ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ସର୍ବାଧିକ ରନ କରି ରେକର୍ଡ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା କ୍ରିକେଟ ରେ ଇତିହାସ ରଚିଛନ୍ତି ଭାରତର ସ୍ମୃତି ମନ୍ଧାନା। ସେ ମିତାଲି ରାଜଙ୍କୁ ପଛରେ ପକାଇ ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ ହାସଲକାରୀ ଖେଳାଳି ହୋଇଯାଇଛନ୍ତି। ପୂର୍ବରୁ ଅନ୍ତର୍ଜାତୀୟ […]

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି

ଭୁବନେଶ୍ୱର : ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ OUAT କୃଷି ସଦନରେ ଏକ ସ୍ୱତନ୍ତ୍ର […]

ମର୍ମନ୍ତୁଦ ବସ୍‌ ଦୁର୍ଘଟଣା, ଚାଳକ ମୃତ; ୩୦ରୁ ଅଧିକ ଆହତ

ନୟାଗଡ଼: ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ […]

ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର: ଆଜି ପବିତ୍ର ଜନ୍ମାଷ୍ଟମୀ। ଧରାବତରଣ କରିବେ ସୃଷ୍ଟିର କର୍ତ୍ତା ଶ୍ରୀକୃଷ୍ଣ। ଏହି ଅବସରରେ ସାରା ରାଜ୍ୟରେ ଏକ ଅପୂର୍ବ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ସକାଳୁ ସକାଳୁ ବିଭିନ୍ନ କୃଷ୍ଣ […]

GSLV-F17 ରକେଟ୍‌ରେ EOS-05ର ସଫଳ ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ନାମରେ ଯୋଡ଼ି ହୋଇଛି ଆଉ ଏକ ସୁବର୍ଣ୍ଣ ଫର୍ଦ୍ଦ। ଆଜି ଭୋର ସମୟରେ ଇସ୍ରୋ ନିଜର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ୍ ମହାକାଶ କେନ୍ଦ୍ରରୁ ଦେଶର ପ୍ରଥମ ଜିଓ-ଅର୍ବିଟ୍ […]

ଛାତ୍ରଛାତ୍ରୀଙ୍କ ମୃତ୍ୟୁ କିମ୍ବା ସ୍ଥାୟୀ ବିକଳାଙ୍ଗତାରେ ୨ ଲକ୍ଷ ସହାୟତା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ନୂତନ ମାର୍ଗଦର୍ଶିକା ଅନୁଯାୟୀ, ଦୁର୍ଘଟଣାରେ କୌଣସି ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଲେ କିମ୍ବା ସେମାନେ ସ୍ଥାୟୀ ଭାବେ ବିକଳାଙ୍ଗ ହେଲେ, ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ […]

କନଫର୍ମ ଟିକେଟ୍ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ: ରେଳବାଇ କର୍ମଚାରୀ ଗିରଫ

ରାଉରକେଲା: ରାଉରକେଲାରୁ ବେଙ୍ଗାଲୁରୁ ଯିବା ପାଇଁ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜଣେ ଯୁବତୀଙ୍କୁ ଷ୍ଟେସନ ପରିସରରେ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଜିଆରପି ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ […]

ରାଜ୍ୟରେ ଆରମ୍ଭ ହେବ ପେପରଲେସ୍ ଜମି ରେଜିଷ୍ଟ୍ରେସନ

ଭୁବନେଶ୍ୱର: ରାଜ୍ୟରେ ସମ୍ପୂର୍ଣ୍ଣ ପେପରଲେସ୍ ଓ ଡିଜିଟାଲ ଦଲିଲ ପଞ୍ଜିକରଣ ବ୍ୟବସ୍ଥା ଲାଗୁ ସହ ଦଲିଲ୍ ଦସ୍ତାବିଜକୁ ମାତ୍ର ଚାରି ପୃଷ୍ଠା ମଧ୍ୟରେ ସୀମିତ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୦୮ ମସିହାର […]

କଟକରେ ଅନୁଷ୍ଠିତ ହେବ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ବର: ଆସନ୍ତା ୫ ଓ ୬ ତାରିଖରେ କଟକ ଇନ୍‌ଡୋର ଷ୍ଟାଡିୟମ୍‌ଠାରେ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରଣନୀତି […]

ଡ୍ରାଇଭିଂ ଲାଇସେନ୍ସ ଉପରେ ସରକାର ଲାଗୁ କଲେ କଡ଼ା ନିୟମ

ନୂଆଦିଲ୍ଲୀ: ଗାଡ଼ି ଚଲାଇବା ସମୟରେ ସମସ୍ତ ଡ୍ରାଇଭରଙ୍କ ପାଇଁ ଟ୍ରାଫିକ୍ ନିୟମ ପାଳନ କରିବା ବାଧ୍ୟତାମୂଳକ। ତଥାପି ଏବେ ବି ଏପରି ଡ୍ରାଇଭର ଅଛନ୍ତି ଯେଉଁମାନେ ଟ୍ରାଫିକ୍ ନିୟମ ମାନୁନାହାଁନ୍ତି। ଯଦି ଆପଣ ମଧ୍ୟ […]