ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ସାରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ […]
Author: Sanket News
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର: ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ […]
G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ସେ ନଭେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦ ତମ G20 ଶିଖର […]
ଲୁଣ ବଦଳରେ ଥିମେଟ ଖାଇ ୩ ଶିଶୁ ଗୁରୁତର ଅବସ୍ଥାରେ ମେଡିକାଲରେ
ବାଲେଶ୍ବର: ଲୁଣ ଭାବି ଥିମେଟ ଖାଇ ୩ ଜଣ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ମହିଷାପଟ୍ଟା ପଞ୍ଚାୟତ ଶାଳବଣୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ […]
ବିଭ୍ରାନ୍ତିକର ‘ORS’ ଉତ୍ପାଦକୁ ତୁରନ୍ତ ହଟାଇବାକୁ FSSAI ର ନିର୍ଦ୍ଦେଶ
ନୂଆଦିଲ୍ଲୀ: ଉପଭୋକ୍ତାମାନଙ୍କୁ ବିଭ୍ରାନ୍ତ କରୁଥିବା ‘ORS’ ଲେବଲ୍ ଲାଗିଥିବା ସମସ୍ତ ଉତ୍ପାଦକୁ ତୁରନ୍ତ ବଜାରରୁ ହଟାଇବା ପାଇଁ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (FSSAI) ସମସ୍ତ ରାଜ୍ୟ ଏବଂ କେନ୍ଦ୍ର […]
ସୁଚିସ୍ମିତା ଦାସ ହେଲେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ
ଯାଜପୁର: ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ସୁଚିସ୍ମିତା ଦାସ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୋଟ ୪୫ ପଞ୍ଚାୟତକୁ ନେଇ ଗଠିତ ଧର୍ମଶାଳା ବ୍ଲକରେ ଅଧ୍ୟକ୍ଷଭାବେ ନିର୍ବାଚିତ ହେବା […]
ଅସୁରକ୍ଷିତ କୋଠା ଭାଙ୍ଗିବାରେ ବିଳମ୍ବ କୁ ନେଇ ପ୍ରଶ୍ନ କଲେ ହାଇକୋର୍ଟ
କଟକ: ମଣିସାହୁ ଛକ କୋଠା ବାଲକୋନୀ ଭୁଶୁଡିବା ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ହାଇକୋର୍ଟ । ସହର ଭିତରେ ଏଭଳି କେତେ ଅସୁରକ୍ଷିତ କୋଠା ଅଛି, ତାକୁ ଭାଙ୍ଗିବାରେ ବିଳମ୍ବ କାହିଁକି ବୋଲି କୋର୍ଟ […]
ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ; ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ
ମାଲକାନଗିରି: ଏକ ହୃଦୟ ବିଦାରକ ଘଟଣା ଘଟିଛି ମାଲାକିନଗିରିରେ । ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ। ଆଜି ଓଡ଼ିଶାର ଜଣେ OSRTC […]
ବିଧାୟକ ଜୟ ଢୋଲକିଆ ଶପଥ ନେଲେ..
ଭୁବନେଶ୍ୱର: ନୂଆପଡ଼ାର ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ବିଧାନସଭାରେ ଶପଥ ନେବା ସମୟରେ […]
ଓଡ଼ିଶା ପାଇଁ ଗର୍ବ ଓ ଗୌରବ: ପାରା ସନ୍ତରଣ ଦଳ
ଭୁବନେଶ୍ୱର: ଓଡ଼ିଶା ପାରା କ୍ରୀଡ଼ାବିତ୍ମାନେ ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏହି ପ୍ରତିଯୋଗିତାରେ ସେମାନେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ଯ ଓ ୧୩ଟି କାଂସ୍ଯ ସର୍ବମୋଟ […]
