳିତ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ପବିତ୍ର ରାଧାଷ୍ଟମୀ । ଭାଦ୍ରବ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ବା ଶ୍ରୀକୃଷ୍ଣ ଜନ୍ମାଷ୍ଟମୀର ଠିକ୍ ୧୫ ଦିନ ପରେ ଶ୍ରୀରାଧାଙ୍କ ଜନ୍ମତିଥିକୁ “ରାଧାଷ୍ଟମୀ” ଭାବେ ଶ୍ରଦ୍ଧାର ସହ […]

କୋମନା ଜମି ଜାଲିଆତିର ମୁଖ୍ୟ ଅଭିଯୁକ୍ତ ଅଭୟ ପଣ୍ଡା ଗିରଫ

ନୂଆପଡ଼ା: ନୂଆପଡ଼ା କୋମନା ମୁଣ୍ଡାପଲା ଜମି ଜାଲିଆତି ଘଟଣାର ମୁଖ୍ୟ ଅଭିଯୁକ୍ତ ଅଭୟ ପଣ୍ଡା ଗିରଫ । ପୂର୍ବରୁ ଦୁଇ ନକଲି ଜମି ମାଲିକଙ୍କ ସହ ୮ ଜଣଙ୍କୁ ଗିରଫ କରାଯାଇଥିଲା । ଯେଉଁଥିରେ […]

ବାଂଲାଦେଶୀ ନାଗରିକ ନକଲି ଭାରତୀୟ ପରିଚୟପତ୍ର ଦେଖାଇ ନିଯୁକ୍ତି

ବାଂଲାଦେଶ: ଜଣେ ବାଂଲାଦେଶୀ ନାଗରିକ ଭାରତକୁ ଲୁଚି ପଳାଇ ଆସି ଏଠାରେ ନକଲି ଭାରତୀୟ ପରିଚୟପତ୍ର ହାସଲ କରିଥିଲା। ଏହି ନକଲି ପରିଚୟପତ୍ର ଦେଖାଇ ସେ କେରଳରେ ଥିବା ଅତ୍ୟନ୍ତ ସମ୍ବେଦନଶୀଳ ଇଜହିମାଲା ନୌସେନା […]

ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ, ୫,୬୦୦ରୁ ଅଧିକ ରକ୍ତ ନମୁନା ପରୀକ୍ଷା

ରାଉରକେଲା: ସ୍କ୍ରବ୍ ଟାଇଫସ୍ ରେ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ […]

ମଧ୍ୟପ୍ରଦେଶରେ ନାଳର ପ୍ରଖର ସ୍ରୋତରେ କାର୍ ଭାସିଯିବାରୁ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ, ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାର୍ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିଲା । ଫଳରେ ପ୍ରାୟ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନଙ୍କ […]

ନନ୍ଦିଗ୍ରାମ ଉପନିର୍ବାଚନ: ହତ୍ୟା ମାମଲାରେ କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ଗିରଫ କଲା ପୋଲିସ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମିଲନ ପ୍ରଧାନଙ୍କୁ ଶୁକ୍ରବାର ଗିରଫ କରିଛି ପୁଲିସ। ୨୦୦୭ ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନ ବେଳେ ସଂଘଟିତ ଏକ ହତ୍ୟା ମାମଲାରେ ତାଙ୍କୁ […]

ଏକାମ୍ର ରେସିଡେନ୍ସି ପାଇଁ ବିଡିଏ ପକ୍ଷରୁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ବିଡିଏ ପକ୍ଷରୁ ସୁବୁଦ୍ଧିପୁରଠାରେ ନିର୍ମାଣାଧୀନ ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପରେ ଆପାର୍ଟମେଣ୍ଟ ଆବଣ୍ଟନ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ କ୍ରେତାମାନେ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ […]