ଉତ୍କଳ ବିଶ୍ୱବିଦ୍ୟାଳୟରେ ଝାଡ଼ାବାନ୍ତି ଓ ଜଣ୍ଡିସ୍ ଆତଙ୍କ: ସ୍ଥଗିତ ରହିଲା ମିଡ୍ ସେମିଷ୍ଟର

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର ପରିସରରେ ଥିବା ଦୁଇଟି ମହିଳା ହଷ୍ଟେଲରେ ଛାତ୍ରୀମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା କାରଣରୁ ମିଡ୍ ସେମିଷ୍ଟର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବିଶ୍ୱବିଦ୍ୟାଳୟର ୬ ଓ ୭ […]

ବାରିପଦାରେ ୧ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, ୩ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ଥାନା ପୋଲିସ ଲକ୍ଷ୍ମୀପୋଷିସ୍ଥିତ କେବି ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ବେଆଇନ ଗଞ୍ଜେଇ ଚାଲାଣ କାର ଉପରେ ଚଢ଼ାଉ କରି ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ […]

ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କଲା ବାତ୍ୟା ‘ମୁରାସୁ:ଓଡ଼ିଶା ଉପରେ ପଡି଼ବନି ବିଶେଷ ପ୍ରଭାବ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି ଭୀଷଣ ସାମୁଦ୍ରିକ ଝଡ଼ ‘ମୁରାସୁ’ । ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ନେଲ୍ଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ଓଙ୍ଗୋଲ ନିକଟରେ ସ୍ଥଳଭାଗ ଛୁଇଁଛି ବାତ୍ୟା । […]

ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ […]

ଦିଲ୍ଲୀରେ ପ୍ରଦୂଷଣ ନିୟନ୍ତ୍ରଣ ଅଭିଯାନ: ପ୍ରଥମ ଦିନରେ ୬୮ ଲକ୍ଷ ଟଙ୍କା ଜୋରିମାନା ଆଦାୟ

ନୂଆଦିଲ୍ଲୀ: ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପର ପ୍ରଥମ ଦିନରେ ଆକ୍ସନ ମୋଡରେ ଦିଲ୍ଲୀ ଟ୍ରାଫିକ୍ ପୋଲିସ । ପ୍ରଥମ ଦିନରେ ୬୮ ଲକ୍ଷ ଟଙ୍କାର ଜୋରିମାନା ଆଦାୟ ହୋଇଥିବା ବେଳେ ୧୫ଶହ ଗାଡିର ପ୍ରବେଶ ପାଇଁ […]

ବିଜେପିରେ ସାମିଲ ହେଲେ ତିନି ଆପ୍‌ ବିଧାୟକ: ଆମ୍ ଆଦମୀ ପାର୍ଟିକୁ ବଡ଼ ଝଟକା

ନୂଆଦିଲ୍ଲୀ: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) କୁ ଏକ ବଡ଼ ଏବଂ ଗୁରୁତର ରାଜନୈତିକ ଝଟକା ଲାଗିଛି। ଦଳର କ୍ଷମତା […]

ଫ୍ଲୋରିଡାରେ ବିମାନ ଦୁର୍ଘଟଣା: ୯ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଆମେରିକାର ଦକ୍ଷିଣ ଫ୍ଲୋରିଡା ଅଞ୍ଚଳରେ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣା ଘଟିଯାଇଛି। ଆକାଶରେ ଉଡ଼ୁଥିବା ଅବସ୍ଥାରେ ଏକ ବିମାନ ହଠାତ୍ ଅନ୍ତରୀକ୍ଷରୁ ଖସିଆସି ଏକ ଜନବହୁଳ ରାସ୍ତା ଉପରେ ମାଡ଼ ହୋଇଥିଲା, ଯାହାଫଳରେ […]

ବାତ୍ୟା ‘ମୁରାସୁ’ ଆଶଙ୍କାରେ ରାୟଗଡ଼ାରେ ଦୁଇ ଦିନ ସ୍କୁଲ ଛୁଟି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ’ର ସମ୍ଭାବ୍ୟ ପ୍ରଳୟଙ୍କରୀ ରୂପ ଏବଂ ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ଏବଂ ଆଗୁଆ ସତର୍କତାମୂଳକ […]

କୁଶୀନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୭ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର କୁଶୀନଗର ଜିଲ୍ଲାରେ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ରହିଛନ୍ତି […]

ଗଜପତିରେ ଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: କୋର୍ଟରେ ଆତ୍ମସମର୍ପଣ କଲେ ବିଦ୍ୟାଭାରତୀ

ଗଜପତି: ବହୁ ଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଅନ୍ୟତମ ଅଭିଯୁକ୍ତ ବିଦ୍ୟା ଭାରତୀ ପଣ୍ଡା ଆଜି ପାରଳାଖେମୁଣ୍ଡି ଏସଡ଼ିଜେଏମ୍ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ […]