ନୂଆଦିଲ୍ଲୀ:ସାଉଦି ଆରବର କ୍ରାଉନ ପ୍ରିନ୍ସ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ଆଲୋଚନା ହୋଇଛି । ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀ ମହମ୍ମଦ ବିନ୍ ସଲମାନଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ପ୍ରଧନମନ୍ତ୍ରୀ […]
Author: Mysanket News
ଭୁବନେଶ୍ୱର ବାର ସଂଘ ସଭାପତି ହେଲେ ଅଶୋକ ଛୋଟରାୟ
ଭୁବନେଶ୍ୱର:ଶନିବାର ସାରା ରାଜ୍ୟରେ ବାର ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇ ଏହାର ଫଳାଫଳ ଘୋଷଣା ହୋଇଛି। ଏଥିରେ ଅଶୋକ ଛୋଟରାୟ ସଭାପତି […]
ଆହତ ସମସ୍ୟା ପାଇଁ ୨ ସପ୍ତାହ ପର୍ଯ୍ୟନ୍ତ ଆଇପିଏଲ ଖେଳି ପାରିବେନି ଧୋନି
ନୂଆଦିଲ୍ଲୀ:ଆଇପିଏଲ ରେ ଚେନ୍ନାଇ ସୁପର କିଙ୍ଗସ ସୋମବାର ଠାରୁ ତା’ର ଅଭିଯାନ ଆରମ୍ଭ କରିବ।କିନ୍ତୁ ଏହା ପୂର୍ବରୁ ଚେନ୍ନାଇକୁ ଲାଗିଛି ସବୁଠାରୁ ବଡ଼ ଝଟକା। ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂହ ଧୋନି ଆହତ […]
ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ
ପୁରୀ: ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ । ସପତ୍ନୀକ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ଉପେନ୍ଦ୍ର ଦ୍ବିବେଦୀ । ସକାଳ ୭ଟାରେ ସିଂହଦ୍ବାରରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନ […]
ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଗଣତମଣତି
ଭୁବନେଶ୍ୱର:ଆସନ୍ତା ୮, ୯ ଏବଂ ୧୦ ତାରିଖରେ ବାହାର ରତ୍ନଭଣ୍ଡାରର ୨ୟ ପର୍ଯ୍ୟାୟ ଗଣତିମଣତି ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ଗତ ୨୫ ତାରିଖରେ ମହାପ୍ରଭୁଙ୍କ […]
ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ବାର ଆସୋସିଏସନର ନିର୍ବାଚନ
କଟକ:ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ବାର ଆସୋସିଏସନର ନିର୍ବାଚନ । ସମୁଦାୟ ୧୫୫ଟି ଅନୁବନ୍ଧିତ ବାର ଆସୋସିଏସନରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି । ସକାଳ ୭.୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ […]
ବସ୍ ଦୁର୍ଘଟଣା: ୫ଯାତ୍ରୀ ମୃତ
ନୟାଗଡ:ନୟାଗଡ଼ ଜିଲ୍ଲା ଦଶପଲ୍ଲା ଦଶପଲ୍ଲା ଥାନା ଅଧୀନ ଟାକେରା ଘାଟି ନିକଟରେ ମଧ୍ୟରାତ୍ରୀରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିବା ସହିତ ଅନ୍ୟ ୧୫ ଜଣ ଯାତ୍ରୀ ଗୁରୁତର […]
ହର୍ମୁଜ୍ ପ୍ରଣାଳୀ ଦେଇ ଭାରତ ଆସୁଛି ୪ଟି ଏଲପିଜି ଜାହାଜ
ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ ମଧ୍ୟରେ ଉପୁଜିଥିବା ଉତ୍ତେଜନା ସତ୍ତ୍ୱେ ଦେଶରେ ଏଲପିଜି (LPG) ଯୋଗାଣରେ କୌଣସି ସମସ୍ୟା ହେବ ନାହିଁ। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏକ ପ୍ରେସ୍ ବ୍ରିଫିଂରେ ମୁଖପାତ୍ର ରଣଧୀର ଜୟସ୍ଵାଲ ଏହି […]
ଏପ୍ରିଲରୁ ଲଟେରୀରେ ମିଳିବ ମଦ ଦୋକାନ: ଅବକାରୀ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ମଦ ଦୋକାନ ବଣ୍ଟନ ପାଇଁ ଖୁବଶୀଘ୍ର ଲଟେରୀ ବ୍ୟବସ୍ଥା ଆରମ୍ଭ ହେବ। ଏଥିରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା ପାଇଁ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହି ପ୍ରକ୍ରିୟା କରାଯିବ। ଆବଶ୍ୟକ ପଡ଼ିଲେ ଇଲେକ୍ଟ୍ରୋନିକ […]
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଓଲି ଗିରଫ
ନୂଆଦିଲ୍ଲୀ:ଶପଥ ଗ୍ରହଣ କରିବାର ୨୪ ଘଣ୍ଟା ମଧ୍ୟରେ ବଡ଼ ଆକ୍ସନ ନେଇଛନ୍ତି ନେପାଳ ର ନୂତନ ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏବଂ ପୂର୍ବତନ ଗୃହମନ୍ତ୍ରୀ ରମେଶ […]
