ନୀତୀନ ନବୀନ ହେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଆଜି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ନାଁ ଘୋଷଣା କରିଛି । ବିହାର ସରକାରରେ ମନ୍ତ୍ରୀ ରହିଥିବା ନୀତୀନ ନବୀନଙ୍କୁ ପାର୍ଟି ଦାୟିତ୍ଵ ଦେଇଛି । ନବୀନ ବର୍ତ୍ତମାନ ବିହାରର ନୀତିଶ କୁମାରଙ୍କ […]

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ୨ଯବାନ ଆହତ

ରାଉରକେଲା: ଆଜି ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର କୋବ୍ରା ବାଟାଲିୟନର ଦୁଇ ଜଣ ଯବାନ […]

ସ୍କୁଲ ବସ୍ ଖସିଲା ନଦୀକୁ

ମଧ୍ୟପ୍ରଦେଶ: ଜୋହର ଗାଁ ନିକଟରେ ଏକ ସ୍କୁଲ ବସ୍ ନଦୀକୁ ଖସିପଡ଼ିବାରୁ ଅନେକ ପିଲା ଆହତ ହୋଇଥିଲେ। ସେଥି ମଧ୍ୟରୁ ୬ ଜଣ ଗୁରୁତର ଥିବା ଜଣାପଡିଥିଲା । ଖବର ଅନୁସାରେ, ଆଜି ସକାଳ […]

ରାଜଧାନୀର ବିଭିନ୍ନ ବାର୍ ରେ ଚଢାଉ ବେଳେ ଅଫିସର୍ ଙ୍କୁ ହମଲା

ଭୁବନେଶ୍ୱର: ନୋ ଲିମିଟ ବାର ଚଢ଼ାଉ ପରେ ଏବେ ରାଜଧାନୀର ପ୍ରତ୍ୟେକଟି ବାର ଓ ରେଷ୍ଟୁରାଣ୍ଟରେ ଚଢ଼ାଉ ଜାରି ରହିଛି । ଶନିବାର ରାତି ଅଧରେ ରାଜଧାନୀର ବିଭିନ୍ନ ବାର ଓ ରେଷ୍ଟୁରାଣ୍ଟରେ ଅବକାରୀ […]

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ପ୍ରଥମ ବୈଠକ ହେବ ଆସନ୍ତା ୨୨ରେ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆସନ୍ତା ୨୨ ତାରିଖ ଅପରାହ୍ଣ ୪ଟାରେ ମହାନଦୀ ଜଳ ବିବାଦର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ […]

ଛାତ୍ରଙ୍କ ପକେଟରୁ ବାହାରିଲା ବନ୍ଧୁକ

କେନ୍ଦ୍ରାପଡା: ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ନିକଟରୁ ଏକ ବନ୍ଧୁକ ଜବତ ହୋଇଛି। ଏହି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲାର କୁଦାନଗରୀ ଥାନା କୋରୁଆ ସରକାରୀ ହାଇସ୍କୁଲ ଭିତରେ। ମିଳିଥିବା ଖବର ଅନୁସାରେ, […]

ଆସନ୍ତା କାଲି ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ […]

ଜନଗଣନା ପାଇଁ ଖର୍ଚ୍ଚ ହେବ ୧୧ ହଜାର ୭୧୮ କୋଟି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଥମତଃ ୨୦୨୭ ଜନଗଣନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧୧,୭୧୮ କୋଟି ଟଙ୍କାର […]

ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ ଉଦଘାଟିତ

କୋଣାର୍କ:ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ […]

କଂଗ୍ରେସର ଆପୋଷ ବିବାଦର ସମାଧାନ ହେବ ଦିଲ୍ଲୀରେ

ଭୁବନେଶ୍ୱର: କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ୍‌ । ଏହାକୁ ନେଇ ଅଧିକାଂଶ ନେତା ଏନେଇ […]