ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ

ଭଦ୍ରକ:ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି।ଅଧ୍ୟକ୍ଷଙ୍କ […]

କ୍ୟାପିଟାଲ ହସ୍ପିଟାଲରୁ ମିଳିଲା ଝୁଲନ୍ତା ମୃତଦେହ

କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି […]

ଡିଜିସିଏ ପକ୍ଷରୁ ବାଧ୍ୟତାମୂଳକ ସୁରକ୍ଷା ନିର୍ଦ୍ଦେଶ ଜାରି

ନୂଆଦିଲ୍ଲୀ: ଶନିବାର ଦିନ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଏୟାରବସ୍ A318, A319, A320 ଏବଂ A321 ବିମାନ ପାଇଁ ଏକ ବାଧ୍ୟତାମୂଳକ ସୁରକ୍ଷା ନିର୍ଦ୍ଦେଶ ଜାରି କରିଛି, ଯେଉଁଥିରେ ପ୍ରଭାବିତ ବିମାନଗୁଡ଼ିକୁ […]

ରାଜ୍ୟରେ ୨୦,୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ

ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ ରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ୱ ଗୃହ […]

ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କୁଳ ବାସନ୍ଦ ଅଭିଯୁକ୍ତ ଙ୍କ ବିରୋଧ ରେ ମାମଲା ରୁଜୁ

ଛତ୍ରପୁର: ଗଞ୍ଜାମ ଜିଲା ଆସିକା ତହସିଲର ଅତିରିକ୍ତ ତହସିଲଦାର ସୌଦାଗର ବେହେରାଙ୍କ ପରିବାରକୁ କୁଳ ବାସନ୍ଦା ଅଭିଯୋଗ ଘଟଣାରେ ପୁଲିସ ୯ଜଣଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟ ଜାତିର […]

ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର :ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍‌ ମେସିନ୍‌ ଗନ୍‌ ସହିତ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୪ଲକ୍ଷ ୯୫ହଜାର ଟଙ୍କା । ଏ.କେ-୪୭ ସହ ଆତ୍ମସମର୍ପଣ କଲେ […]

କେଭି ଓ ଲକ୍ଷ୍ମଣଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା । ଉଭୟଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଉଭୟ […]

ମନ୍ମଥ ରାଉତରାୟଙ୍କ ନାଁ ରେ ଥାନାରେ ମାମଲା ରୁଜୁ

ଭୁବନେଶ୍ୱର :ମନ୍ମଥଙ୍କ ବିରୋଧରେ ଭୁବନେଶ୍ୱର ସାଇବର ଥାନା ମାମଲା ରୁଜୁ କରିଛି । ବିଜେପି ଲିଗାଲ ସେଲ ଅଭିଯୋଗ ଆଧାରରେ ମାମଲା ରୁଜୁ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଆପତ୍ତଜନକ ମନ୍ତବ୍ୟ […]

କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ବୋମା ମାଡ଼

ଭୁବନେଶ୍ୱର:ଶୁକ୍ରବାର ସକାଳୁ ସକାଳୁ ଭୁବନେଶ୍ୱର ଗାଡ଼କଣରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ ଫାଟକ ଉପରକୁ ହୋଇଛି ବୋମା ମାଡ଼ । ମଞ୍ଚେଶ୍ୱର ଥାନା ପୋଲିସ ଏବଂ ରେଳ ବିଭାଗ ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ […]

ବସ୍‌ ଧର୍ମଘଟ ପ୍ରତ୍ୟାହୃତ…

ଭୁବନେଶ୍ୱର: ଡିସେମ୍ବର ୧ ତାରିଖରେ ହେବାକୁଥିବା ବସ୍‌ ବନ୍ଦ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ। ବସ୍‌ ବନ୍ଦ ଡାକରା ପ୍ରତ୍ୟାହୃତ ନେଇ ଘରୋଇ ବସ୍‌ ସଂଘର ସୂଚନା। ରାଜ୍ୟ ପରିବହନ ବିଭାଗ ସହ ଆଲୋଚନା ପରେ […]