₹୭୦ କୋଟିର ଜାଲ୍‌ ମୁଦ୍ରା କାରବାର ଠାବ, ମୁଖ୍ୟ ଅଭିଯୁକ୍ତ ସହ ୫ ଜଣ ଗିରଫ

ସହାରନପୁର: ଉତ୍ତର ପ୍ରଦେଶର ସହାରନପୁର ପୋଲିସ ପ୍ରାୟ ୭୦ କୋଟି ଟଙ୍କାର ଜାଲ୍‌‌ ୨୦ ଟଙ୍କିଆ ମୁଦ୍ରା କାରବାର କରୁଥିବା ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ପୁଲିସ ଏହି ମାମଲାରେ ମୁଖ୍ୟ […]

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ

ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ରାଏବୋଗା ଥାନା ଅଞ୍ଚଳରେ ଆଜି ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଯାଇଛି। ଶଙ୍ଖ ନଦୀରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, […]

ମଝି ସମୁଦ୍ରରେ ଭାରତୀୟ ଜାହାଜକୁ ଧକ୍କା ଦେଲା ପାକିସ୍ତାନ ଜାହାଜ

ନୂଆଦିଲ୍ଲୀ: ଆରବ ସାଗରରେ ଭାରତ ଜାହାଜ ସହିତ ପାକିସ୍ତାନ ଜାହାଜ ଧକ୍କା ହୋଇଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବାବେଳେ ଭାରତ ଏହାକୁ ଅତି ଗମ୍ଭୀରତାର ସହିତ ନେଇ ଦିଲ୍ଲୀସ୍ଥିତ ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ଅବଗତ […]

ମଣିପୁରରେ ହିଂସାକାଣ୍ଡ :ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ

ଇମ୍ଫାଲ: ମଣିପୁରରେ ପୁଣିଥରେ ହିଂସାକାଣ୍ଡ ଦେଖିବାକୁ ମିଳିଛି l ଅଜ୍ଞାତ ସଶସ୍ତ୍ର ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଫାର୍ମହାଉସ୍ ଏବଂ ବାସଗୃହ ନିଆଁରେ ଜଳି ଯାଇଛି […]

ଅମ୍ବାନୀ ପରିବାର ଗଣେଶ ପୂଜାରେ ଯୋଗଦେଲେ ଅଚ୍ୟୁତ ସାମନ୍ତ

ମୁମ୍ବାଇ: ପ୍ରତିବର୍ଷ ଭଳି ଏଥର ମଧ୍ୟ ଅମ୍ବାନୀ ପରିବାର ପକ୍ଷରୁ ଗଣେଶ ପୂଜାର ବିରାଟ ଆୟୋଜନ କରାଯାଇଥିଲା। ଓଡ଼ିଶାରୁ ଏହି ସମାରୋହରେ ଯୋଗଦେବା ପାଇଁ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା […]

ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ କଲା SSRB

ଭୁବନେଶ୍ୱର: ବହୁଚର୍ଚ୍ଚିତ ଗ୍ରାହମ ଷ୍ଟେନ୍ସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦାରା ସିଂ ଜେଲରୁ ମୁକୁଳିବା ସମ୍ଭାବନା କ୍ଷୀଣ ହୋଇପଡ଼ିଛି। ଷ୍ଟେଟ୍ ସେଣ୍ଟନ୍ସ ରିଭ୍ୟୁ ବୋର୍ଡ (SSRB) ଦ୍ୱାରା ତାଙ୍କର ଆଗୁଆ ମୁକ୍ତି ପାଇଁ ହୋଇଥିବା […]

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ

ଭୁବନେଶ୍ୱର: ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି […]

ସୁପ୍ରିମକୋର୍ଟରୁ ରାଜପାଲ ଯାଦବଙ୍କୁ ଆଉ ୨ ସପ୍ତାହ ସମୟ

ନୂଆଦିଲ୍ଲୀ: ମୂରଲୀ ପ୍ରୋଜେକ୍ଟସ୍ ପ୍ରାଇଭେଟ୍ ଲିମିଟେଡ୍ ସହିତ ଜଡ଼ିତ ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟ ରାଜପାଲଙ୍କୁ ଆଉ ଦୁଇ ସପ୍ତାହ ସମୟ ଦେଇଛନ୍ତି । ଏହା ତାଙ୍କର ଅନ୍ତିମ ସୁଯୋଗ ବୋଲି କୋର୍ଟ ସ୍ପଷ୍ଟ […]

ଭୁବନେଶ୍ୱରରୁ ଚୋରା ମୋବାଇଲ୍‌ ରାକେଟ୍‌ର ପରଦାଫାଶ

ଭୁବନେଶ୍ୱର: ପରୀକ୍ଷା କେନ୍ଦ୍ର ବାହାରେ ଅଭିଭାବକର ଚେହେରା ଦେଖାଇ ସ୍କୁଟି ଓ ମୋବାଇଲ୍ ଚୋରି କରୁଥିବା ଏକ ଚାଲାକ୍‌ ଗ୍ୟାଙ୍ଗର ପରଦାଫାଶ କରିଛି ଇନଫୋସିଟି ଥାନା ପୋଲିସ। ଏହି ଘଟଣାରେ ପୋଲିସ ୩ ଜଣ […]

ଗୁରୁଗ୍ରାମ ହିଟ୍‌ ଆଣ୍ଡ ରନ୍‌ ଘଟଣାରେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଗୁରୁଗ୍ରାମ ରାଜରାସ୍ତାରେ ଜଣେ ମହିଳା ବାଇକରଙ୍କୁ ପିଛା କରି ଧକ୍କା ଦେଇଥିବା କାର୍‌ ଡ୍ରାଇଭର କଲ୍ୟାଣ ବୈସଂଲା ଗିରଫ। ତାଙ୍କୁ ରାଜସ୍ଥାନ ଦଉସାରୁ ପୁଲିସ୍‌ ଗିରଫ କରିଛି। ଗୁରୁଗ୍ରାମରେ ଘଟିଥିବା ଏହି ହିଟ୍‌ […]