ପ୍ରଭାତଙ୍କ ବିଶ୍ୱାଳ ଙ୍କ ବାସଭବନରେ ଏକାଠି ହେଲେ ଅସନ୍ତୁଷ୍ଟ କର୍ପୋରେଟର

କଟକ:କଟକରେ ବିଜେଡିରେ ଏକପ୍ରକାର ଅସ୍ଥିରତା ସୃଷ୍ଟି ହୋଇଛି। ସୌଭିକଙ୍କ ନିଲମ୍ବନକୁ ଜୋରଦାର ବିରୋଧ କରିଛନ୍ତି କଟକ ବିଜେଡିର କର୍ମୀ। ଏହା ମଧ୍ୟରେ ପ୍ରଭାତ ବିଶ୍ୱାଳଙ୍କ ଘରେ ମେଳି କରିଛନ୍ତି ବିଜେଡି କର୍ପୋରେଟର। ମଙ୍ଗଳବାର ଦିନ […]

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି

ନୂଆଦିଲ୍ଲୀ:ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ ଅନୁମତି ପରେ ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଦିଲ୍ଲୀ ଏମ୍ସ (AIIMS)ଠାରେ ‘ପାସିଭ ଇଉଥାନେସିଆ’ ବା ଇଚ୍ଛାମୃତ୍ୟୁ […]

SCB ପ୍ରସଙ୍ଗରେ ହୋହାଲ୍ଲା, ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର :ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧ ପ୍ରଦର୍ଶନ କରିଥିଲେ ବିରୋଧୀ। ଗୃହ ମଧ୍ୟଭାଗକୁ ହୋହାଲ୍ଲା କରିଥିଲେ। ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ। ବାଚସ୍ପତି […]

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଧର୍ମ ପରିବର୍ତ୍ତନ ଏବଂ ସଂରକ୍ଷଣ ମାନ୍ୟତାକୁ ନେଇ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ। କୋର୍ଟଙ୍କ ସ୍ପଷ୍ଟୋକ୍ତି ଅନୁଯାୟୀ, କେବଳ ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମାବଲମ୍ବୀମାନେ ହିଁ ଅନୁସୂଚିତ ଜାତି (SC) […]

କଟକ ଏଲଆଇସି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ:ଲିଙ୍କ୍ ରୋଡ୍ ସ୍ଥିତ LIC କାର୍ଯ୍ୟାଳୟରେ ଆଜି ଭୋର ପ୍ରାୟ 5ଟା ସମୟରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ଜଣା ପଡିଛି । ଖବର ପାଇ ଚାଉଳିଆଗଞ୍ଜ […]

ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ […]

ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ

ନୂଆଦିଲ୍ଲୀ:ଆଜି ସକାଳ ୭ଟା ୪୯ ମିନିଟ୍ ସମୟରେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତାଙ୍କୁ ଏକ ମେଲ୍ ଆସିଥିଲା । ୭ଟା ୨୮ ମିନିଟରେ ମଧ୍ୟ ବିଧାନସଭାକୁ ଧମକପୂର୍ଣ୍ଣ ମେଲ୍ ଆସିଥିଲା । ଏହି ଧମକପୂର୍ଣ୍ଣ ମେଲରେ […]

ଭୁବନେଶ୍ୱର ବିମାନ ବନ୍ଦରରୁ ୬ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ଵର : ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ଭୁବନେଶ୍ବର ବିମାନବନ୍ଦରରୁ ଦୁଇ ଅଭିଯୁକ୍ତଙ୍କ ନିକଟରୁ ୬ କୋଟିର ମାରିଜୁଆନା ଜବତ ହୋଇଥିବା ସୂଚନା ମିଳିଛି। ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ ଏୟାରପୋର୍ଟରୁ ଜବତ କରିବା ସହ […]

ଶ୍ରୀମନ୍ଦିର ମାଟି ତଳେ ଗଙ୍ଗ ବଂଶର ଗାରିମା

ପୁରୀ :ଶ୍ରୀକ୍ଷେତ୍ରର ମାଟି ତଳେ ଭର୍ତ୍ତି ହୋଇ ରହିଛି ଗଙ୍ଗବଂଶର କୀର୍ତ୍ତିରାଜି । ଜିପିଆର ସର୍ଭେ ରିପୋର୍ଟରେ ଏହି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ଶ୍ରୀମନ୍ଦିରଠାରୁ ସମୁଦ୍ର ପର୍ଯ୍ୟନ୍ତ ରହିଛି ସୁଡ଼ଙ୍ଗ । ୨୧.୬ବର୍ଗମିଟର […]

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ

ଭୁବନେଶ୍ୱର: ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ଶ୍ରମିକମାନଙ୍କ ନିମନ୍ତେ ନୂଆ ଗାଇଡ୍‌ଲାଇନ୍ ଜାରି ହୋଇଛି । ଏପ୍ରିଲ ୧ରୁ ଜୁନ୍‌ ୧୫ ମଧ୍ୟରେ ଦିନ ୧୧ରୁ ଅପରାହ୍ନ ୩ଟା […]