ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପରେ ଗୃହ ଅପରାହ୍ନ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପଞ୍ଚମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଏହା ପରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା […]

ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । […]

ପାଣ୍ଡିଆନ ଙ୍କ ବିରୋଧ ରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର: ବିଜେଡିର ଶୋଚନୀୟ ପରାଜୟ ପରେ ଦଳରେ ପାଣ୍ଡିଆନଙ୍କ ହାକିମାତିକୁ ନେଇ କୁହୁଳୁଥିବା ଅସନ୍ତୋଷ ଏବେ ଧୀରେ ଧୀରେ ବିସ୍ଫୋରକ ରୂପ ନେଉଛି । ଦଳର ଜଣେପରେ ଜଣେ ନେତା ମୁହଁ ଖୋଲିବାରେ ଲାଗିଛନ୍ତି […]

ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବୁଧବାର ଦିନ ୨୦୨୩,୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ […]

ବିଧାନସଭା ଅଧିବେଶନ ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଆସନ୍ତା କଲି ଆରମ୍ଭ ହେଉଛି ବିଧାନସଭାର ଶୀଳକାଳୀନ ଅଧିବେଶନ । ବିଧାନସଭା ସର୍ବଦଳୀୟ ବୈଠକ ଶେଷ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଏବଂ ବିଧାନସଭାରେ ଉଦବୋଧନ ଦେବା ନେଇ […]

ଦୁଇଦିନିଆ ଓଡିଶା ବିକାଶ ସମାବେଶ

ଭୁବନେଶ୍ୱର: ଏକ ଘରୋଇ ହୋଟେଲରେ ଆଜି ଦୁଇଦିନିଆ ଓଡିଶା ବିକାଶ ସମାବେଶ ଉଦ୍ଘାଟନ ହୋଇଛି । ଏଥିରେ ଓଡିଶା ପାଇଁ ଜନ କୈନ୍ଦ୍ରିକ, ଜଳବାୟୁ ସ୍ମାର୍ଟ ଓ ଶତାୟୁ ଓଡ଼ିଶାର ନକ୍ସା ସହିତ ବିଭିନ୍ନ […]

ପୁଣି ବିଜେଡିକୁ ଶ୍ରୀମୟୀ ମିଶ୍ରଙ୍କ ତେରେଛା ତୀର

ଭୁବନେଶ୍ୱର: ଆଜି ପୁଣି ପାଣ୍ଡିଆନଙ୍କୁ ଘେରିଲେ ଶ୍ରୀମୟୀ। ପୁଣି ବିଜେଡିକୁ ସୋସିଆଲ୍‌ ମିଡିଆରେ ଶ୍ରୀମୟୀଙ୍କ ନିଶାନା। କବିତାରେ ପାଣ୍ଡିଆନଙ୍କୁ ତେରେଚ୍ଛା ‘ଅଠା’ ଆକ୍ରମଣ କରିଛନ୍ତି। ଅନ୍ୟ ମୁଣ୍ଡରେ ଅଠା ବୋଳା, ଏହା ହେଉଛି ତାମିଲ୍ […]

ବାଲି ଗାଡ଼ି ସିଜ୍ ବେଳେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ବାରିପଦା: ନବନିଯୁକ୍ତ ବେତନଟୀ ତହସିଲଦାରଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ। ତହସିଲଦାରଙ୍କ ଡ୍ରାଇଭରଙ୍କ ମୁଣ୍ଡ ଫଟାଇବା ସହ ଆକ୍ରମଣ କଲେ ବାଲି ମାଫିଆ। ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନାରେ ତହସିଲଦାରଙ୍କ ଲିଖିତ ଅଭିଯୋଗ। ଯାହା ଫଳରେ ଅଞ୍ଚଳରେ […]

ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪ଟି ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆୟୋଜିତ ଦ୍ୱାଦଶ ନିଯୁକ୍ତି ମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଉଦ୍‌ଘାଟନ କରି ୧୨ଟି ବିଭାଗରେ ୭ ହଜାର ୨୯୩ ଜଣଙ୍କୁ ନିଯୁକ୍ତିପତ୍ର […]

ଅନୁପ୍ରବେଶକାରୀ ଙ୍କ ତଥ୍ୟ ଦେବାକୁ ସରକାରଙ୍କୁ ୩ ସପ୍ତାହ ସମୟ ଦେଲେ ହାଇକୋର୍ଟ

କଟକ: ରାଜ୍ୟରେ କେତେ ସଂଖ୍ୟକ ଅନୁପ୍ରବେଶକାରୀ ଅଛନ୍ତି ? ସେମାନଙ୍କୁ ଚିହ୍ନଟ ଏବଂ ଦେଶାନ୍ତର କରିବା ନେଇ ସରକାରୀ ଭାବେ କି ପଦକ୍ଷେପ ନିଆଯାଇଛି ? ଏସବୁ ଉପରେ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି ହାଇକୋର୍ଟ। ଆଉ […]