ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ତିନିଦିନିଆ ଉଚ୍ଚସ୍ତରୀୟ ପୁଞ୍ଜିନିବେଶ ଅଭିଯାନ ଶେଷ ହୋଇଛି। ଏହି ଗସ୍ତକାଳରେ ରାଜ୍ୟକୁ ମୋଟ ୨ ଲକ୍ଷ ୪୩ହଜାର ୧୬୨ କୋଟି ଟଙ୍କାର ବିଶାଳ ପୁଞ୍ଜିନିବେଶ […]
Month: September 2026
ଉପମୁଖ୍ୟମନ୍ତ୍ରୀଙ୍କ ପଦ ବିରୋଧରେ ଜନସ୍ୱାର୍ଥ ମାମଲା: ପିଟିସନ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ବର: ସମ୍ବିଧାନରେ ‘ଉପମୁଖ୍ୟମନ୍ତ୍ରୀ’ ପଦ ନେଇ କୌଣସି ବ୍ୟବସ୍ଥା ନାହିଁ । ଏହା ସତ୍ତ୍ଵେ ଓଡ଼ିଶାରେ ଦୁଇଟି ‘ଉପମୁଖ୍ୟମନ୍ତ୍ରୀ’ ପଦ ସୃଷ୍ଟି କରାଯାଇଛି । ଏହି ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ପାଇଁ ଦାଏର ପିଟିସନ୍କୁ […]
ଆର୍ଆଣ୍ଡ୍ବି ଡିଭିଜନ୍-୧ର ଆର୍ଥିକ ଅନିୟମିତତାର ତଦନ୍ତ ନିର୍ଦେଶ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର: ଭୁବନେଶ୍ୱର ଆର୍ଆଣ୍ଡ୍ବି ଡିଭିଜନ୍-୧ରେ ଆର୍ଥିକ ଅନିୟମିତତା ତଥା ସରକାରୀ ଅର୍ଥର ଅପବ୍ୟବହାର ନେଇ ଆସିଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତର ସହ ଗ୍ରହଣ କରିଛନ୍ତି I ଏହି କ୍ରମରେ ଆଇନ, ପୂର୍ତ୍ତ ଓ […]
ହ୍ୱାଟସଆପ୍ ରେ ମିଳିବ ଓଡ଼ିଶା ପୁଲିସର ୧୪ଟି ସେବା
ଭୁବନେଶ୍ୱର: ଅତ୍ୟାବଶ୍ୟକୀୟ ସେବା ପାଇଁ ସାଧାରଣ ଲୋକଙ୍କୁ ଆଉ ବାରମ୍ବାର ଥାନାକୁ ଯିବାକୁ ପଡ଼ିବ ନାହିଁ। ଘରେ ବସି ନିଜ ମୋବାଇଲ ଫୋନ୍ ମାଧ୍ୟମରେ ଲୋକଙ୍କୁ ବିଭିନ୍ନ ପ୍ରକାର ସୁବିଧା ଯୋଗାଇ ଦେବ ଓଡ଼ିଶା […]
ବାଚସ୍ପତିଙ୍କ ନିଷ୍ପତ୍ତି ବିରୋଧରେ ହାଇକୋର୍ଟରେ ବିଜେଡି
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ ମାମଲାରେ ବାଚସ୍ପତିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ବିଜେଡି । ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରି ଦଳ ପକ୍ଷରୁ ଏକ ରିଟ୍ ପିଟିସନ୍ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, […]
କାର ଭିତରେ ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା
ଭୁବନେଶ୍ବର: ବରଗଡ଼ ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୩୯)ଙ୍କୁ ଗୁଳି କରି ନୃଶଂସ ଭାବେ ହତ୍ୟା କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚୀନାଜୁରୀ […]
ସାର୍ବଜନୀନ ହେବନି ରତ୍ନଭଣ୍ଡାର ତାଲିକା
ଭୁବନେଶ୍ୱର: ଦୀର୍ଘ ୪୮ ବର୍ଷ ପରେ ମହାପ୍ରଭୁଙ୍କ ରତ୍ନ ଭଣ୍ଡାରର ଅଳଙ୍କାର ଓ ସାମଗ୍ରୀର ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏହାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୁରୁବାର […]
ୟୁନିଟ୍-୧ ହାଟରେ ବୁଲିଲା ବିଏମ୍ସିର ବୁଲ୍ଡୋଜର୍
ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୧ ହାଟ ନିକଟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କଡ଼ା ଉଚ୍ଛେଦ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାରୀ ଜମିରେ ବେଆଇନ୍ ଭାବେ ଗଢ଼ିଉଠିଥିବା ଭେଣ୍ଡିଂ ଜୋନ୍କୁ ବିଏମ୍ସି ଟିମ୍ ସମ୍ପୂର୍ଣ୍ଣ […]
ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ:
ଭୁବନେଶ୍ୱର: ହର୍ଣ୍ଣ ମାରିବାକୁ ନେଇ ରାଜଧାନୀରେ ତୁମୁଳ କାଣ୍ଡ । ଗାଡ଼ିର ହର୍ଣ୍ଣ ମାରିବାକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଏକ ବିବାଦ ଉଗ୍ର ରୂପ ନେଇଥିଲା। ଗାଡ଼ି ସାଇଡ୍ କରିବାକୁ ହର୍ଣ୍ଣ ବଜାଇବାରୁ […]
ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର
ବାରିପଦା: ଭୁବନେଶ୍ୱର ଏସଟି/ଏସସି ଉନ୍ନୟନ ବିଭାଗରେ କାର୍ଯ୍ୟରତ ପୁରୀ ଜିଲ୍ଲାର ପ୍ରଜ୍ଞା ପ୍ରକାଶ ପାତ୍ର ଏବଂ ଭୁବନେଶ୍ୱର ପ୍ରଶାନ୍ତ ପ୍ରଧାନ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଅଡିଟ୍ କାର୍ଯ୍ୟ ଶେଷ କରି […]
