ନୂଆଦିଲ୍ଲୀ: DGP ମାମଲାରେ ଶୁଣାଣି ପୁଣି ଘୁଞ୍ଚଲା | ଆସନ୍ତା ୨୨ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ […]
Month: September 2026
‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ‘ଯଶୋଭୂମି’ଠାରେ ଅନୁଷ୍ଠିତ ଗ୍ଲୋବାଲ୍ ଇଭେଣ୍ଟ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ […]
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା […]
ପୁରୀରେ ନିମ୍ନମାନର ଓ ଭେଜାଲ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ
ପୁରୀ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୋଲିସ। ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ଖଜା ପ୍ରସ୍ତୁତି କେନ୍ଦ୍ର ଓ ଗୋଦାମ ଉପରେ ପୋଲିସ ପକ୍ଷରୁ ହଠାତ ଚଢ଼ାଉ […]
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ବୁଧବାର ସମ୍ୱଲପୁର ଗସ୍ତ ଅବସରରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜିଲାବାସୀଙ୍କୁ ନୁଆଁଖାଇ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀl ସମ୍ୱଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ […]
ଅନନ୍ତ ନାଗଙ୍କୁ ମିଳିବ ଦାଦାସାହେବ ଫାଲକେ ଆୱାର୍ଡ:ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତରେ ଉଲ୍ଲେଖନୀୟ ଓ ଅତୁଳନୀୟ ଯୋଗଦାନ ପାଇଁ ପ୍ରତିବର୍ଷ ଜଣେ ବିଶିଷ୍ଟ କଳାକାରଙ୍କୁ ‘ଦାଦାସାହେବ ଫାଲକେ ପୁରସ୍କାର’ରେ ସମ୍ମାନିତ କରାଯାଇଥାଏ। ଏହାକୁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ଗ୍ରହଣ […]
ନୂଆ ସେନ୍ସର ବୋର୍ଡ ଗଠନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ନୂଆ ସେନ୍ସର ବୋର୍ଡ ଗଠନ କରିଛନ୍ତି କେନ୍ଦ୍ର ସରକାର lଏହାର କାର୍ଯ୍ୟକାଳ ତିନି ବର୍ଷ କିମ୍ବା ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ରହିବ । ନୂତନ ସିବିଏଫସି ବୋର୍ଡରେ ଚଳଚ୍ଚିତ୍ର, ଟେଲିଭିଜନ, ସଙ୍ଗୀତ, ସାହିତ୍ୟ […]
ସାଧାରଣ ଗ୍ରାହକଙ୍କ ପାଇଁ UPI ରହିବ ସମ୍ପୂର୍ଣ୍ଣ ମାଗଣା
ନୂଆଦିଲ୍ଲୀ: ଭାରତରେ ୟୁପିଆଇ (UPI) ଟ୍ରାଞ୍ଜାକ୍ସନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସାଧାରଣ ଗ୍ରାହକଙ୍କ ପାଇଁ UPI ସମ୍ପୂର୍ଣ୍ଣ ମାଗଣା ରହିବ, ତେବେ ୨,୦୦୦ ଟଙ୍କାରୁ ଅଧିକ କାରବାର ଉପରେ ବ୍ୟବସାୟୀଙ୍କୁ […]
ଏପ୍ରିଲ ୧ରୁ ମାସେ ପାଇଁ ଖୋଲିବ ସୁଭଦ୍ରା ପୋର୍ଟାଲ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ସୁଭଦ୍ରା ଯୋଜନା’କୁ ଆସନ୍ତାକାଲି ୨ ବର୍ଷ ପୂରଣ ହେବାକୁ ଯାଉଛି। ଏହି ପବିତ୍ର ଅବସରକୁ ରାଜ୍ୟବ୍ୟାପୀ ଅତ୍ୟନ୍ତ ଭବ୍ୟ ଓ ଦିବ୍ୟ ଢଙ୍ଗରେ ପାଳନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି […]
ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼, ବଡ଼ ଭାଇ ମୃତ
ଭୁବନେଶ୍ୱର: ପାରିବାରିକ ଗଣ୍ଡଗୋଳରୁ ଭୟଙ୍କର ରୂପ ନେଲା ବିବାଦ। ଭାଇ ଉପରକୁ ଭାଇ ବୋମା ଫିଙ୍ଗିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଭୁବନେଶ୍ୱର ଉପକଣ୍ଠ ମହୁଲ ଗାଁରେ […]
