ଆବୁଧାବି/ଭୁବନେଶ୍ବର:ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶା ବିଦେଶୀ ନିବେଶ ଭାଗିଦାରୀକୁ ଆଗେଇ ନେଇଛି । ଏଥିରେ ଏକ ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ, ୧୪ଟି ନୂଆ ପ୍ରକଳ୍ପ […]
Author: Mysanket News
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟା ଭାରତୀଙ୍କ ଆବେଦନ ହାଇକୋର୍ଟରେ ଖାରଜ
କଟକ: ACFସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ଟ୍ରାଏଲ କୋର୍ଟରେ ବ୍ୟକ୍ତିଗତ ଉପସ୍ଥିତିରୁ ଛାଡ଼ ଓ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି […]
ସ୍କ୍ରବ୍ ଟାଇଫସ୍ ଚିହ୍ନଟ ଅଞ୍ଚଳକୁ ଯିବ ଡାକ୍ତରୀ ଟିମ୍
ଭୁବନେଶ୍ୱର: ସ୍କ୍ରବ୍ ଟାଇଫସ୍ ଚିହ୍ନଟକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। ଯେଉଁ ସ୍ଥାନରେ ସ୍କ୍ରବ୍ ଟାଇଫସ୍ ଚିହ୍ନଟ ହେଉଛି, ସେଠାକୁ ଡାକ୍ତରୀ ଟିମ୍ ଯିବେ। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ […]
କୁଆଖାଇ ନଦୀରୁ ୨ ଦିନ ପରେ ମିଳିଲା ଅଟୋ ଚାଳକ ସଞ୍ଜୟଙ୍କ ଶବ
ଭୁବନେଶ୍ୱର: କୁଆଖାଇ ନଦୀକୁ ଡେଇଁ ନିଖୋଜ ଥିବା ଅଟୋ ଚାଳକ ସଞ୍ଜୟ ସ୍ୱାଇଁଙ୍କ ମୃତଦେହ ଉଦ୍ଧାର ହୋଇଛି। ଓଡ଼୍ରାଫ୍ ଏବଂ ଅଗ୍ନିଶମ ବାହିନୀର ମିଳିତ ଖୋଜାଖୋଜି ଅଭିଯାନ ସମୟରେ ବାଙ୍କୁଆଳ ନିକଟସ୍ଥ କୁଆଖାଇ ନଦୀରୁ […]
ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସ୍କୁଲ ଓ କଲେଜରେ ଶିକ୍ଷକ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ । RTE, NCTE ଓ UGC […]
ଆଇନ ଉଲ୍ଲଂଘନ କରି ଅଡୁଆରେ ବଡ଼ଗଡ଼ ପୋଲିସ ବାବୁ; ହାଇକୋର୍ଟ ରୁ ନୋଟିସ୍
କଟକ: ଆଇନ ଉଲ୍ଲଂଘନ ଓ ବେଆଇନ ଗିରଫଦାରୀ ଅଭିଯୋଗରେ ବଡ଼ଗଡ଼ ଥାନା ଅଧିକାରୀଙ୍କୁ ହାଇକୋର୍ଟରୁ ନୋଟିସ୍ । ୭ ବର୍ଷରୁ କମ୍ ଜେଲଦଣ୍ଡ ବ୍ୟବସ୍ଥା ଥିବା ଦଫାରେ ରୁଜୁ ମାମଲାରେ ଭାରତୀୟ ନାଗରିକ ସୁରକ୍ଷା […]
ଇରାନର ୫ ତୈଳବାହୀ ଜାହାଜକୁ ଟାର୍ଗେଟ୍ କଲା ଆମେରିକା
ନୂଆଦିଲ୍ଲୀ: ଆମେରିକୀୟ ସେନା ଓମାନ ଉପସାଗର ଓ ଇରାନର ଖର୍ଗ ଦ୍ବୀପ ନିକଟରେ ଇରାନର ୫ଟି ଅଶୋଧିତ ତୈଳ ବୋଝେଇ ଜାହାଜ ଉପରେ ମଙ୍ଗଳବାର ଆକ୍ରମଣ କରିଛି । ଆମେରିକା କହିଛି ଯେ ଇରାନ […]
କଟକର ଏକ ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ
କଟକ: କଟକର ସିଡିଏ ସେକ୍ଟର-୧୦ ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ଚିନ୍ମୟ ସାହୁ। ମିଳିଥିବା […]
ସ୍ୱାସ୍ଥ୍ୟ କର୍ମଚାରୀଙ୍କ ନାମରେ ଜାଲ୍ ବିଲ୍ ପ୍ରସ୍ତୁତ କରି ବନ୍ଧା ହେଲେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର କନିଷ୍ଠ ସହାୟକ
ସମ୍ବଲପୁର: ଦୁର୍ନୀତି ଓ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଓଡ଼ିଶା ଭିଜିଲାନ୍ସ । ମଙ୍ଗଳବାର ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ୍ ଅଧୀନସ୍ଥ ଫାସିମାଲ୍ CHC ର କନିଷ୍ଠ ସହାୟକ […]
ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ
କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ […]
