ଭୁବନେଶ୍ୱର: ନଭେମ୍ବର ୧ ତାରିଖରେ ଗୋଟିଏ ଦିନ ମଧ୍ୟରେ ରାଜ୍ୟରେ ପ୍ରାୟ ୨ ଲକ୍ଷ ଗାଡ଼ିର ପଞ୍ଜୀକରଣ (RC) ବାତିଲ୍ କରାଯାଇଛି। ବୈଧ ବୀମା (Insurance), ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUC) ଏବଂ ଫିଟନେସ୍ […]
Month: November 2026
ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ : କ୍ଷୟକ୍ଷତିର ଆକଳନ ପାଇଁ ଆଜି ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର: ବାତ୍ୟା ଓ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର, ନଷ୍ଟ ହୋଇଥିବା ଫସଲ ଏବଂ ପ୍ରଭାବିତ […]
ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ କୁମାର ନାଥ
କଟକ: ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ କୁମାର ନାଥ । ଓଡ଼ିଶା ସରକାର ତାଙ୍କୁ ରାଜ୍ୟ ଗୃହ ବିଭାଗର ଅଫିସର ଅନ୍ ସ୍ପେଶାଲ୍ ଡ୍ୟୁଟି ବା OSD ଭାବେ ନିଯୁକ୍ତ କରିଛନ୍ତି । […]
ଭୁବନେଶ୍ୱରରେ ଭୟଙ୍କର ହିଟ୍-ଏଣ୍ଡ-ରନ୍: ବସ୍ ଧକ୍କାରେ ୨ ମୃତ
ଭୁବନେଶ୍ୱର: ଭୁବନେଶ୍ୱରର ନୟାପଲ୍ଲୀ-ସିଆରପି ରାସ୍ତାରେ ହିଟ୍-ଏଣ୍ଡ-ରନ୍ ଘଟଣାରେ ଏକ ଦ୍ରୁତଗାମୀ ବସ୍ ଏକ କାରକୁ ଧକ୍କା ଦେବା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା […]
ଚକବନ୍ଦୀ ରେକର୍ଡ ରଦ୍ଦ:୪୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଜମି ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିଙ୍କ ନାମରେ ରେକର୍ଡଭୁକ୍ତ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବୋତ୍ତର ସମ୍ପତ୍ତିର ସୁରକ୍ଷା ଦିଗରେ ଏକ ବଡ଼ ରାୟ ଦେଇଛନ୍ତି ରାଜସ୍ୱ ପର୍ଷଦ ଅଧୀନସ୍ଥ ଚକବନ୍ଦି ଆୟୁକ୍ତ । ପୁରୀ ତହସିଲ ଅନ୍ତର୍ଗତ ଶଙ୍କରପୁର ମୌଜାରେ ଥିବା ୨୮.୮୪୦ ଏକର […]
ଦୀପାବଳି ପାଇଁ OSPCB ର ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (OSPCB) ପକ୍ଷରୁ ଚଳିତ ବର୍ଷ ଦୀପାବଳି ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ବୋର୍ଡ ପକ୍ଷରୁ […]
ଚ୍ଛାୟା ସଂସଦ ମାଧ୍ୟମରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକର ମହାଭିଯୋଗ ପ୍ରସ୍ତାବ ଆଗତ
ନୂଆଦିଲ୍ଲୀ: ବିରୋଧୀ ଇଣ୍ଡିଆ ବ୍ଲକ ଶନିବାର ଦିନ ଚ୍ଛାୟା ସଂସଦ ମାଧ୍ୟମରେ ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିଛି।କଂଗ୍ରେସ ସମେତ ଇଣ୍ଡିଆ ବ୍ଲକ ପକ୍ଷରୁ ଏହି ଚ୍ଛାୟା ସଂସଦରେ ଜ୍ଞାନେଶ କୁମାରଙ୍କ ବିରୋଧରେ […]
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ ଅନୁଷ୍ଠିତ:ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ପାଇଁ ଲୋକସେବା ଭବନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ବରିଷ୍ଠ ସଚିବମାନଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତିର […]
